-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଚତୁରଙ୍ଗ ନବପ୍ରକାଶ ର ୯ମ ଓ ୧୦ମ ସଂଖ୍ୟା ର ପାଠକାର୍ପଣ ସମାରୋହ, ଚତୁରଙ୍ଗ କୁ ଆହୁରି ପାଠକାଭିମୁଖୀ କରାଯିବାକୁ ଆହ୍ବାନ

04-Jan-2025



ବଲାଙ୍ଗୀର :  ଜିଲ୍ଲା ସଂସ୍କୃତି ଭବନଠାରେ ଆୟୋଜିତ ଚତୁରଙ୍ଗ ନବପ୍ରକାଶର ୯ମ ଓ ୧୦ମ ସଂଖ୍ୟାର ପାଠକାର୍ପଣ ସମାରୋହ,  କୋଶଳ କଳାମଣ୍ଡଳ  ପରିଚାଳନା ସମିତି ସଦସ୍ୟ ପ୍ରଫେସର ମଧୁସୂଦନ ପତିଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ହୋଇଛି  । ଏଥିରେ  ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ବିଜୟାନନ୍ଦ ସେଠୀ ମୁଖ୍ୟ  ଅତିଥି ଭାବରେ ଯୋଗ ଦେଇ ମହତ ଉଦ୍ଦେଶ୍ୟ  ନେଇ ଆରମ୍ଭ ହୋଇଥିବା  ଚତୁରଙ୍ଗ ର ପ୍ରକାଶନ ପାଇଁ ସମସ୍ତେ ଏକନିଷ୍ଠ ଭାବରେ କାମ  କରିବାକୁ ଆହ୍ଵାନ ଦେଇଥିଲେ । ସାଂପ୍ରତିକ ପରିବେଶ ପାଠକୀୟତାର  ବିପରୀତମୁଖୀ ହେଉଥିବାରୁ ଚତୁରଙ୍ଗ କୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଓ ପାଠକ ସମାବେଶ ଦ୍ଵାରା  ଆହୁରି ପାଠକାଭିମୁଖୀ କରିବାର ଆବଶ୍ୟକତା ରହିଛି ବୋଲି ପ୍ରଫେସର ମଧୁସୂଦନ ପତି ତାଙ୍କ  ସଭାପତିତ୍ୱ ଅଭିଭାଷଣରେ ଆହ୍ଵାନ ଦେଇଛନ୍ତି। ଚତୁରଙ୍ଗର ସହ ସଂପାଦକ ସନାତନ ଠାକୁର  ସଂପାଦକୀୟ ବିବରଣୀ ପାଠ କରିଥିଲେ । ସଂପାଦନା ମଣ୍ଡଳୀ ସଦସ୍ୟ  ସନ୍ଦୀପ କୁମାର କୁଅଁରଙ୍କ  ସଭା ପରିଚାଳନାରେ ପ୍ରାରମ୍ଭରେ  ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଚତୁରଙ୍ଗ ର  ପରିଚାଳନା  ସଂପାଦକ  ରଶ୍ମୀରଞ୍ଜନ ମିଶ୍ର  ସମସ୍ତଙ୍କୁ ସ୍ଵାଗତ କରିଥିଲେ  । ବୀରେନ୍ଦ୍ର କୁମାର ଝାଙ୍କର  ଅତିଥି ପରିଚୟ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତା, ଡକ୍ଟର ଗୋପବନ୍ଧୁ ରଥ, ନାଟ୍ୟଭୂଷଣ ଜଗଦାନନ୍ଦ

ଛୁରିଆ, ସଂପାଦନା ମଣ୍ଡଳୀ ତରଫରୁ କବି ଭାଗିରଥୀ ମିଶ୍ର, ଡକ୍ଟର ସୁଷମା ମଞ୍ଜରୀ ନାୟକ,ଡକ୍ଟର ସଂଜୟ କୁମାର ମିଶ୍ର, ଚତୁରଙ୍ଗ ର ଲେଖକ ମାନଙ୍କ ମଧ୍ୟରୁ ଡକ୍ଟର ଗୋବର୍ଦ୍ଧନ ନାୟକ,ଭିକାରୀ ମିଶ୍ର ଚତୁରଙ୍ଗ ର ପ୍ରକାଶନ, ବଣ୍ଟନ,ବିକ୍ରୟ, ଓ ଲେଖା ସଂଗ୍ରହକୁ ନେଇ ମତ ଦେଇଥିବା ବେଳେ  ବୀରେନ୍ଦ୍ର କୁମାର ଝାଙ୍କର, ବିଭୁକଲ୍ୟାଣ ଗଡତିଆ, ଡକ୍ଟର ଅଶ୍ବିନୀ କୁମାର ରଥ  ପ୍ରମୁଖ ମତ ଦେଇଥିଲେ। ଶେଷରେ ସଂପାଦନା ମଣ୍ଡଳୀ ସଦସ୍ୟ  ରଘୁନାଥ ବାବୁ  ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନା ଯୋଗ୍ୟ  ଯେ ଚତୁରଙ୍ଗର ଚଳିତ ସଂଖ୍ୟାଟି  ବଲାଙ୍ଗିର ବିଶେଷାଙ୍କ ଭାବରେ ବହୁ ନୂତନ ଓ ପୁରାତନ ଲେଖକ,ଲେଖିକାଙ୍କୁ ନେଇ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like