-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||     

HOME   ଜିଲ୍ଲା

ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ,ସାପଲହର ୧୯୯୯ ମ୍ୟାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ ଉତ୍ସବ ମହାସମାରୋହ ରେ ପାଳିତ

05-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଆଜି ବରଗଡ ଜିଲ୍ଲା ପାଇକମାଲ ବ୍ଲକ ବାଦିକଟା ପଞ୍ଚାୟତ ଅନ୍ତର୍ଗତ ଗାୟତ୍ରୀ ଉଚ୍ଚ ବିଦ୍ୟାଳୟ ସାପଲହର ୧୯୯୯ ମ୍ୟାଟ୍ରିକ ବ୍ୟାଚ ର ଏକ ବନ୍ଧୁ ମିଳନ ଉତ୍ସବ ସ୍ଥାନୀୟ ପ୍ରସିଦ୍ଧ ଶୈବପୀଠ ଦେବ ଦର୍ହl ଠାରେ ମହାସମାରୋହ ରେ ପାଳିତ ହୋଇ ଯାଇଛି l ପୁରାତନ ଛାତ୍ର ଶାନ୍ତନୁ କୁମାର ମେହେର ଙ୍କ ନେତୃତ୍ୱ ରେ ଏବଂ ଆଶିଷ କୁମାର ସାହୁଙ୍କ ପ୍ରଚେଷ୍ଟା ରେ ସର୍ବପ୍ରଥମେ ଏକ ସାଙ୍ଗଠନିକ ସଭାର ଆୟୋଜନ କରାଯାଇଥିଲା l ସଭାରେ ବିଗତ ଦିନ ର ପୁରୁଣା ସ୍ମୃତି ଗୁଡିକ ଯୋଗ ଦେଇଥିବା ସମସ୍ତ ବନ୍ଧୁ ମାନେ ଉପସ୍ଥାପନ କଲେ ଏବଂ ଏହି ବନ୍ଧୁତ୍ୱ ପରମ୍ପରା କୁ ଆଜୀବନ କିପରି ବଜାୟ ରଖିପାରିବା ସେଥିପାଇଁ ସମସ୍ତେ ମତବ୍ୟକ୍ତ କଲେ l ସମସ୍ତଙ୍କ ସାମାଜିକ କାର୍ଯ୍ୟ ରେ ମଧ୍ୟ ସବୁ ପ୍ରକାର ସହଯୋଗ ର ହାତ ବଢାଇବା ପାଇଁ ସମସ୍ତେ ସଂକଳ୍ପ ନେଲେ l ଏଥିରେ ପ୍ରାୟ ସମସ୍ତେ ସପରିବାର ଯୋଗଦାନ କରି କାର୍ଯ୍ୟକ୍ରମ କୁ ସୁଶୋଭିତ କରିଥିଲେ l ଯାହାଦ୍ୱାରା ପରବର୍ତ୍ତୀ ପିଢ଼ି ମଧ୍ୟ ଅନୁପ୍ରାଣିତ ହେବେ l ଶେଷରେ ସମସ୍ତଙ୍କ ପାଇଁ ସାମୁହିକ ଭୋଜନ ର ବ୍ୟବସ୍ଥା ହେଇଥିଲା l ଅପରାହ୍ନ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ବିଭିନ୍ନ ପ୍ରତିଯୋଗିତା ଯଥା.. ମ୍ୟୁଜିକ ଚେୟାର, ନାଚ, ଗୀତ, ବକ୍ତୃତା ର ଆୟୋଜନ କରି କୃତି ପ୍ରତିଯୋଗୀ ମାନଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା ଉକ୍ତ ସମସ୍ତ କାର୍ଯ୍ୟକ୍ରମରେ ସର୍ବଶ୍ରୀ ପ୍ରତାପ ପ୍ରଧାନ,ସୀତାକାନ୍ତ ପଟେଲ,ବିଦୁର ପ୍ରଧାନ,ଧର୍ମରାଜ ଧରୁଆ,କୁଞ୍ଜବିହାରୀ ପ୍ରଧାନ,ଉତ୍ତରକୁମାର ସାହୁ,କୃଷ୍ଣଚନ୍ଦ୍ର ବାରିକ,ନିର୍ମଳ କୁମ୍ଭାର,ଯୋଗେଶ୍ୱର ପ୍ରଧାନ,ଗୋବିନ୍ଦ ମର୍ହି,ଚୂଡ଼ାମଣି ସାହୁ ଏବଂ ବବିତା ସାହୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026

You Might Also Like