-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଅପରାଧ

ମୁରିବାହାଲ - ଜମି ପଟା କରାଇ ଦେବାକୁ ୨୮୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡରେ କିରାଣୀ

11-Jan-2021



ବଲାଙ୍ଗୀର, ମୁରିବାହାଲ, (ପ୍ରେରଣା ଖବର ବ୍ୟୁରୋ) : ଜମି ପଟା କରାଇ ଦେବାକୁ୨୮୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଜଣେ କିରାଣୀ ଧରାପଡ଼ିବା ଘଟଣା ବଲାଙ୍ଗୀର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଦେଇଛି।
ମିଳିଥିବା ସୂଚନା ଅନୁଯାୟୀ, ମୁରିବାହାଲ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଅସିତ କୁମାର ଯୋଶୀଙ୍କୁ ଜମି ପଟା  କରାଇ ଦେବାକୁ୨୮୦୦ ଟଙ୍କା ଲାଞ୍ଚ ନେବା ମାଗିବା ଏବଂ ଗ୍ରହଣ କରିବା ଅଭିଯୋଗରେ ଆଜି ଭିଜିଲାନ୍ସ ଗିରଫ କରିଛନ୍ତି। ଅସିତ କୁମାର ଯୋଶୀ ମୁରିବାହାଲ ଥାନା ଅନ୍ତର୍ଗତ ଲିମାପଡ଼ା ଗାଁର ଥବୀର ସାହୁଙ୍କଠାରୁ ଜମାପଟା କରାଇ ଦେବାକୁ୨୮୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏହାପରେ ଏସଂପର୍କରେ ସେ ଭିଜିଲାନ୍ସକୁ ଜଣାଇଥିଲେ।

ଅଭିଯୋଗକାରୀଙ୍କଠାରୁ ଟଙ୍କା ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ଟିମ୍ ଅସିତ କୁମାର ଯୋଶୀଙ୍କୁ ଧରିଥିଲା। ଏହି ଲାଞ୍ଚ ଟଙ୍କା ମଧ୍ୟ ଜବତ ହୋଇଛି। ଏନେଇ ଅଧିକ ତଦନ୍ତ ଚାଲିଥିବା ବେଳେ ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like