-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମହତାବ ହାଇସ୍କୁଲ ୧୯୭୯ ବ୍ୟାଚର ବଂଧୁମିଳନ କାର୍ଯ୍ୟକ୍ରମ

05-Jan-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ମହତାବ ହାଇସ୍କୁଲ,ଡେଲାଙ୍ଗ ୧୯୭୯ ମସିହା ମ୍ଯାଟ୍ରିକ ବ୍ୟାଚର ସହପାଠୀ ମାନଙ୍କର ଏକ ପାରିବାରିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର ବରୁଣେଇ ପୀଠ ଠାରେ ଅନୁଷ୍ଠିତ ହୋଇଯାଇଛି। ସୁଦୀର୍ଘ ୪୫ବର୍ଷ ଅତିକ୍ରାନ୍ତ ହେବା ପରେ, ଜୀବନ  ଅପରାହ୍ନର ମଧ୍ୟ ଭାଗରେ ପାଦ ଥାପିଥିବା ବନ୍ଧୁ ମାନେ ପରସ୍ପରକୁ ଭେଟି ଭାବବିହ୍ବଳ ହୋଇପଡିଥିଲେ। ଅଧିକାଂଶ ବନ୍ଧୁ ଅବସର ଜୀବନ ବିତାଉଛନ୍ତି।ଅନେକ ଏବେ ଜିଲ୍ଲା କିମ୍ବା ରାଜ୍ୟ ବାହାରେ ରହୁଛନ୍ତି।ତଥାପି ବାଲ୍ୟ ବନ୍ଧୁ ମାନଙ୍କୁ ଭେଟିବା, ସେମାନଙ୍କର ପରିବାର ପରିଜନଙ୍କ ସହିତ ପରିଚିତ ହେବା, ପିଲାଦିନର   ସ୍ମୃତିକୁ ଉଖାରି ସେଥିରେ ହଜିଯିବା ଓ ମଜ୍ଜିଯିବାରେ ସମୟ ବିତିଯାଇଥିଲା। ଇତି ମଧ୍ୟରେ କେତକ ବନ୍ଧୁ ପରଲୋକ ଗମନ କରିଛନ୍ତି।କିଛି ବନ୍ଧୁଙ୍କର ଖୋଜଖବର ମିଳୁନାହିଁ।କେତେଜଣ ଅସୁସ୍ଥ ଅଛନ୍ତି।ଏବେ ବନ୍ଧୁ ପବିତ୍ର ପରିଡା ଇହଧାମରୁ ବିଦାୟୀ ବନ୍ଧୁଙ୍କ ପାଇଁ ନିରବ ପ୍ରାର୍ଥନା,ଅସୁସ୍ଥ ବନ୍ଧୁଙ୍କର ଆରୋଗ୍ୟ କାମନା ସମୟରେ ଅଧିକାଂଶ ଭାବବିହ୍ବଳ ହୋଇ ପଡିଥିଲେ।ନିୟମିତ ବ୍ୟବଧାନରେ ପରସ୍ପରକୁ ଭେଟିବାର ନିଷ୍ପତ୍ତି ନେବା ପରେ, ପ୍ରିୟ ଶିକ୍ଷାନୁଷ୍ଠାନ ମହତାବ ହାଇସ୍କୁଲର ଶୈକ୍ଷିକ ବାତାବରଣର ବିକାଶ ଓ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ସହାୟତା ପ୍ରଦାନ ପାଇଁ ୭୯ ବ୍ୟାଚ ପଦକ୍ଷେପ ନେବ ବୋଲି ସ୍ଥିର ହେଲା। ପରମାନନ୍ଦ ସାହୁ ସଭାପତିତ୍ୱରେ ଏହି ବନ୍ଧୁ ମିଳନରେ ପୂର୍ଣଚନ୍ଦ୍ର ମହାପାତ୍ର, ସୁବାଷ ଚନ୍ଦ୍ର ବଳବନ୍ତରାୟ, ପୂର୍ଣ୍ଣ ଚନ୍ଦ୍ର ବଳିୟାରସିଂହ, ବିପିନି ବିହାରୀ ନରେନ୍ଦ୍ର, ପ୍ରସନ୍ନ ରଥ, ନବ ସାହୁ, ଧୂଳିରାମ ସାହୁ , ଅନନ୍ତ ଚରଣ ସାହୁ ସମେତ ୫୦ରୁ ଉର୍ଦ୍ଧ୍ୱ ବନ୍ଧୁ ପରିବାର ବର୍ଗ ଏହି ମିଳନ ଉତ୍ସବରେ ସାମିଲ ହୋଇଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like