-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ହାଡ଼ିପାଲି ହାଇ ସ୍କୁଲ୍ ସୁବର୍ଣ୍ଣ ଜୟନ୍ତୀ ଉଦଯାପିତ, ଗୁରୁଙ୍କ ଦଣ୍ତକୁ ଅପମାନ ନ ଭାବି ଆଶୀର୍ବାଦ ଭାବିବାକୁ ମନ୍ତ୍ରୀଙ୍କ ଆହ୍ବାନ

05-Jan-2025



କୁଚିଣ୍ଡା(ସିଲୁ ସୁନାନୀ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡର ହାଡ଼ିପାଳିସ୍ଥିତ ଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆଜି ଉଦଯାପିତ ହୋଇ ଯାଇଛି । ଏଥିରେ ଏହି ଶିକ୍ଷା ନୁଷ୍ଠାନର ପୁରାତନ ଛାତ୍ର ତଥା ରାଜ୍ୟର ପଞ୍ଚାୟତ ରାଜ,ଗ୍ରାମ୍ୟ ଉନ୍ନୟନ ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାଏକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ତାଙ୍କ ସମୟରେ ଗୁରୁ ମାନଙ୍କ ସ୍ନେହ ପୂର୍ଣ୍ଣ ଦଣ୍ଡ ବ୍ୟବସ୍ଥା କୁ ସୂଚନା ଦେଇ ଗୁରୁ ଙ୍କ ଦଣ୍ଡ ବ୍ୟବସ୍ଥାକୁ ଅପମାନ ନ ଭାବି

ଆଶୀର୍ବାଦ ଭାବେ ଗ୍ରହଣ କରିବାକୁ ଆହ୍ବାନ ଦେଇଛନ୍ତି ।ସେ ସ୍କୁଲ ର ଉନ୍ନତି ପାଇଁ ଏକ ଛାତ୍ର ବାସ ନିର୍ମାଣ ପାଇଁ 50 ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରି ଆଲୁମିନି ର ସଦସ୍ୟ ଏକ ଖୋଲା ପଡିଆ ଯୋଗଦେଲେ ଏଥି ପାଇଁ ମଧ୍ୟ 25ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।ସେ ଏହି ଉତ୍ସବରେ ଅବସର ପ୍ରାପ୍ତ ଅଧ୍ୟକ୍ଷ ତଥା ସ୍କୁଲ ର ପୂର୍ବତନ ପରିଚାଳନା କମିଟି ସଭ୍ୟ ସୁବାସ ନାୟକ ଙ୍କୁ ଶ୍ରେଷ୍ଠ ବ୍ୟକ୍ତିତ୍ଵ ସମ୍ମାନ ଓ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦନ ସିଂହ ନାୟକ ଙ୍କୁ ଆଦର୍ଶ ଗୁରୁ ସମ୍ମାନ ଭାବରେ ମାନ ପତ୍ର ଓ ଉପ ଧୌକାନ ଦେଇ ମନ୍ତ୍ରୀ ଶ୍ରୀ ନାଏକ ସମ୍ମାନିତ କରିଥିଲେ ।ସୁବର୍ଣ୍ଣ ଜୟନ୍ତୀ

କମିଟି ପକ୍ଷରୁ ମନ୍ତ୍ରୀ ମହୋଦୟଙ୍କୁ ପୁରାତନ ଛାତ୍ର ରତ୍ନ ଭାବରେ ମଧ୍ୟ ସମ୍ମାନିତ କରାଯାଇଥିଲା। ଏହି ଉଦଯାପନ ଉତ୍ସବରେ  ସ୍କୁଲର ସ୍ମରଣିକା ଦର୍ପଣକୁ ମଧ୍ୟ ଅତିଥି ଗଣ ଉନ୍ମୋଚନ କରିଥିଲେ ।ଏହି ଅଧିବେଶନରେ ଉପ ଜିଲ୍ଲାପାଳ ଡ଼. ଗୌରବମୟ ପଧାନ ସମ୍ମାନିତ ଅତିଥି ଓ  ସାଧୁ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରୀ ମୁଖ୍ୟବକ୍ତା ଭାବରେ ଯୋଗ ଦେଇ ଭାରତୀୟ ସଂସ୍କୃତି ଉପରେ ଆଲୋଚନା କରିଥିଲେ ।ଏଥିରେ ଚନ୍ଦନ ସିଂ ନାୟକ ସଭାପତିତ୍ବ କରିଥିଲେ । ପୂର୍ବାହ୍ନରେ ଆୟୋଜିତ ଅଧିବେଶନରେ ଜିଲ୍ଲା ଶିକ୍ଷା ଧିକରି ମୀନାରାଣୀ ମଙ୍ଗଳ ମୁଖ୍ୟ ଅତିଥି ,ଝାରସୁଗୁଡ଼ା ର ପି ଏ ,ଆଇ ଟି ଡି ଏ ପଟେଲ ଓ ଅବସର ପ୍ରାପ୍ତ କଲେଜ୍ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ନାୟକ , ଏ ବି ଇ ଓ  ଲକ୍ଷ୍ମଣ ଦେହୁରୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବିଭିନ୍ନ କୃତୀ ପୁରାତନ ଛାତ୍ରଛାତ୍ରୀଙ୍କୁ ମାନ ପତ୍ର ଓ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ ।କାର୍ଯ୍ୟକ୍ରମକୁ  ଶିକ୍ଷକ ଗୋପାଳ ନାଥ ପରିଚାଲନା କରିଥିଲେ ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like