-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କନିଷ୍ଠ ଦେୱାନୀ ଅଦାଲତର ଭିତ୍ତିପ୍ରସ୍ତର ସ୍ଥାପନ

06-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଠାରେ ବହୁ ପ୍ରତିକ୍ଷିତ କନିଷ୍ଠ ଦେୱାନୀ ଅଦାଲତର ଭିତ୍ତିପ୍ରସ୍ତର ସ୍ଥାପନ ଭର୍ଚୁଆଲ ମାଧ୍ୟମରେ ଓଡ଼ିଶା ହାଇକୋର୍ଟର ମାନ୍ୟବର ବିଚାରପତି ଚକ୍ରଧାରୀ ସରଣ ସିଂଙ୍କ କରକମଳରେ ଅପରାହ୍ନ ୪.୪୫ ମିନିଟ ସମୟରେ ଉଦଘାଟିତ ହୋଇଯାଇଛି।ଏହି ଶୁଭ ଅବସରରେ ବରଗଡ଼ ଜିଲ୍ଲା ଦୈାରାଜଜ୍ ଶ୍ରୀମତୀ ଲୁନା ମହାନ୍ତି, ରେଜିଷ୍ଟ୍ରାର ଦିଗବିଜୟ ଦାସ ଦେୱାନୀ ଜଜ ବିଜେପୁରର ମନସ୍ବିନୀ ମହାପାତ୍ରଙ୍କ ଉପସ୍ଥିତିରେ କନିଷ୍ଠ ଦେୱାନୀ ଅଦାଲତ ଉଦଘାଟିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବରଗଡ଼ ଓକିଲ ସଂଘର ସଦସ୍ୟ ବୃନ୍ଦ,ବରପାଲି ଓକିଲ ସଂଘର ସଦସ୍ୟ ଗଣ , ସୋହେଲା ଓକିଲ ସଂଘର ସଦସ୍ୟ ବୃନ୍ଦ, ସିଡିଏମଓ ନିରୁପମା ଷଡ଼ଙ୍ଗୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଇନ୍ଦୁରେଖା ପଶ୍ଚିମକବାଟ,ବିଜେପୁର ତହସିଲଦାର ଶ୍ରୀଯୁକ୍ତ କର୍ଣ୍ଣ ସୁନା, ପଦ୍ମପୁର ଏସଡିପିଓ ବିଭୂତି ଭୂଷଣ ଭୋଇ,ଥାନା ଅଧିକାରୀ ଶ୍ରୀଯୁକ୍ତ ଧିରେନ୍ଦ୍ର କୁମାର ସ୍ବାଇଁଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିବାବେଳେ ସ୍ଥାନୀୟ ଓକିଲ ସଂଘ ସଦସ୍ୟ ପୂର୍ଣ୍ଣଚନ୍ଦ୍ର ପାଇକ,ସନତ ସିଂ ଗଡତିଆ, ଅରବିନ୍ଦ ପଧାନ,ସମୀର ସାହୁ, କୃଷ୍ଣଚନ୍ଦ୍ର ବାଗ, ବଳରାମ ବାରିକ,ଲାଲ ବିହାରୀ ସାହୁ, ପ୍ରଶାନ୍ତ ପଧାନ,ଯୋଗେଶ ଚନ୍ଦ୍ର ସାହୁ, ଲୋକନାଥ ମହାପାତ୍ର, ଆନନ୍ଦ କୁମାର ଭୁକ୍ତା, ସୁଶାନ୍ତ ବାରିକ, ସୁଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like