-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କେବାଡ ଧନୁଯାତ୍ରାର ଦ୍ବିତୀୟ ଦିବସରେ କୃଷ୍ଣଜନ୍ମ, ବିଜୁଳି କନ୍ୟାର ଶୂନ୍ୟବାଣୀ 

05-Jan-2025



ବରପାଲି: ବରପାଲି ବ୍ଳକ୍ କେବାଡରେ ଅନୁଷ୍ଠିତ ୭ମ ଧନୁଯାତ୍ରା ମହୋତ୍ସବର ଦ୍ବିତୀୟ ଦିବସ ଉଦ୍‌ଘାଟିତ ହୋଇଯାଇଛି। ଆୟୋଜିତ ମହୋତ୍ସବରେ ମହାରାଜା କଂସର ଦୌରାତ୍ମ୍ୟ ବୃଦ୍ଧି ପାଇ ଦେବକୀର ଶଡ଼ପୁତ୍ରଙ୍କୁ ସେ ନିଧନ କରିଥିଲା। ପରେ ବିଜୁଳି କନ୍ୟାର ଶୂନ୍ୟବାଣୀ ଶୁଣି ବିବ୍ରତ ହେବାକୁ ଲାଗିଥିଲା।  କୃଷ୍ଣଜନ୍ମର ବାର୍ତ୍ତା ଶୁଣିଲା ପରେ ଭୟାତୁର ହେବା ସହ ରାକ୍ଷସି ପୁତନାକୁ ପ୍ରେରଣ କରିବା ବିଷୟ ଉପରେ କଳାକାରମାନେ ଜୀବନ୍ତ ଅଭିନୟ କରିଥିଲେ। ସେହିପରି ଗତକାଲି ଉଦଘାଟନୀ ଦିବସରେ ବସୁଦେବ ଓ ଦେବକୀଙ୍କ ବିବାହ, ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ, କ‍ଂସାସୁରର ରାଜ୍ୟ ଅଭିଷେକ ପ୍ରଭୁତି ବିଷୟମାନ ପଦର୍ଶିତ ହୋଇଥିଲା। ଏହି ଅବସରରେ ମୀନା ବଜାର ସହ  ପାରମ୍ପାରିକ ବାଜାଗାଜା ସହିତ ନାଚଗୀତ ସାଂସ୍କୃତିକ କାର୍ଯ୍ଯକ୍ରମ ମାନ ପ୍ରସ୍ତୁତ କରାଯାଇଥିଲା। ନିମନ୍ର୍ତିତ ଅତିଥିମାନେ ପୁରାତନ ସଂସ୍କୃତି ସହ ପରମ୍ପରାର ସମନ୍ବୟ ଏବଂ ଉତ୍ସବର ଆୟୋଜନ ତଥା ପ୍ରସ୍ତୁତିକୁ ନେଇ ମତପୋଷଣ କରିଥିଲେ। ଯାତ୍ରାରେ ଅଭିନୟ କରିଥିବା କଳାକାର ମାନଙ୍କ ମଧ୍ୟରେ ମହାରାଜ କଂସ ପ୍ରଫୁଲ୍ଲ ମେହେର, ଦ୍ରୁମିଳାଶୁର ଭାବରେ ଦେବେନ୍ଦ୍ର କନ୍ଧେର, ଉଗ୍ରସେନ ସୁବାଷ ବାଗ, ଇନ୍ଦୁମତୀ ସସ୍ମିତା ଦଳବେହେରା, ଅଜୟ ସାହୁ, ଦୁଃଖିଶ୍ୟାମ, ମଧୁ, କିରଣ, ରୋସନ ପ୍ରମୁଖ କଳାକାରମାନେ ଅଭିନୟ କରିଥିଲେ। ଚନ୍ଦ୍ରମଣି ଭୋଇଙ୍କ ଦ୍ବାରା ସଭାକାର୍ଯ୍ଯ ପରିଚାଳିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like