-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ମୁଁ ଓଡ଼ିଆ ମୋ ଭାଷା ଓଡ଼ିଆ  ସାହିତ୍ୟ ସଂସଦ  ଦ୍ଵାରା ଅତାବିରା ର ଦୁଇଜଣ ପ୍ରତିଭା ସମ୍ବର୍ଦ୍ଧିତ

05-Jan-2025



ଅତାବିରା(ଆକାଶ ମିଶ୍ର): ଭୁବନେଶ୍ୱର ସ୍ଥିତ ବହାଇ ଭବନ,ୟୁନିଟ-୮ ରେ " ମୁଁ ଓଡ଼ିଆ  ମୋ ଭାଷା ଓଡ଼ିଆ ସାହିତ୍ୟ  ସଂସଦ, ଭଦ୍ରକ ପକ୍ଷରୁ ଆୟୋଜିତ  ପ୍ରଥମ ବାର୍ଷିକ ରାଜ୍ୟସ୍ତରୀୟ ସାରସ୍ଵତ ସମାରୋହ  ପକ୍ଷରୁ ବରଗଡ ଜିଲ୍ଲା  ଅତାବିରା ବ୍ଲକ୍  ପଞ୍ଚାୟତ ଉଚ୍ଚବିଦ୍ୟାଳୟ , ଟୋପ ର ବିଜ୍ଞାନ ଶିକ୍ଷୟତ୍ରୀ , କବୟିତ୍ରୀ ଅନୁସୂୟା ଦେବତା ଓ ଆଇନଜୀବୀ ତଥା କବି ଦିବ୍ୟ କିଶୋର ମିଶ୍ରଙ୍କୁ  ସାରସ୍ଵତ ସମ୍ମାନରେ  ସମ୍ବର୍ଦ୍ଧିତ  କରାଯାଇଛି।  ଏହି   ସମାରୋହର ପ୍ରଥମ ପର୍ଯ୍ୟାୟ ରେ  ସଂସଦ ର  ଉପଦେଷ୍ଟା ,ଭଞ୍ଜ ସାହିତ୍ୟ ଗବେଷକ , ବନିପୁତ୍ର କୁଳମଣି  ବାରିକ ଙ୍କ ପୌରୋହିତ୍ୟ ତଥା କବୟିତ୍ରୀ ଅନୁସୂୟା ଦେବତା ଓ ସ୍ନେହ ମିଶ୍ରଙ୍କ ସଂଯୋଜନା କ୍ରମେ କବିତା ପାଠ ସମାରୋହ ଅନୁଷ୍ଠିତ ହୋଇଥିଲା । ଏହାର ଦ୍ଵିତୀୟ ପର୍ଯ୍ୟାୟରେ ଆଲୋଚନାଚକ୍ର, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା  କାର୍ଯ୍ୟକ୍ରମ ହୋଇଥିଲା ।ସଂସଦର ପ୍ରତିଷ୍ଠାତା ସମ୍ପାଦକ ପ୍ରହଲ୍ଲାଦ ସାହୁଙ୍କ ସଭାପତିତ୍ବରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ  ନୋଡାଲ ଅଫିସର ,ବିଦ୍ୟାଳୟ  ଓ ଗଣ

ଶିକ୍ଷା ବିଭାଗ ଓଡ଼ିଶା ସରକାର ଡଃ  ସୂର୍ଯ୍ୟ ପ୍ରକାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ  ବିଶିଷ୍ଟ ଓଡ଼ିଆ ଓ ଇଂରାଜୀ କବି ତଥା ପଲ୍ଲୀ କବି ନନ୍ଦକିଶୋର  ବଳଙ୍କ ପୌତ୍ର  ଇଞ୍ଜିନିୟର ସୁଶାନ୍ତ କିଶୋର ବଳ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ ।ଶିକ୍ଷକ ତଥା ଶିଶୁ ସାହିତ୍ୟିକ ଦେବୀପ୍ରସାଦ ନାଏକ ମଞ୍ଚ ପରିଚାଳନା କରିଥିଲେ । ଏହି ସମାରୋହରେ  ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ  ଶତାଧିକ କବି ଓ କବୟିତ୍ରୀ  ଏଥିରେ ଉପସ୍ଥିତ ରହି କବିତା ପାଠ କରିଥିଲେ। ବିଶିଷ୍ଟ କବି ଓ ଗାଳ୍ପିକ  ତଥା ସମାଜସେବୀ ଜୟରାମ ସାହୁ  ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି ଅବସରରେ ସଂସଦର ବାର୍ଷିକ ପତ୍ରିକା ଉନ୍ମୋଚନ ହୋଇଥିଲା ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like