-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଭୁସଲାଡ଼ ଗାଁରେ ସ୍ୱୟଂ ସହାୟକ ଗୋଷ୍ଠୀ ର ବୈଠକ; ଏସଏଚଜି ମହିଳା ଙ୍କୁ ମାସିକ ୨ ହଜାର ଟଙ୍କା ଦାବି କଲେ ରାଜ୍ୟ ଯୁବ ବିଜେଡି ସମ୍ପାଦକ

06-Jan-2025



କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ତଥା ସିନ୍ଧେକେଲା ଜୋନ ଅନ୍ତର୍ଗତ ଭୁସଲାଡ଼ ଗାଁରେ ଆଜି ୩ ଗୋଟି ପଂଚାୟତ ର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ କୁମାର ଯୋଶୀ ଯୋଗ ଦେଇ ଏସଏଚଜି ମହିଳା ମାନଙ୍କୁ ମାସିକ ୨ ହଜାର ଟଙ୍କା ମୋହନ ସରକାର ଦେବା ପାଇଁ ଏହି ବୈଠକ ରେ ଦାବି କରିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ମାନଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ଡବଲ ଇଞ୍ଜିନ ସରକାର ଏବେ ନିଦାବିଷ୍ଣୁ ପାଲଟିଥିବା ଅଭିଯୋଗ କରିଥିଲେ । ଆଗାମୀ ଦିନରେ ବିଭିନ୍ନ ମୁଖ୍ୟମନ୍ତ୍ରୀ ଉଦ୍ଧେଶ୍ୟରେ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ କରିବା ସହ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି । ଦେଖା ଦେଉଥିବା ମହିଳା ମାନଙ୍କ ବିଭିନ୍ନ ସମସ୍ୟା କୁ ଶ୍ରୀଘ୍ର ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଏହି ବୈଠକ ବଙ୍ଗୋମୁଣ୍ଡା ବ୍ଲକ ର ଭୁସଲାଡ଼,ଝଲପ ଓ ଦେଢ଼ଗାଁ ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ସାମିଲ ହୋଇ ବିଭିନ୍ନ ପ୍ରକାର ମତ ରଖି ଥିଲେ। ଏହି ବୈଠକ ରେ ଉପାସୀ ବେହେରା, ଦମୟନ୍ତି ମହତ, ସୁନିତା ବାଗ, ସବିତା ପୁଟେଲ, ବିନତି ସାହୁ, କାଞ୍ଚନ ବେହେରା, ପୁଷ୍ପା ବେହେରା ଙ୍କ ସମେତ ଶତାଧିକ ମହିଳା ମାନେ ସାମିଲ ହୋଇଥିଲେ ।ଆଗାମୀ ଦିନରେ ଏ ଦିଗରେ ସରକାର ପଦକ୍ଷେପ ନ ନେଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like