-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବନବିହାର କାର୍ଯ୍ୟକ୍ରମ

05-Jan-2025



ପଦ୍ମପୁର (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ବନବିହାର କାର୍ଯ୍ୟକ୍ରମ ଆଜି ସ୍ଥାନୀୟ ଭଗତପୁର ସ୍ଥିତ ଭୋଇ ସାଗର ଡ଼୍ୟାମ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଲସଦା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ପଙ୍କଜ ସାହୁ ଯୋଗଦେଇ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ପଲସଦା ସମବାୟ ସମିତି ସମ୍ପାଦକ ଶ୍ରୀଯୁକ୍ତ ହେମନ୍ତ ସାହୁ , ଶିକ୍ଷକ ଶ୍ରୀଯୁକ୍ତ ଶାନ୍ତନୁ ସାହୁ, ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି, ସଂକୁଳ ପ୍ରମୁଖ ଶ୍ରୀଯୁକ୍ତ ଦ୍ଵାଦଶ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରି ବନବିହାର ର ବିଶେଷତା ଉପରେ ଆଲୋକପାତ କରିଥିଲେ। ପରେପରେ ଶିଶୁ ଭାଇଭଉଣୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭୋଜି ଭାତ ର ଆସର ପରେ ନିକଟସ୍ଥ ସାଗର କୁ ଭ୍ରମଣ ରେ ନିଆଁ ଯାଇଥିଲା । ମାତୃଭାରତୀ ସଭ୍ୟା, ପରିଚାଳନା କମିଟି ର ସଦସ୍ୟ ବୃନ୍ଦ, ପୂର୍ବ ଛାତ୍ର ପରିଷଦ ଓ  ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like