-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||     

HOME   ଜିଲ୍ଲା

ବୌଦ୍ଧ ମହୋତ୍ସବ  ଓ ପଲ୍ଲିଶ୍ରୀ ମେଳାର  ତୃତୀୟ ଦିବସ ର କାର୍ଯ୍ୟକ୍ରମ

04-Jan-2025



ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ  ମହୋତ୍ସବ, ପଲ୍ଲିଶ୍ରୀମେଳା ର ତୃତୀୟ ଦିନର  ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତୃତୀୟ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭlବେ ମାନ୍ୟବର ମନ୍ତ୍ରୀ, ସ୍ୱାସ୍ଥ୍ୟ ଏବଂ  ପରିବାର  କଲ୍ୟାଣ, ଇଲେକ୍ଟ୍ରୋ ନିକ୍ସ,ସୂଚନା, ପ୍ରଯୁକ୍ତି ବିଦ୍ୟା ଏବଂ ସଂସଦୀୟ  ବ୍ୟାପାର ବିଭାଗ, ଓଡିଶା ସରକାର ଡ଼. ମୁକେଶ ମହାଲିଙ୍ଗ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ମଧୁସୂଦନ ମିଶ୍ର, ମାନ୍ୟବର  ଖଣ୍ଡପଡ଼ା ବିଧାୟକ ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ୱାଇଁ,ସଭାପତି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ  ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ  ଥିଲେ l  ଜ଼ିଲ୍ଲା ପ୍ରାଣୀ ସମ୍ପଦ  ପ୍ରଶିକ୍ଷଣ ସଂଯୋଜିକା  ଡ଼. ସଂଘମିତ୍ରା  ପରମl ଣିକ ସ୍ୱାଗତ ଭାଷଣ   ପ୍ରଦାନ କରିଥିବା ବେଳେ ଡେପୁଟି କଲେକ୍ଟର  ତୃପ୍ତିମୟୀ  ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ l   ସାଂସ୍କୃତିକ  କଳା ପରିଷଦ, ବୌଦ୍ଧ  ର କଳାକାର  ମାନେ ସ୍ୱାଗତ ସଂଗୀତ  ପରିବେଷଣ  କରିଥିଲେ ।   କାର୍ଯ୍ୟକ୍ରମ କୁ  ସହକାରୀ  ନିବନ୍ଧକ, ସମବାୟ  ସମିତି  ସମୁହ, ବୌଦ୍ଧ ଶ୍ରୀଯୁକ୍ତ ହାଡିବନ୍ଧୁ ମହାକୁଡ଼ ଏବଂ ଶୋଭନା  ମିଶ୍ର ପରିଚାଳନା କରିଥିଲେ l  ସଭା  ପୂର୍ବର ସାଂସ୍କୃତିକ  କାର୍ଯ୍ୟକ୍ରମ କୁ  ସ୍ଥାନୀୟ କଳାକାର  ମାନେ   ପରିଚାଳନା କରିଥିଲେ l ସଭା କାର୍ଯ୍ୟ ପୂର୍ବରେ ହୋଇଥିବା ସାଂସ୍କୃତିକ କାର୍ଯ୍ଯକ୍ରମ ରେ ମା ଆଦିଶକ୍ତି ନଚନିଆ ସଂଘ,କମିରା, ଆର୍ଟିଷ୍ଟ ଆସୋସିଏସନ, ବୌଦ୍ଧ,  ମା ସରସ୍ବତୀ ଶିଶୁ  ବିଦ୍ୟା ମନ୍ଦିର, ବୌଦ୍ଧ, ପତର ସଉରା, ବଡ ବଙ୍କାପଡା, ଶ୍ରୀ ରାମ କାର୍ଟୁନ କମେଡି, ଡାଙ୍ଗପଡ଼ା, ବୌଦ୍ଧ ସାଂସ୍କୃତିକ କଳା ପରିଷଦ  ପରିବେଷଣ କରିଥିଲେ ଏବଂ ସଭା କାର୍ଯ୍ଯ ପରେ ଜିଲ୍ଲା ତଥା ଜିଲ୍ଲା ବାହାର ସାଂସ୍କୃତିକ ଦଳ ଯଥା ଜ୍ୟୋତି କଳା ପରିଷଦ, ଭୁବନେଶ୍ୱର  ଓଡିଶୀ,ସେଣ୍ଟ ଜାଭିଆର ପବ୍ଲିକ ସ୍କୁଲ ଆଦିବାସୀ ଦୁରବା ଡ୍ୟାନ୍ସ, ସୀତାରାମ କଲାନୁଷ୍ଠାନ  ରାଜସ୍ଥାନୀ ଫୋକ , ବିହୁ ନୃତ୍ୟ, ଆସାମ, ପଞ୍ଚଵାଦ୍ୟ ସାଂସ୍କୃତିକ ଅନୁଷ୍ଠାନ, ସମ୍ବଲପୁର, ଶାଶ୍ୱତ ତ୍ରିପାଠୀ, ସୋନପୁର, ମା ସରସ୍ବତୀ ଆଦିବାସୀ କରମା ନୃତ୍ୟ ପରିଷଦ, ବୁଢ଼ୀକୁଟୁଣୀ, ବଜାସାଲ ନୃତ୍ୟନୁଷ୍ଠାନ, ମଲମୁଣ୍ଡା, ବଲାଙ୍ଗୀର ଆଦି ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026

You Might Also Like