-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

୫ରେ ଗାନ୍ଧୀଷ୍ଟାଡିୟମରେ ସୁମନ୍ତମେମୋରିଆଲ ଭେଟେରାନ କ୍ରିକେଟ ମ୍ୟାଚ

04-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ଆସନ୍ତା ଜାନୁୟାରୀ ୫ତାରିଖରେ ବଲାଙ୍ଗୀର ଗାନ୍ଧୀଷ୍ଟାଡିୟମଠାରେ ପୂର୍ବତନ କ୍ରୀଡାସଂଗଠକ ସ୍ୱର୍ଗତ ସୁମନ୍ତ ଭୋଇଙ୍କ ସ୍ମୃତିରେ ଏକଦିବସୀୟ ଭେଟେରାନ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ସେଥିପାଇଁ ଆଜି ସ୍ଥାନୀୟ ଗାନ୍ଧୀଷ୍ଟାଡିୟମଠାରେ ଆୟୋଜକକମକଟି ପକ୍ଷରୁ ଏହାର ଜର୍ସି ଉଦଘାଟନ କାର୍ଯ୍ୟକ୍ରମ କରାଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆୟୋଜକ କମିଟି ପକ୍ଷରୁ ହରେଶ ଦାନୀ ମ୍ୟାଚବିଷୟରେ ସୂଚନା ଦେଇଥିଲେ । ଜର୍ସିକୁ କୃଷ୍ଣଚନ୍ଦ୍ର ଦାନୀଙ୍କ ସମେତ ପୂର୍ବତନ ରଂଜି ପ୍ଲେୟାର ସୂର୍ଯ୍ୟନାରାୟଣ ମିଶ୍ର, ଜିଲ୍ଲା କ୍ରୀଡାସଂସଦର ସଂପାଦକ ହରିନାରାୟଣ ପୂଜାହାରୀ,ଅରୁଣ ନାୟକ,ଶିବାନନ୍ଦ ବାଗ,ପୃଥ୍ୱୀରାଜ ମିଶ୍ର,ପ୍ରଦୀପ ମହାନ୍ତି, ମନୋଜ ଚିନ୍ଦା,ପ୍ରଦୀପ ମେହେଟା,ମାନଭଞ୍ଜନ ଯୋଷୀ, ମନୋରଂଜନ ଯୋଷୀ,ଚେତନାନନ୍ଦ ପଣ୍ଡା,ସ୍ୱର୍ଗତ ସୁମନ୍ତ ଭୋଇଙ୍କ ପୁତ୍ର ସିଦ୍ଧାର୍ଥର୍ ଭୋଇ,ଭାଗିରଥି ମହାକୁର,ଅମିତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଉଦଘାଟନ କରିଥିଲେ । ୫ ତାରିଖରେ ଦିନବେଳା ନବକିଶୋର କ୍ରୀକେଟଦଳ ଓ ବଲାଙ୍ଗୀର ଭେଟେରାନ କ୍ରୀକେଟଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ ଯେ,ସ୍ୱର୍ଗତ ସୁମନ୍ତ ଭୋଇ ବଲାଙ୍ଗୀରର ଜଣେ ଜଣାଶୁଣା କ୍ରୀକେଟସଂଗଠକ ଥିଲେ । ଆନେକ କ୍ରୀଡାବିଦଙ୍କୁ ସେ ପ୍ରୋତ୍ସାହିତ କରିଆସୁଥିଲେ। ଗତ ୨୦୨୧ ମସିହାରେ ତାଙ୍କର ଦେହାନ୍ତ ହୋଇଯାଇଥିଲା । ତେଣୁ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଚଳିତବର୍ଷଠାରୁ ଏକ ମେମୋରିଆଲ କ୍ରିକେଟ ମ୍ୟାଚ କରିବାକୁ ସ୍ଥିର କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like