-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ସଡକ ସୁରକ୍ଷା ସପ୍ତାହ ପାଳିତ

06-Jan-2025



କଣ୍ଟାବାଞ୍ଜି: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ବଲାଙ୍ଗୀରଙ୍କ ସୌଜନ୍ୟରେ ସେବା ଅନୁଷ୍ଠାନ ଟିଟିଲାଗଡ଼ ଓ ଯୁବ ରେଡ଼କ୍ରସ ୟୁନିଟ କଣ୍ଟାବାଞ୍ଜି ମହାବିଦ୍ୟାଳୟର ମିଳିତ ଆୟୋଜନରେ କଣ୍ଟାବାଞ୍ଜି ସହରରେ ସଡକ ସୁରକ୍ଷା ସପ୍ତାହ ପାଳିତ ହୋଇ ଯାଇଛି। କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରା ବାହାରି ଇନ୍ଦିରା ଛକ, ଦୈନିକ ବଜାର , ଥାନା ଛକ ଶାସ୍ତ୍ରୀ ଛକ ମଧ୍ୟଦେଇ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରାକୁ ଆଞ୍ଚଳିକ ପରିବହନ ଅଧିକାରୀ, ବଲାଙ୍ଗୀର ତଥା କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳର ଅଧ୍ୟକ୍ଷ ଡ଼. ପଦ୍ମଲୋଚନ ବର୍ମା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଆଞ୍ଚଳିକ ପରିବହନ ଅଧିକାରୀ ବଲାଙ୍ଗୀରଙ୍କ ଦ୍ଵାରା ସଡକ ସୁରକ୍ଷା ରଥକୁ ସାମିଲ କରାଯାଇ ସେଥିରେ ସଡ଼କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ସଚେତନତା ବାର୍ତା ଭିଡ଼ିଓ ତଥା ପୋଷ୍ଟର ମାଧ୍ୟମରେ ଦିଆଯାଇଥିଲା।ଯୁବ ରେଡ଼କ୍ରସର ସ୍ବେଛାସେବୀ ମାନେ ମଧ୍ୟ ବିଭିନ୍ନ ସଡକ ସୁରକ୍ଷା ସମ୍ପର୍କିତ ସ୍ଲୋଗାନ ମାନ ପ୍ରଦାନ କରି ସହର ପରିକ୍ରମା କରିଥିଲେ।ଏହି ଶୋଭାଯାତ୍ରାରେ ଆଞ୍ଚଳିକ ପରିବହନ କାର୍ଯ୍ୟଳୟର କର୍ମଚାରୀ, କଣ୍ଟାବାଞ୍ଜି ଥାନ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ, ସେବା ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ତଥା ସଭ୍ୟସଭ୍ୟା ,ଯୁବ ରେଡ଼ କ୍ରସ ପରପାର୍ଶଦାତା ରୋହିତ କିଶୋର କୁମ୍ଭାର, ଶାରୀରିକ ଶିକ୍ଷା ଶିକ୍ଷକ ଧନଞ୍ଜୟ ପ୍ରଧାନ, ରାଜନୀତି ବିଜ୍ଞାନ ଅଧ୍ୟାପକ ନୀଳମ୍ବର ସାରକା ତଥା ଶତାଧିକ ଯୁବ ରେଡ଼କ୍ରସ ସ୍ବେଛାସେବୀ ଯୋଗଦେଇ ଥିଲେ। ସ୍ବେଛାସେବୀ ମୀନା ମାଝୀ, ଜ୍ଞାନବିକାଶ ଧରୁଆ, ଗୁପ୍ତେଶ୍ଵର ଜଗତ,ପ୍ରଶାନ୍ତ କୁମାର ନାଏକ, କନିଷ୍କ ବଏ, ଅନୁପମା ଦରୱାନ,ସ୍ୱୀକୃତି ମହାକୁର,ବେବି ମହାକୁର ପ୍ରଭୁତି ସ୍ବେଛାସେବୀ ସଡକ ସୁରକ୍ଷା ସଚେତନତା ସ୍ଲୋଗାନ ମାନ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like