-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପୁଣ୍ୟତୋୟାର ନୂଆ ବର୍ଷ କବିତା ଆସର

05-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): କ୍ୟାଲେଣ୍ଡର ବଦଳିବା ସହ ବର୍ଷ ବଦଳେ । ବର୍ଷ ବଦଳିଲେ ଆମ୍ଭେ ସାଧାରଣତଃ ପହିଲା ତାରିଖକୁ ନୂଆ ବର୍ଷ ବୋଲି କହିଥାଉ । କିନ୍ତୁ ଜଣେ ସଫଳ ସ୍ରଷ୍ଟାର ସୃଷ୍ଟି କାଳଜୟୀ ହୋଇଥାଏ । ତାହା କ୍ୟାଲେଣ୍ଡର ବଦଳିବା ଭଳି ବଦଳେ ନାହିଁ ବୋଲି ବାଲିବିଲ ପଞ୍ଚାୟତର ଖେମେଶ୍ୱରସ୍ଥିତ ଶ୍ରୀଅରିବନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ପୁଣ୍ୟତୋୟାର ସାହିତ୍ୟ ସଂସଦର ନୂଆବର୍ଷ କବିତା ଆସରରେ ଯୋଗ ଦେଇ ଅତିଥିମାନେ ମତବ୍ୟକ୍ତ କରିଥିଲେ । ଶନିବାର ଅପରାହ୍ନରେ କବି ତଥା ଅବସରପ୍ରାପ୍ତ ଶିକ୍ଷକ ଗୁରୁଚରଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ପାଠୋତ୍ସବକୁ ଶିଶୁ ସାହିତ୍ୟିକ ଡକ୍ଟର ଅଜୟ କୁମାର ଜେନା ସଂଯୋଜନା କରିଥିଲେ । ସମ୍ପାଦିକା ସବିତା  ନାୟକ, ଶମ୍ବୁନାଥ ତ୍ରିପାଠୀ, ବରିଷ୍ଠ ଉପଦେଷ୍ଟା ମଦନମୋହନ ପତି, ମନମୋହନ ପାଢୀ, ନମିତା ଓଝା, ଜାନକୀ ବାରିକ, ଚିନ୍ମୟଦତ୍ତ ପାଢୀ, ଶୁଭଲକ୍ଷ୍ମୀ ରାୟ, କବିତା ବରାଳ ଏବଂ ଗୁରୁ ଚରଣ ମହାନ୍ତି ପ୍ରମୁଖ ନୂଆ ବର୍ଷ ଉପରେ ସ୍ୱରଚିତ କବିତା ପାଠ କରିଥିବାବେଳେ ପୁଣ୍ୟତୋୟାର ସମ୍ପାଦିକା ସବିତା ନାୟକ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like