-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ଜିଲ୍ଲା

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିରୋଧ ରେ ଭେଉଁରିଆ ଛକରେ ପ୍ରତିବାଦ ସଭା

05-Jan-2025



ବରଗଡ (ନିରଞ୍ଜନ ତ୍ରିପାଠୀ )
ଏସସି ଏସଟି ମିଳିତମଞ୍ଚ ପଦ୍ମପୁର ଉପଖଣ୍ଡ ତରଫରୁ ସ୍ଥାନୀୟ ରାଜଜୀ ଟାଉନହଲ ଠାରୁ ଏକ ରାଲି ବାହାରି ଭେଉଁରିଆ ଛକ କୁ ଆସିଥିଲା ।  ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହା ରାଜ୍ୟସଭା ସଂସଦରେ ଭାରତୀୟ ସମ୍ବିଧାନ ପ୍ରଣେତା ଡ଼ଃ ଭୀମରାଓ ଙ୍କୁ ଅସମ୍ମାନ ବକ୍ତବ୍ୟ ପ୍ରଦାନ କରିଥିବାରୁ ଏକ ନିନ୍ଦାପ୍ରସ୍ତାବ ଆଗତ କରାଗଲା ଓ ପରେ କେନ୍ଦ୍ର ଗୃହମନ୍ତ୍ରୀ  ଅମିତ ଶାହାଙ୍କ ବିରୋଧ ରେ ଭେଉଁରିଆ ଛକ ଠାରେ ଅମିତ ଶାହାଙ୍କ କୁଶପୁତଳିକା ଦାହ କରା ଯାଇଥିଲା। ଏହି ସଭାରେ ମିଳିତମଞ୍ଚର ସଭାପତି ଭୋଜରାଜ ବାଗ, ଉପସଭାପତି ନୀଳମଣି ବରିହା, ସମ୍ପାଦକ ରଘୁ 
ନନ୍ଦନ ଦେଓ, ସହ ସମ୍ପାଦକ ମୋତିଲାଲ ବାଗ, କୋଷାଧକ୍ଷ ଅଚ୍ୟୁତାନନ୍ଦ ସେଠ, ଆବାହକ ଚନ୍ଦ୍ରହାସ୍ୟ ଜାଲ, ମିଡ଼ିଆ ପ୍ରଭାରୀ ଗୋପବନ୍ଧୁ ଶିକା ଉପଦେଷ୍ଟା ଟଙ୍କଧର କଣ୍ଟା, ଖେତେରୀ ଲୁହାର, ଗୋବର୍ଦ୍ଧନ ଛତର ,ରମେଶ ନାୟକ, ନରେଶ ଦାସ, ଦେବରାଜ ସେଠ, ପ୍ରଦୀପ ମହାନନ୍ଦ, ଧବଳେଶ୍ଵର ମହାନନ୍ଦ ଓ ମିଳିତ ମଞ୍ଚ ର ସମସ୍ତ ସଦସ୍ୟ ଉପସ୍ଥିତ ତଥା ବିଭିନ୍ନ ଗାଁ ରୁ ଆସିଥିବା ଅନେକ ଯୁବକ ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like