-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସମାରୋହ

06-Jan-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବିଶ୍ୱନାଥ ଦେବ ନୋଡାଲ ଉଚ୍ଚ ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଦ୍ୟାପୀଠର ପ୍ରାକ୍ତନ ପ୍ରଥମ ଛାତ୍ର ହୃଷିକେଶ ହରିଚନ୍ଦନ ସଭାପତିତ୍ବ କରିଥିବା ବେଳେ  ପ୍ରାକ୍ତନ ଛାତ୍ର ତଥା ଶିକ୍ଷାବିତ ଗଙ୍ଗାଧର ବରାଳ ଅତିଥି ପରିଚୟ ପ୍ରଦାନ ସହିତ ମଞ୍ଚ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଅବକାରୀ, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,ମୁଖ୍ୟ ବକ୍ତାଭାବେ ପୂର୍ବତନ ରାଜ୍ୟ ସୂଚନା କମିଶନର ଜଗଦାନନ୍ଦ ମହାନ୍ତି ,ସମ୍ମାନିତ ଅତିଥି ଭାବେ ପୁରୀ ସାଂସଦ ଡ଼କ୍ଟର ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ,ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହିମାଂଶୁ ଭୂଷଣ ସମର୍ଥା ,ବିଦ୍ୟାପୀଠର ପ୍ରତିଷ୍ଠାତା ଶିକ୍ଷକ ରମେଶ ଚନ୍ଦ୍ର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ଆଜିର ଶିକ୍ଷା ଏବଂ ଶିକ୍ଷକତା ପୂର୍ବ ଅପେକ୍ଷା ଯଥେଷ୍ଟ ପରିବର୍ତ୍ତନ ଘଟିଛି। ମାତ୍ର ଆଗ କାଳର ଝାଟି ମାଟି କୁଡିଆ ଆଉ ଅବଧାନଙ୍କ ଚାଟଶାଳୀ ଠାରୁ ଆଜିର ଏହି କୋଠାବାଡିର ପାଠ ବହୁତ ପରିବର୍ତ୍ତନ ହୋଇଛି। ଖାଲି କଠା ବାଡ଼ି ନୁହଁ ଆମର ମାନସିକତାର ମଧ୍ୟ ଅନେକ ଗୁଣରେ ପରିବର୍ତ୍ତନ ଘଟିଛି। ଡେଲାଙ୍ଗର ଐତ୍ୟହ, କଳା, ସଂସ୍କୃତି, ପରମ୍ପରା ଉପରେ ଆଲୋକପାତ କରିବା ସହ ତରା ପୁଷ୍କରିଣୀ, ଆରଗଡ଼ ବୌଦ୍ଧସ୍ତୁପ, ପାହାଡ଼ ଶୀର୍ଷ ବିଶ୍ୱନାଥ ମନ୍ଦିର, ଗାନ୍ଧୀ ସ୍ମୃତି ପୀଠ ନେଇ ଏକ ପର୍ଯ୍ୟଟନ ହବ, ଡେଲାଙ୍ଗର ସର୍ବାଙ୍ଗୀନ ବିକାଶରେ ସହାଭାଗିତା ରହିବ ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ବିଦ୍ୟାପୀଠର ସୁବର୍ଣ୍ଣ ଜୟନ୍ତୀ ସ୍ମରଣିକା "ଗୌରବ " କୁ ଅତିଥିମାନଙ୍କ ଦ୍ୱାରା ଲୋକାର୍ପଣ କରାଯାଇଥିଲା । ଆଜିର ଏହି ଉତ୍ସବରେ ବହୁ ମାନ୍ୟଗନ ବ୍ୟକ୍ତି, ପୁରାତନ ଛାତ୍ର ଏବଂ ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଉତ୍ତରୀୟ , ପୁଷ୍ପଗୁଚ୍ଛ  ଦେଇ ସମ୍ଭର୍ଦ୍ଧିତ କରାଯାଇଥିଲା।  ପ୍ରଧାନଶିକ୍ଷକ ପର୍ଶୁରାମ ଜେନା  ବାର୍ଷିକ ବିବରଣୀ ପାଠ କରିଥିଲେ ! ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା!ଅଲମୁନି କମିଟିର କର୍ମକର୍ତ୍ତା -ପ୍ରସନ୍ନ କୁମାର ଛୋଟରାୟ, ହୃଷିକେଶ ହରିଚନ୍ଦନ, ପ୍ରେମାନନ୍ଦ ମହାନ୍ତି, ହରିହର ବଳବନ୍ତରାୟ,ପ୍ରଫୁଲ୍ଲ ପରିଡା, ପ୍ରଫୁଲ୍ଲ ମାଝୀ,ବିଘ୍ନେଶ ହରିଚନ୍ଦନ, ଜ୍ଞାନେନ୍ଦ୍ର ସାମନ୍ତରାୟ, କୌଶଲ୍ୟା ପାତ୍ର, ଡ଼କ୍ଟର ସରୋଜ କୁମାର ପଣ୍ଡା, ପ୍ରଶାନ୍ତ ଜେନା, ଗୋପୀନାଥ ହରିଚନ୍ଦନ, ଗଙ୍ଗାଧର ବରାଳ, କାନ୍ହୁ ଚରଣ ମାଝୀ,ମାର୍କଣ୍ଡ ମଙ୍ଗରାଜ, ବିପିନି ବଳବନ୍ତରାୟ, ରାମ ସାମନ୍ତସିଂହାର, ବିଶ୍ବନାଥ ଜେନା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ହୃଷିକେଶ ହରିଚନ୍ଦନ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like