-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ପକ୍ଷୀ ଦିବସରେ ପରିବେଶ ପ୍ରେମୀ ଚିନ୍ତା ସହରର ଜଳାଶୟମାନଙ୍କୁ ଏ ବର୍ଷ ବିଦେଶୀ ପକ୍ଷୀ ଆସିଲେଣି

05-Jan-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହରର ମଧ୍ୟରେ କରଙ୍ଗାକଟା, ନରସିଂ ବନ୍ଧ ଓ ମାରୱାଡି ବନ୍ଧ ସମେତ ୧୭ ଗୋଟି ଜଳାଶୟ କୁ ପକ୍ଷୀ ଆଗମନ ନେଇ ପରିବେଶ ପ୍ରେମୀ ସହରର କରଙ୍ଗାକଟା ଠାରେ ବିଶ୍ୱ ପକ୍ଷୀ ଦିବସ ପାଳିତ କରାଯାଇଛି । ଏହି ଅବସରରେ ଲୋକଙ୍କୁ ସଚେତନ କରିବା ପାଇଁ ଭାରତୀୟ ସଂସ୍କୃତିରେ ଜନବସତି ରେ ପକ୍ଷୀ ସ୍ଥାନ ସ୍ୱତନ୍ତ୍ରତା ରହିଥିବା ବେଳେ ଦେବ ପୁରାଣ ଠାରୁ ଆରମ୍ଭ କରି ଆଧୁନିକତା ସାହିତ୍ୟରେ ସବୁଠି ପକ୍ଷୀ ସମ୍ପର୍କରେ ବର୍ଣ୍ଣନା କରାଯାଇଛି । ପରିତାପର ବିଷୟ ସାରା ବିଶ୍ୱରେ ପକ୍ଷୀମାନଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହାର କାରଣ କଣ ହୋଇପାରେ ବିଭିନ୍ନ ପ୍ରକାରରେ ଆଲୋଚନା, ପର୍ଯ୍ୟାଲୋଚନା ରୁ ଜଣାଯାଏ ଯେ ଅତ୍ୟଧିକ ରାସାୟନିକ ସାର, ବିଷ, ଜାତୀୟ ପଦାର୍ଥର ବ୍ୟବହାର ବହୁ ମାତ୍ରାରେ ବଢିଯାଇଥିବାରୁ ଏବଂ ପରିବେଶର ଅସନ୍ତୁଳନ ବି ଏକ ମୁଖ୍ୟ କାରଣ ବୋଲି ପରିବେଶବିଦ୍ ମତବ୍ୟକ୍ତ କରିଥିଲେ ।  ଏ ବର୍ଷ ଜାନୁୟାରୀ ୫ରୁ ବିଶ୍ୱ ପକ୍ଷୀ ଦିବସ ପାଳନ କରାଯାଇଥିବା ବେଳେ ଏ ବିଷୟରେ କୌଣସି ସ୍ଥାନରେ ପକ୍ଷୀ ଦେଖିବାକୁ ମିଳୁନି । ତେବେ କେତେକ ପକ୍ଷୀମାନଙ୍କ ଆଗମନ ରେ ଆମେ ପାଣିପାଗ ବିଷୟରେ ସୁଚନା ପାଉଥିଲୁ କିନ୍ତୁ କମ୍ପ୍ୟୁଟର ଏବଂ ମୋବାଇଲ ବ୍ୟବହାର ଟି ମଣିଷକୁ ଅନେକ ପକ୍ଷୀମାନଙ୍କ ଛବି ଭୁଲେଇ ଦେଲାଣି । ଏଥିରେ ପ୍ରକୃତି ବନ୍ଧୁ ପ୍ରଶାନ୍ତ ମହାକୁରଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜଙ୍ଗଲ ପରିବେଶ ସୁରକ୍ଷା କମିଟି ସଭାପତି କୂଳମଣି ସାହୁ , ମନୋରଂଜନ ପୁରୋହିତ, ନରେନ୍ଦ୍ର କବାଟ, ଜୟକୃଷ୍ଣ ମିଶ୍ର,  ଶମ୍ଭୁ ପ୍ରସାଦ ଶତପଥି, ରିଣ୍ଟ ସାହୁ, ଅରୁଣ କୁମାର ମିଶ୍ର, ବିଭୁ କଲ୍ୟାଣ ଗଡତ୍ୟା, ମହେନ୍ଦ୍ର ପ୍ରଧାନ ପକ୍ଷୀମାନଙ୍କ ଉଦ୍ଦେଶ୍ୟରେ ସଚେତନା ବାର୍ତ୍ତା ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like