-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଧରଣୀମାଳ ଉଚ୍ଚ ବିଦ୍ୟାଳୟର ୨୦୦୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଅନୁଷ୍ଠିତ।

05-Jan-2025



ବୋଡେ଼ନ (ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ଧରଣୀମାଲ ଉଚ୍ଚ ବିଦ୍ୟାଳୟର ୨୦୦୮ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଖଡ଼ିଆଳ ନିକଟ ତିଖାଲି ଡ୍ୟାମ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ୨୦୦୮ ବ୍ୟାଚର ପ୍ରାୟ ୨୯ ଜଣରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ସମସ୍ତେ ଏକ ଜୁଟ ହେବା ପରେ ପରସ୍ପର ମଧ୍ୟରେ ପରିଚୟ ସହ ଭାବର ଆଦାନ ପ୍ରଦାନ ହୋଇଥିଲା। ପରେ ଛାତ୍ର ଜୀବନର ଅଭୁଲା ସ୍ମୃତି ସବୁ ମନେପକାଇ ପରସ୍ପର ମଧ୍ୟରେ ଖୁସି ଜାହିର କରିଥିଲେ। ଏହି ବନ୍ଧୁ ମିଳନ ଦୀର୍ଘ ୧୭ ବର୍ଷପରେ ଅନୁଷ୍ଠିତ ହୋଇଥିବା ବେଳେ ପରସ୍ପର ମଧ୍ୟରେ ବହୁ ଆନନ୍ଦ ଅନୁଭବ ହୋଇଥିବା ଜଣାପଡିଛି। ଏଭଳି ବନ୍ଧୁ ମିଳନ ଆଗାମୀ ପ୍ରତିବର୍ଷ ଆୟୋଜନ କରାଯିବ ବୋଲି ପରସ୍ପର ମଧ୍ୟରେ ନିଷ୍ପତ୍ତି ନିଆଯାଇଛି। ଏହି ବନ୍ଧୁ ମିଳନ ଦ୍ୱାରା ପରସ୍ପର ମଧ୍ୟରେ ସମ୍ପର୍କ ନିବିଡ଼ ହେବା ସହ ଦୁଃଖସୁଖରେ ସମସ୍ତେ ସାମିଲ ହୋଇପାରିବା ନେଇ ବିଶେଷ ଆଲୋଚନା କରିଥିଲେ। ଏହା ଦ୍ୱାରା ବ୍ୟକ୍ତିଗତ ସମ୍ପର୍କ ବୃଦ୍ଧି ହେବା ସହ ପାରିବାରିକ ସମ୍ପର୍କ ମଧ୍ୟ ଦୃଢ଼ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଏହି ଅବସରରେ ସମସ୍ତଙ୍କ ପାଇଁ ଭୋଜିଭାତର ଆୟୋଜନ କରାଯାଇଥିଲା। ପରେ ତିଖାଲି ସ୍ଥିତ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବା ସହିତ ନାଚଗୀତ କରି  ଆନନ୍ଦ ଉପଭୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ଆୟୋଜନରେ ଦିଗାମ୍ବର, ଅମିତ, ସୁମିତ, ଘନଶ୍ୟାମ, ଦୁର୍ଯ୍ୟୋଧନ, ହିମାଂଶୁ, ଦେବେନ୍ଦ୍ର, ଟିକେଲାଲ, ପୂର୍ଣଚନ୍ଦ୍ର, ହରିଶ୍ଚନ୍ଦ୍ର, ଭୁବନେ, ଗଗନ, ଶେଷଦେବ, ହେରାମ୍ବ, ବିଶ୍ୱରଂଜନ, ଦୂଷିଲା, କୁନ୍ତୀ, ସସ୍ମିତା, ଲଷ୍ମୀପ୍ରିୟା, ନୀଲେନ୍ଦ୍ରି, ଦେବାଂଗିନୀ, ଜାନକୀ, ବୈଜୟନ୍ତୀ, ରୌମ୍ୟ ରଞ୍ଜନ,ରୋମାଞ୍ଚଳ, କୃ ତଜ୍ଞ, ରାଜେଶ,ଜରାସନ, ଧରମ, ଜଗଦିଶ, ରଶ୍ମିତା, ଆଶୁତୋଷ,ପ୍ରମୁଖ  ନେତୃତ୍ୱ ନେଇଥିଲ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like