-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କୁଟାସିଂହା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ

06-Jan-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ର କୁଟାସିଂହା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଗ୍ରାମ ପଞ୍ଚାୟତ ର ସରପଞ୍ଚ ଶ୍ରୀ ଡିଗ୍ରୀ ମେହେର ଓ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ ଯୋଶୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆଜିର ଜନ ଶୁଣାଣି କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।ଆଜିର ଏହି ଜନ ଶୁଣାଣି କାର୍ଯକ୍ରମ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ର ପ୍ରତାପ ସୁନା ଯୋଗ ଦେଇଥିଲେ। ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର, ସି ଦି ପି ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର, ବି ଏସ୍ ଓ ଶ୍ରୀ ସୁଶାନ୍ତ ମହାକୁର, ସ୍ବାସ୍ଥ୍ୟ ଓ ପରିମଳ ବିଭାଗର ଯନ୍ତ୍ରୀ ଶ୍ରୀ ଅରବିନ୍ଦ ମହାନ୍ତି, ସାଲେଭଟା ରାଜସ୍ବ ଅଧିକାରୀ ଶ୍ରୀ ମନୋଜ କୁମାର ଗହିର, ଜ୍ଞାନରଞ୍ଜନ ସା, ଆଲୋକ ମିଶ୍ର, ବି ପି ଏମ ଶ୍ରୀ ସରୋଜ କୁମାର ଧରୂଆ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ଶ୍ରୀ ଧୁବଲ୍ କିଶୋର ମଲ୍ଲିକ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ରଜନୀ କାନ୍ତ ସାହୁ,ଅରବିନ୍ଦ ପାଣ୍ଡେ ଯୋଗ ଦେଇଥିଲେ l

ଏହାସହ ଯୋଗାଣ ବିଭାଗ , ଜଙ୍ଗଲ ବିଭାଗ ର ସହଯୋଗୀ ଅଧିକାରୀ ମାନେ ମଧ୍ୟ ଯୋଗ ଦେଇଥିଲେ। ଜନ ଶୁଣାଣି କାର୍ଯକ୍ରମ ରେ ବହୁ ସଂଖ୍ୟା ରେ ଅଭିଯୋଗ କାରୀ ଆସି ଅଭିଯୋଗ କରିଥିବା ଦେଖିବାକୁ ମିଳିଥିଲା l ବିଶେଷ କରି ଆବାସ ଗୃହ କୁ ନେଇ ଅନେକ ଅଭିଯୋଗ ଲିଖିତ ଆକାରରେ କରିଥିବା ଦେଖିବାକୁ ମିଳିଥିଲା l ଆହୁରି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଚାଷୀ ମାନେ ଅଭିଯୋଗ କରିଥିବା ଦେଖିବାକୁ ମିଳିଥିଲା l ପଞ୍ଚାୟତ ର ଚାଷୀ ମାନେ ବର୍ଷ ବର୍ଷ ଧରି ମୁଗ, ବିରି, ସାର, ଚିନାବାଦାମ, ରାଶି, କୋଳଥ ପାଉ ନ ଥିବା ଅଭିଯୋଗ କରିଛନ୍ତି। ବିଭାଗୀୟ ଅଧିକାରୀ ଏ ବିଷୟରେ ତୁରନ୍ତ ପଦକ୍ଷେପ ନେବାକୁ ଚାଷୀ ମାନେ ଅନୁରୋଧ କରିଛନ୍ତି l ଆଜି ର ଜନଶୁଣାଣି କାର୍ଯ୍ୟକ୍ରମ ଆବାସ ଗୃହ ନିମନ୍ତେ ମୋଟ 36   ପଞ୍ଜିକରଣ ହୋଇଥିବା ବେଳେ ଅନ୍ୟାନ୍ୟ ଉପରେ 46  ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି l ମୋଟାମୋଟି ଭାବରେ ଶିବିର ଟି ଶାନ୍ତିଶୃଙ୍ଖଳା ର ସହିତ ସମ୍ପୂର୍ଣ୍ଣ ହୋଇଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like