-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ପୁର୍ବତନ ସରପଞ୍ଚ ହତ୍ୟା ମାମଲାରେ ଅଭିଯୁକ୍ତ ସମସ୍ତେ ଖଲାସ

05-Jan-2025



ଗଞ୍ଜାମ(କୈଳାଶ ଚନ୍ଦ୍ର ଚୌଧୁରୀ): ୨୦୨୨ ମସିହାରେ ବ୍ରହ୍ମପୁର ସଦର ଥାନା ଅର୍ନ୍ତଗତ ରେଗିଡି ଛକରେ ହୋଇଥିବା ଏକ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ସମସ୍ତଙ୍କୁ ମାନ୍ୟବର ଜିଲ୍ଲା ଅତିରିକ୍ତ ଦୌରାଜଜ୍ ଶ୍ରୀମତୀ ଇନ୍ଦୁ ଶର୍ମା ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ଘଟଣାରୁ ପ୍ରକାଶ ଯେ ପୁରୁଷୋତ୍ତମପୁର ବ୍ଳକ ଅନ୍ତର୍ଗତ ରାମସା ନାରାୟଣ ପୁର ଗ୍ରାମ ପଞ୍ଚାୟତର ପୁର୍ଣ୍ଣଚନ୍ଦ୍ର ନାହାକ ଅଦାଲତ ରେ ସାକ୍ଷ୍ୟ କାର୍ଯ୍ୟକ୍ରମ ରେ ବ୍ରହ୍ମପୁର ଆସୁଥିବା ବେଳେ ରେଗିଡି ଛକ ବିଚ୍ ରାସ୍ତାରେ କିଛି ଲୋକ ମାରଣାନ୍ତକ ଆକ୍ରମଣ କରି ତାକୁ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ବ୍ରହ୍ମପୁର ସଦର ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଘର ଲୋକଙ୍କୁ ଖବର ଦେଇ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ନିହତ ପୁର୍ଣ୍ଣ ର ପତ୍ନୀ ଠାରୁ ଅଭିଯୋଗ ଗ୍ରହଣ କରି ତତ୍କାଳୀନ ଏସ୍ ଡି ପି ଓ ଶିବଶଙ୍କର ମହାପାତ୍ରଙ୍କ ଦ୍ଵାରା ତଦନ୍ତ ସ୍ବରୂପ ମାମଲା ରୁଜୁ ହୋଇଥିଲା। ଏହି ହତ୍ୟାକାଣ୍ଡ ଘଟଣାକୁ ମାନ୍ୟବର ଜିଲ୍ଲା ଅତିରିକ୍ତ ଦୌରାଜଜ୍ ଅଦାଲତରେ ବିଚାରଣା ମୋଟ ୨୫ ଜଣଙ୍କ ସାକ୍ଷ ଗ୍ରହଣ କରି ପ୍ରମାଣ ଅଭାବରୁ ମାମଲାରେ ଅଭିଯୁକ୍ତ ରାମ ବେହେରା, ଅନନ୍ତ ବେହେରା, ସାଗର ବେହେରା, କୃଷ୍ଣ ବେହେରା, ଅର୍ଜୁନ ବେହେରା, ସନ୍ତୋଷ ପାଢ଼ୀ,ରୁଦ୍ର ପାଢ଼ୀ ଓ ଶମ୍ଭୁ ସେଠୀ ପ୍ରମୁଖ ୮ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ ଆଦେଶ ଶୁଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like