-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ଇଶାଣେଶ୍ୱରୀ ହାଇସ୍କୁଲର ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

06-Jan-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ଅତୀତର ଅନେକ ସ୍ମୃତି ଭବିଷ୍ୟତ ଗଠନ ଦିଗରେ ସହାୟକ ହୋଇଥାଏ । ପିଲାଦିନକୁ ମନେ ପକାଇବା ସେ ସମୟର ଘଟଣାବଳୀ ଆଲୋଚନା କଲେ ଆତ୍ମିୟତା ବୃଦ୍ଧି ପାଏ ବୋଲି ଇଶାଣେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଇଶାଣପୁରର ୧୯୯୯ ବ୍ୟାଚର ଛାତ୍ରଛାତ୍ରୀ ମାନଙ୍କର ଗୁରୁପୂଜନ ଓ ବନ୍ଧୁମିଳନ ଅବସରରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ଆଶର୍ବାଦ କରିବା ଅବସରରେ ଗୁରୁମାନେ ପ୍ରକାଶ କରିଛନ୍ତି । 

ବରୀ ବ୍ଲକ୍ ଅନ୍ତର୍ଗତ ଇଶାଣେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୯୯ ବ୍ୟାଚର ଗୁରୁପୂଜନ ଓ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବନ୍ଧୁମିଳନ ଉତ୍ସବ ରବିବାର ଦିନ ବିଦ୍ୟାଳୟର କାର୍ଯ୍ୟରତ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବ ପ୍ରାରମ୍ଭରେ ମା’ ଇଶାଣେଶ୍ୱରୀଙ୍କ ଫଟୋ ଚିତ୍ର ଓ ଅବସର ପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ସୁରେନ୍ଦ୍ର କୁମାର ପ୍ରଧାନଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ପରେ ଛାତ୍ରଛାତ୍ରୀମାନଙ୍କ ତରଫରୁ ଗୁରୁମାନଙ୍କ ପାଦପୂଜା କରି ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରାଯାଥିଲା। ଉକ୍ତ ବନ୍ଧୁମିଳନ କାର୍ଯ୍ୟକ୍ରମରେ ବର୍ତ୍ତମାନର ଶିକ୍ଷକ ଅରୁଣା କର, ପ୍ରଭାତ ମଲିକ, ସୁବ୍ରତ ପ୍ରଧାନ ପ୍ରମୁଖ ଯୋଗଦେଇଥିବା ବେଳେ ପୂର୍ବତନପ୍ରଧାନ ଶିକ୍ଷକ ଭାଗବତ ଜେନା, ଶିକ୍ଷକ ପଦ୍ମନାଭ ସାହୁ, ମନ୍ମଥ ରାୟ, ଅର୍ଜୁନ ଚରଣ ପ୍ରଧାନ, ଅଜୟ ମହାନ୍ତି, କମଳା କାନ୍ତ ଶୁକ୍ଳ, ଶିକ୍ଷା କର୍ମଚାରୀ କାଳନ୍ଦୀ ଜେନା ପ୍ରମୁଖ ଯୋଗ ଦେଇ ୧୯୯୯ ବ୍ୟାଚର ପିଲାମାନଙ୍କ ସହ କଟାଇଥିବା ମୁହୂର୍ତ୍ତ ମନେ ପକାଇବା ସହ ଛାତ୍ରଛାତ୍ରୀମାନେ ଦୀର୍ଘ ୨୫ ବର୍ଷ ପରେ ଆଜି ଏକାଠି ହୋଇ ଯେଉଁ ପରମ୍ପରା ସୃଷ୍ଟି କରିଛନ୍ତି ତାହା ଅନ୍ୟ ବିଦ୍ୟାର୍ଥୀ ମାନେ ଅନୁକରଣ କରିବା ଉଚିତ ବୋଲି ପ୍ରକାଶ କରିଥିଲେ। କାର୍ଯକ୍ରମ ପରିଚାଳନାରେ ତୁଷାର, ତନୁଜ, କେଦାର, ବିଜୟ, ସୁବ୍ରତ, ପ୍ରଭାସ, ହୃଷୀକେଶ, ସତ୍ୟଭାମା, ଦେବିପ୍ରିୟା, ସତ୍ୟଭାମା, ସସ୍ମିତା, ମିନତୀ, କନକ, ଉର୍ବଶୀଙ୍କ ସମେତ ବହୁ ପୁରାତନ ବନ୍ଧୁ ଯୋଗଦାନ କରି ବେଶ୍ ଆନନ୍ଦ ଉଲ୍ଲାସରେ କାର୍ଯ୍ୟକ୍ରମ ପାଳନ କରିଥିଲେ । ଆଗାମୀ ଦିନରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସଂଗଠନ କରାଯାଇ ସମାଜ ମଙ୍ଗଳ କାର୍ଯ୍ୟରେ ନିୟୋଜିତ ହେବା ପାଇଁ ବୈଠକରେ ସ୍ଥିର ହୋଇଥିବା ପୁରାତନ ଛାତ୍ରଛାତ୍ରୀମାନେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like