-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଖେଳ

ଚାଚେରବେଙ୍ଗ କ୍ରିକେଟ କପ ।ବେଳପଡା ସେମିଫାଇନାଲ

11-Jan-2021



 ପାଟଣାଗଡ଼ (ଗୋରେଖନାଥ ବରିହା)ବେଳପଡା ବ୍ଲକ ନୂନହାଡ଼ ଗ୍ରା:ପ: ଅନ୍ତର୍ଗତ ଚାଚେରବେଙ୍ଗ ଠାରେ ଚାଚେରବେଙ୍ଗ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଚତୁର୍ଥ ଦିବସୀୟ କ୍ରିକେଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମୁଦାୟ ୧୬ଟି ଦଳ ଅଂଶଗ୍ରହଣ କରିଛନ୍ତି  । ଆଜି ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ବନମାଳୀ ନାଏକ ,ଯୁବ ସଭାପତି କୋଶଲ ରାଜ୍ୟ ସଂମନ୍ଵୟ ସମିତି ,ସମ୍ମାନିତ ଅତିଥି ଶ୍ରୀ ଗିରିଧାରୀ ଭୋଇ, ଯୁବ ସଭାପତି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ,ଶ୍ରୀ ଦିନେଶ କୁମାର ଦୀପ ପଞ୍ଚାୟତ ନିର୍ବାହୀ ଅଧିକାରୀ ନୂନହାଡ଼ ଗ୍ରା:ପ: ,ଶ୍ରୀ ସନ୍ୟାସୀ ନାଏକ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଆଜିର ଲିଗ ମ୍ୟାଚ ରେ ବେଳପଡା ବିପକ୍ଷରେ ଭରୁଆପାଲି ମ୍ୟାଚ ଖେଳି ବେଳପଡା ଦଳ ବିଜୟୀ ହୋଇଥିଲେ । ସେହିପରି ଚାଚେରବେଙ୍ଗ ବିପକ୍ଷରେ ଫୁଲକାନି ଦଳ ମ୍ୟାଚ ଖେଳି ଚାଚେରବେଙ୍ଗ ବିଜୟୀ ହୋଇଥିଲେ । ପରବର୍ତ୍ତୀ କ୍ୱାଟର ମ୍ୟାଚ ରେ ବେଳପଡା ବିପକ୍ଷରେ ଚାଚେରବେଙ୍ଗ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇ ବେଳପଡା  ଦଳ ବିଜୟୀ ହୋଇ ଆସନ୍ତା କାଲି ସେମି ଫାଇନାଲ କୁ ପ୍ରବେଶ କରିଛନ୍ତି । ଆଜିର ଖେଳକୁ ରାଜ୍ୟ ପୁରସ୍କାର ପ୍ରାପ୍ତ ଅମ୍ପାୟାର ଦିଲୀପ କୁମାର ଯାଦବ ଓ କିଶୋର ସୁନା ପରିଚାଳନା କରିଥିବାବେଳେ ସ୍କୋରର ଭାବେ ବୈକୁଣ୍ଠ ନାଗ ଦାୟିତ୍ୱ ତୁଲାଇଥିଲେ ଓ  ମନୋଜ ମେହେର ଓ ବଳଭଦ୍ର ତାଣ୍ଡି ଧାରବିବାରଣୀ ପ୍ରଦାନ କରିଥିଲେ । କମିଟିର ସଭାପତି ପ୍ରକାଶ ନାଏକ ,ଉପସଭାପତି କାଁନ୍ହୁ ପୁଟେଲ ,ମେନେଜର ଜ୍ଞାନେଦ୍ର ସାହୁ ସହ ଆଜାଦ ସାହୁ, ବାବୁଲୁ ସାହୁ, ବିରେନ କାଳସାଏ, ବିନୋଦ ଠେଟୁଆଲ, ମଣ୍ଟୁ ପୁଟେଲ ,ଆଲୋକ ସାହୁ, ସନାତନ ଠେଟୁଆଲ, ଦୀପକ ମଳିକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଖେଳପଡ଼ିଆ ର ଚତୁର୍ପାର୍ଶ୍ଵ ରେ ହଜାର ସଂଖ୍ୟାରେ ଦର୍ଶକ ଯୋଗଦେଇ ଖେଳାଳି ମାନଙ୍କୁ କରତାଲି ଦେଇ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like