-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||     

HOME   ଜିଲ୍ଲା

ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ତୃତୀୟ ଦିବସ

05-Jan-2025



ବୌଦ୍ଧ/ହରଭଙ୍ଗା: ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ  ମହୋତ୍ସବ, ପଲ୍ଲିଶ୍ରୀମେଳା ର ତୃତୀୟ ଦିନର  ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତୃତୀୟ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭlବେ ମାନ୍ୟବର ମନ୍ତ୍ରୀ, ସ୍ୱାସ୍ଥ୍ୟ ଏବଂ  ପରିବାର  କଲ୍ୟାଣ, ଇଲେକ୍ଟ୍ରୋ ନିକ୍ସ, ସୂଚନା, ପ୍ରଯୁକ୍ତି ବିଦ୍ୟା ଏବଂ ସଂସଦୀୟ  ବ୍ୟାପାର ବିଭାଗ, ଓଡିଶା ସରକାର ଡ଼. ମୁକେଶ ମହାଲିଙ୍ଗ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ମଧୁସୂଦନ ମିଶ୍ର, ମାନ୍ୟବର  ଖଣ୍ଡପଡ଼ା ବିଧାୟକ ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ୱାଇଁ, ସଭାପତି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ  ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ  ଥିଲେ l  ଜ଼ିଲ୍ଲା ପ୍ରାଣୀ ସମ୍ପଦ  ପ୍ରଶିକ୍ଷଣ ସଂଯୋଜିକା  ଡ଼. ସଂଘମିତ୍ରା  ପରମlଣିକ ସ୍ୱାଗତ ଭାଷଣ   ପ୍ରଦାନ କରିଥିବା ବେଳେ ଡେପୁଟି କଲେକ୍ଟର  ତୃପ୍ତିମୟୀ  ଜେନା ଧନ୍ୟବାଦ ଜ୍ଞାପନ କରିଥିଲେ l   ସାଂସ୍କୃତିକ  କଳା ପରିଷଦ, ବୌଦ୍ଧ  ର କଳାକାର  ମାନେ ସ୍ୱାଗତ ସଂଗୀତ  ପରିବେଷଣ  କରିଥିଲେ । କାର୍ଯ୍ୟକ୍ରମକୁ ସହକାରୀ  ନିବନ୍ଧକ, ସମବାୟ ସମିତି  ସମୁହ, ବୌଦ୍ଧ ହାଡିବନ୍ଧୁ ମହାକୁଡ଼ ଏବଂ ଶୋଭନା  ମିଶ୍ର ପରିଚାଳନା କରିଥିଲେ l  ସଭା  ପୂର୍ବର ସାଂସ୍କୃତିକ  କାର୍ଯ୍ୟକ୍ରମ କୁ  ସ୍ଥାନୀୟ କଳାକାର  ମାନେ   ପରିଚାଳନା କରିଥିଲେ l ସଭା କାର୍ଯ୍ୟ ପୂର୍ବରେ ହୋଇଥିବା ସାଂସ୍କୃତିକ କାର୍ଯ୍ଯକ୍ରମ ରେ ମା ଆଦିଶକ୍ତି ନଚନିଆ ସଂଘ,କମିରା, ଆର୍ଟିଷ୍ଟ ଆସୋସିଏସନ, ବୌଦ୍ଧ,  ମା ସରସ୍ବତୀ ଶିଶୁ  ବିଦ୍ୟା ମନ୍ଦିର, ବୌଦ୍ଧ, ପତର ସଉରା, ବଡ ବଙ୍କାପଡା, ଶ୍ରୀ ରାମ କାର୍ଟୁନ କମେଡି, ଡାଙ୍ଗପଡ଼ା, ବୌଦ୍ଧ ସାଂସ୍କୃତିକ କଳା ପରିଷଦ  ପରିବେଷଣ କରିଥିଲେ ଏବଂ ସଭା କାର୍ଯ୍ଯ ପରେ ଜିଲ୍ଲା ତଥା ଜିଲ୍ଲା ବାହାର ସାଂସ୍କୃତିକ ଦଳ ଯଥା ଜ୍ୟୋତି କଳା ପରିଷଦ, ଭୁବନେଶ୍ୱର  ଓଡିଶୀ,ସେଣ୍ଟ ଜାଭିଆର ପବ୍ଲିକ ସ୍କୁଲ ଆଦିବାସୀ ଦୁରବା ଡ୍ୟାନ୍ସ, ସୀତାରାମ କଲାନୁଷ୍ଠାନ  ରାଜସ୍ଥାନୀ ଫୋକ , ବିହୁ ନୃତ୍ୟ, ଆସାମ, ପଞ୍ଚଵାଦ୍ୟ ସାଂସ୍କୃତିକ ଅନୁଷ୍ଠାନ, ସମ୍ବଲପୁର, ଶାଶ୍ୱତ ତ୍ରିପାଠୀ, ସୋନପୁର, ମା ସରସ୍ବତୀ ଆଦିବାସୀ କରମା ନୃତ୍ୟ ପରିଷଦ, ବୁଢ଼ୀକୁଟୁଣୀ, ବଜାସାଲ ନୃତ୍ୟନୁଷ୍ଠାନ, ମଲମୁଣ୍ଡା, ବଲାଙ୍ଗୀର ଆଦି ପରିବେଷଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026

You Might Also Like