-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟିକା ବର୍ଷା

04-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)- ଆଜି ଶନିବାର ଦିନ ପୂର୍ବାହ୍ନ ୧୧ଘଟିକା ସମୟରେ ପାଇକମାଲ ବ୍ଲକ ଅନ୍ତର୍ଗତ ସାପଲହର ଗ୍ରାମର ଗାନ୍ଧୀ ସ୍ମାରକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ଶ୍ରେଣୀ କୋଠରୀ ଶୁଭ ଉଦଘାଟନ ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହାଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ଉକ୍ତ ଉତ୍ସବରେ ନିମନ୍ତ୍ରିତ ଅତିଥି ଭାବରେ ପାଇକମାଲ ବ୍ଲକ ଭାଇସ ଚେୟାରମେନ ଶ୍ରୀଯୁକ୍ତ ସଞ୍ଜିବ ବରିହା,ଵାଦୀକଟା ସରପଞ୍ଚ ଶ୍ରୀମତୀ ସବିତା ସାହୁ,ବାଦିକଟା ସମିତି ସଭ୍ୟ ଶ୍ରୀଯୁକ୍ତ ଦୁଷ୍ମନ୍ତ ପ୍ରଧାନ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପାଇକମାଲ ଶ୍ରୀଯୁକ୍ତ ଚୂଡାମଣି ବାରିକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜବୋଡାସମ୍ଵର ଶ୍ରୀଯୁକ୍ତ ଲୋକନାଥ ଭୋଇ, ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶୁଭମ ପତି , ଭୋଲାନାଥ ମେହେର, କ୍ଷମାନିଧି ବାରିକ ଏବଂ କ୍ଷୀତି ସାହୁ  । ଉକ୍ତ ଉଦଘାଟନ ଉତ୍ସବରେ ଗ୍ରାମର ଶତାଧିକ ପୁରୁଷ ଓ ମହିଳା ଉପସ୍ଥିତ ଥିଲେ। ଉଦ୍ ଘାଟନ ଉତ୍ସବ ରେ ସର୍ଵ ପ୍ରଥମେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଶୋଭା ସାଗର ମେହେର ସ୍ଵାଗତ ଭାଷଣ ଦେବା ପରେ ଅତିଥି ଗଣ ନିଜ ନିଜ ବକ୍ତବ୍ୟ ରଖିଥିଲେ । ମଞ୍ଚ ପରିଚାଳନା ସହକାରୀ ଶିକ୍ଷକ ଶ୍ରୀ ଯୁକ୍ତ ପୁରୁଷୋତ୍ତମ ରାଉତ କରିଥିବା ବେଳେ  ଶିକ୍ଷୟିତ୍ରୀ ତନୟା ମେହେର,ଆଶାରାଣୀ ବରିହା ଶିକ୍ଷକ ଶ୍ରୀଯୁକ୍ତ ଜିତେନ୍ଦ୍ର ସାହୁ ଅତିଥି ଗଣଙ୍କୁ ମାଲ୍ୟାର୍ପଣ ଓ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଉକ୍ତ ଉତ୍ସବରେ ଵାଦିକଟା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ରୁଷଭ ସାହୁ , ବିଦ୍ୟାଳୟରୁ ଡେପୁଟେସନ ରେ ଥିବା ଶିକ୍ଷୟିତ୍ରୀ ଶ୍ରୀମତୀ ସସ୍ମିତା ସେଠ ଉପସ୍ଥିତ ଥିଲେ। ପରିଶେଷରେ ଶିକ୍ଷକ ଶ୍ରୀ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like