-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||     

HOME   ଜିଲ୍ଲା

ବ୍ରାହ୍ମଣ ସମାଜ ବିରୁଦ୍ଧରେ ସୋସିଆଲ ମିଡିଆ ରେ ଆକ୍ଷେପ କରିଥିବା ଯୁବକ ବିରୁଦ୍ଧରେ ଡାବୁଗାଁ ଥାନାରେ ଏତଲା

06-Jan-2025



(ମିହିର ଶଙ୍କର ପାତ୍ର)
 ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ରାହ୍ମଣ ସମାଜ ତରଫରୁ ଜଣେ ଖ୍ରୀଷ୍ଟ ଧର୍ମାବଲମ୍ବୀ ଯୁବକ ବିରୁଦ୍ଧରେ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି। ଯୁବକ ଜଣକ ତେନ୍ତୁଳିଖୁଣ୍ଟି ଥାନା କାମତା ଗ୍ରାମର ସିମିଅନ ବେପାରି (୪୦) ବୋଲି ଜଣା ପଡିଛି।ଅଭିଯୋଗ ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସୂଚନା ଅନୁଯାଇ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ କାମତା ଗ୍ରାମ ର ଜଣେ ଖ୍ରୀଷ୍ଟ ଧର୍ମାବଲମ୍ବୀ ଯୁବକ ସିମିଅନ ବେପାରି (୪୦) "ନବରଙ୍ଗପୁର ଖବର " ହ୍ୱାଟସ ଆପ ଗ୍ରୁପ ରେ ବ୍ରାହ୍ମଣ ଜାତି ଓ ସମାଜ ବିରୁଦ୍ଧରେ କଟାକ୍ଷ କରିବା ସହ ଏକ ଭିଡିଓ ପୋଷ୍ଟ କରିଥିଲେ। ଯେଉଁ ଥୀରେ ବ୍ରାହ୍ମଣ ମାନେ ଆତଙ୍କବାଦୀ,ନକ୍ସଲ ବାଦି, ହିଂସା ବାଦି କହିବା ସହ ବ୍ରାହ୍ମଣ ମାନେ ମୂଳ ନିବାସୀ ଙ୍କ ଶତ୍ରୁ ଓ ବ୍ରାହ୍ମଣ ବାଦ ବିରୁଦ୍ଧରେ ସମସ୍ତେ ଲଢେଇ କରିବା ଆବଶ୍ୟକ ବୋଲି ପୋଷ୍ଟ କରିଥିଲେ। ହିନ୍ଦୁ ଧର୍ମ ଓ ଦେବାଦେବୀ ଙ୍କୁ ମଧ୍ୟ ସଂପୃକ୍ତ ଯୁବକ କଟାକ୍ଷ କରିଥିବା ଏତଲା ରେ ଦର୍ଶା ଯାଇଛି। ତେବେ ଶାନ୍ତି ପ୍ରିୟ ନବରଙ୍ଗପୁର ଜିଲ୍ଲାରେ ଜଣେ ଯୁବକ ଙ୍କ ସୋସିଆଲ ମିଡିଆ ରେ ଏଭଳି ବାର୍ତ୍ତା ପ୍ରଦାନ ପରେ ଆଜି ଡାବୁଗାଁ ବ୍ଲକ ବ୍ରାହ୍ମଣ ସମାଜ ତରଫରୁ ସଂପୃକ୍ତ ଯୁବକ ବିରୁଦ୍ଧରେ ଏତଲା ଦିଆ ଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବୀ କରାଯାଇଛି। ଡାବୁଗାଁ ଥାନାରେ ଥାନା ଅଧିକାରୀ ସୁନିଲ ପ୍ରଧାନ ଙ୍କୁ ଦାବିପତ୍ର ଦେବା ସମୟରେ ବ୍ଲକ ବ୍ରାହ୍ମଣ ସମାଜ ସଭାପତି ଶିବ ପ୍ରସାଦ ମିଶ୍ର,ପୂର୍ବତନ ସଭାପତି ଧୀରେନ୍ଦ୍ର ତ୍ରିପାଠୀ,ସୁରେନ୍ଦ୍ର ମିଶ୍ର, ଶିଶିର ପାତ୍ର, ରାଜେନ୍ଦ୍ର ମିଶ୍ର, ଗଗନ ଗନ୍ତାୟତ,ଶୁବମ ମିଶ୍ର, ରଞ୍ଜିତ ପାତ୍ର,ଅମୂଲ୍ୟ ପଣ୍ଡା, ସତ୍ୟ ପ୍ରସାଦ ଦାସ, ମୁରଲି ଗନ୍ତାୟତ, ସହ ଅନ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026

You Might Also Like