-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିଶ୍ଵକର୍ମା ସମାଜର ଗଞ୍ଜାମ ଜିଲ୍ଲାସ୍ତରୀୟ ସାଧାରଣ ବୈଠକ

05-Jan-2025



ପୁରୁଷୋତ୍ତମପୁର(ଶୁଭଙ୍କର ଦାସ)- ଜିଲ୍ଲାସ୍ତରୀୟ ବିଶ୍ଵକର୍ମା ସମାଜର ବାର୍ଷିକ ସଧାରଣ ଅଧିବେଶନ  ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଟିତ ହୋଇଯାଇଛି । ପୂର୍ବଖଣ୍ଡ ତାଳୁକା ରାଜଶ୍ରୀ କୃଷ୍ଣ ମହାରଣାଙ୍କ ସଂଯୋଜନାରେ ଆୟୋଜିତ ଅଧିବେଶନରେ ଜିଲ୍ଲା ସଭାପତି ଅଜୟ ମହାରଣା ମୁଖ୍ୟ ଅତିଥି ଭାବେ  ଯୋଗଦେଇଥିବା ବେଳେ ଜିଲ୍ଲା ସମ୍ପାଦକ ସୂର୍ଯ୍ୟ ନାରାୟଣ ମହାରଣା , ସଂଘଠକ ସମ୍ପାଦକ ଶୁଶାନ୍ତ ମହାରଣା, ଉପସଭାପତି ଗୌରାଙ୍ଗ ମହାରଣା, ଅନ୍ୟତମ ଉପସଭାପତି ନୀଳାଞ୍ଚଳ ମହାରଣା, କୋଷାଧ୍ୟକ୍ଷ ଚନ୍ଦ୍ର ଶେଖର ମହାରଣା, ପୁର୍ବଖଣ୍ଡ ତାଳୁକା ଅନ୍ୟତମ ଦୁଇ ଜଣ ରାଜଶ୍ରୀ କୃଷ୍ଣ ଚନ୍ଦ୍ର ମହାରଣା ଓ ତ୍ରିନାଥ ମହାରଣା, ସମ୍ପାଦକ ପ୍ରମୋଦ ମହାରଣା, ଉପସଭାପତି ସନ୍ୟାସୀ ମହାରଣା, ସହ ସମ୍ପାଦକ ପ୍ରଦୀପ ମହାରଣା, କୋଷାଧ୍ୟକ୍ଷ ପ୍ରମୋଦ ମହାରଣା ଅତିଥି ଭାବେ ଯୋଗ ଦେଇ ଉପସ୍ଥିତି ଥିବା କୁଳ ସମାଜବର୍ଗ ଙ୍କୁ ସମ୍ବୋଧନ କରି ଉତ୍ସାହିତ କରିଥିଲେ। ସମାଜକୁ ସୁସଂଗଠିତ କରିବା, ତାଳୁକା ତାଳୁକା ଭିତରେ ସମନୂୟ ରକ୍ଷା କରି ଭାଇଚାରା ସୃଷ୍ଟି କରିବା, କୂଳ ସମାଜର ଲୋକଙ୍କ ସ୍ଵାସ୍ଥ୍ୟ, ଶିକ୍ଷା ଓ ଆର୍ଥିକ ସ୍ଥିତି କିଭଳି ବୃଦ୍ଧି ପାଇବ ମାର୍ଗ ଦେଖାଇ ଆଗକୁ ବଢ଼ାଇବା, କୂଳ ସମାଜ ସରକାରଙ୍କ ଠାରେ ପଞ୍ଜିକରଣ ହୋଇପରିଥିବା ନେ଼ଇ ଆଲୋକ ପାତ କରାଇଥିଲେ । ଜିଲ୍ଲାର ସମସ୍ତ ତାଳୁକା ରାଜଶ୍ରୀ, ସଭାପତି, ସମ୍ପାଦକ, ସଂଗଠନ କର୍ମ କର୍ତ୍ତା ମାନେ ଯୋଗ ଦେଇ ସାଙ୍ଗଠନିକ ଉପରେ ବିଭିନ୍ନ ଦିଗ ଉପରେ ଆଲୋଚନା କରି କୁଳ ସମାଜକୁ ଶ୍ରୁଖଳୀତ ପାଇଁ ବିଭିନ୍ନ ପ୍ରସ୍ତାବ  ଦେଇଥିଲେ। ଏହି ଅଧିବେଶନ କୁ ସଫଳ କରାଇବା ପାଇଁ କେଶବ ମହାରଣା, ମାଧବ ମହାରଣା, ଉଦୀୟ ମହାରଣା , କୋକ ମହାରଣା ଲକ୍ଷ୍ମୀ ମହାରଣା, ରାଜେନ୍ଦ୍ର ମହାରଣା ଙ୍କ ସହ ପୂର୍ବଖଣ୍ଡ ତାଲୁକା ର ବହୁ ସମାଜ ପ୍ରେମୀ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ତାଲୁକା ସମ୍ପାଦକ ଅତିଥି ମାନଙ୍କୁ ଧନ୍ୟବାଦ ଦେଇ ସଭା ସଂଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like