-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣ ଲୋକ ମହୋତ୍ସବ –୨୦୨୫- *ଯୋଗଦେବେ ରାଜ୍ୟ ତଥା ରାଜ୍ୟବାହାର ର ଶତାଧିକ କଳାକାର*,- *ମହୋତ୍ସବ କୁ ଉଦ୍ଘାଟନ କରିବେ ରାଜ୍ୟ ଉପ ମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ*-

06-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସ୍ଥାନୀୟ ରାମେଶ୍ଵର ଷ୍ଟାଡିୟମରେ ଅନୁଷ୍ଠିତ ହେବ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ- ୨୦୨୫ । ଏଥିପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହ’ଚିଛି । ଗତ କାଲି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସମ୍ବାଦିକ ସମ୍ମିଳନି ରେ ଜିଲ୍ଲାପାଳ ଅନ୍ୟା ଦାସ ସମସ୍ତ ସୂଚନା ପ୍ରଦାନ କରିଛନ୍ତି । ଚଳିତ ବର୍ଷ ସୁବର୍ଣ୍ଣପୁର ଲୋକ ମହୋତ୍ସବ କୁ ରଙ୍ଗା ରଙ୍ଗ ଓ ଖୁବ୍  ଆକର୍ଷଣୀୟ ଭାବେ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ଉତ୍ସାହ ର ସହ ଲାଗି ପଡ଼ିଛି l ସୁବର୍ଣ୍ଣପୁର ର କଳା, ସଂସ୍କୃତି, ପର୍ଯ୍ୟଟନ,  ଐତିହ୍ୟ ଓ ବିକାଶ ଧାରାର ବାର୍ତାବହ ୩୧ତମ ସୁବର୍ଣ୍ଣ ଲୋକ ମହୋତ୍ସବ ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା ଏବଂ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ  ସୋମବାର ୬ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଧୁମ ଧାମ ରେ ପାଳନ ହେବ । ଚଳିତ ବର୍ଷ ଜିଲ୍ଲା ତଥା ରାଜ୍ୟ ବାହାରର ୩୪ଟି ସାଂସ୍କୃତିକ ଦଳର ଶତାଧିକ କଳାକାର ସହ ଅସୀମା ପଣ୍ଡା ଓ ଅନ୍ୟାନ୍ୟ ପ୍ରସିଦ୍ଧ କଣ୍ଠଶିଳ୍ପୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟସ୍ତରୀୟ ପଲ୍ଲୀଶ୍ରୀ ମେଳା ଓ ଜିଲ୍ଲା ଉନ୍ନୟନ ପ୍ରଦର୍ଶନୀ ରେ ଚଳିତ ଥର ୨୪୨ଟି ଷ୍ଟଲ ଖୋଲା  ଯାଇଛି । ଉକ୍ତ ଷ୍ଟଲ ଗୁଡିକରେ ଅଂଚଳ ତଥା ବାହର ଅଂଚଳର ବିଭିନ୍ନ ସାମଗ୍ରୀ ବିକ୍ରି କରାଯିବ । ସେହିପରି ଜିଲ୍ଲା ଉନ୍ନୟନ ପ୍ରଦର୍ଶନି ଷ୍ଟଲ୍ କୁ ମଧ୍ୟ ଆକର୍ଷଣ ସହ ସମସ୍ତ ସୁବିଧା କରା ଯାଇଛି ।  ଆସନ୍ତା ୭ ତାରିଖ ଦିନ ଓଡିଆ ସାହିତ୍ୟ ଓ ସୁବର୍ଣ୍ଣପୁର ) ୮ ତାରିଖ ରେ (ସଂସ୍କୃତି ଓ ସାମାଜିକ ପ୍ରଗତି) ଏବଂ ୯ ତାରିଖ ଦିନ ( ନୂତନ ଶିକ୍ଷା ନୀତି ଓ ଉଚ୍ଚ ଶିକ୍ଷା ) ବିଷୟକୁ ଦେଇ ସ୍ଵତନ୍ତ୍ର ସେମିନାର ଅନୁଷ୍ଠିତ ହେବ । ଏହି ସେମିନାର କାର୍ଯ୍ୟକ୍ରମ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହେବ । ସେହିପରି ୧୦ ତାରିଖ ଦିନ ରାମେଶ୍ଵର ଷ୍ଟାଡିୟମ ଠାରେ ଥିବା ସନ୍ତରଣାଗାର ପଲିସଭରେ ଖୋଲା ମଂଚରେ ଏକ ପ୍ରତିଯୋଗିତା ଅନୁଷ୍ଠିତ ହେବ ।  ଆଜି ସକାଳ ୯ଟାରେ ମାଁ ସୁରେଶ୍ଵରୀ ଙ୍କ ଆବାହନ ପରେ  ପବ୍ଲିକ ପ୍ରସlସନ ର ମିଳିତ ସହଯୋରେ ସ୍ଥାନୀୟ ରୟାଲ ପଡ଼ିଆ ଠାରୁ ଏକ ବିଶାଳ ସାସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ଷ୍ଟାଡିୟମ୍ ରେ ପହଁଚିବ l ପରେ ସଂସ୍କୃତିକ  ମଞ୍ଚ ପୂଜନ  କରାଯିବ l ସନ୍ଧ୍ୟା ୫ ତା ରେ ଏହି ସୁବର୍ଣ ଲୋକ ମହୋତ୍ସବ କୁ ରାଜ୍ୟ ଉପ ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ  ଉଦ୍ଘାଟନ କରିବାର କାର୍ଯକ୍ରମ ରହିଥିବା ବେଳେ ସମ୍ମାନିତ ଅତିଥି ଭାବରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ, ସ୍ଥାନୀୟ ସାଂସଦ, ଓ ଉଭୟ ବିଧାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ସଂସ୍କୃତି ଓ ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି l ଏଥର ପ୍ରଥମ ଥର ପାଇଁ ମାର୍ଶାଲ ଆର୍ଟ କାର୍ଯ୍ଯ କ୍ରମ ରହିଥିବା ମଧ୍ୟ ପ୍ରେସମିଟ୍ ରେ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like