-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବରପାଲି ସରସ୍ଵତୀ ଶିଶୁ ବିଦ୍ଯାମନ୍ଦିରର ଶିକ୍ଷାବର୍ଷ ବାର୍ଷିକୋତ୍ସବ     

06-Jan-2025



ବରପାଲି(ସୁଦାମ ଦୀପ) ବରପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଶିକ୍ଷା ବର୍ଷର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି। ଆୟୋଜିତ ସମାରୋହରେ ମୁଖ୍ୟଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ତଥା ବରେଣ୍ଯ ଅତିଥି ଭାବରେ ବିଜେପୁର ବିଧାୟକ ସନତ କୁମାର ଗଡତିଆ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ଯକ୍ରମକୁ ଉଦଘାଟନ କରିଥିଲେ।  ମୁଖ୍ୟବକ୍ତା ବରଗଡ ସହ ସଂଘ ସଂଚାଳକ ଡ.ସତ୍ୟସାଇ ନାଏକ ଯୋଗଦେଇ ଭାରତୀୟ ସଂସ୍କୃତିର ଆଦର୍ଶକୁ ସଠିକ ରୂପେ ବହନ କରୁଥିବା ଅନୁଷ୍ଠାନମାନଙ୍କ ମଧ୍ୟରେ ସରସ୍ଵତୀ ଶିଶୁ ମନ୍ଦିର ବୋଲି ଉପସ୍ଥାପନ କରିଥିଲେ।ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଯଦୁମଣି ବିଶି ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସମ୍ପାଦକ ଅଧ୍ୟାପକ ରାଜେଶ କୁମାର ରାୟ ଅତିଥିମାନଙ୍କ ପରିଚ଼ୟ ପ୍ରଦାନ କରିଥିବା ବେଳେ ସହ ସଂପାଦକ ଗୋପାଳ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ହୋତାଙ୍କ ଦ୍ବାରା ବାର୍ଷିକ ବିବରଣୀ ଉପସ୍ଥାପନ ହୋଇଥିବା ବେଳେ ଶୈକ୍ଷିକ ପ୍ରମୁଖ ଧର୍ମେନ୍ଦ୍ର ପୂଜାରୀ ସଭାକାର୍ଯ୍ୟ ପରିଚାଳନା କରିଥିଲେ। ସୁଶ୍ରୀ ପ୍ରୀତି ମେହେର ସଭାକାର୍ଯ୍ଯ ସଂଯୋଜନା ଓ ଧନ୍ୟବାଦ୍ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ପୂର୍ବତନ ଛାତ୍ର ସାହିଲ ସାହୁ ଓଡ଼ିଶା ପ୍ରଶାସନିକ ସେବାରେ କୃତକାର୍ଯ୍ୟ ତଥା ଶିକ୍ଷାବର୍ଷ୨୦୨୪-୨୫ ରେ ମେଡିକାଲ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଯୋଗୁ ଭାଇ ମିଳନ ବାରିକ୍,ଭାଇ ଅନିଶ ପଧାନ ଓ ଭଉଣୀ ଶୁଭଶ୍ରୀ ପଟେଲଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।  ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା।   କାର୍ଯ୍ୟକ୍ରମରେ ପ୍ରାୟ ୩୫୦ ରୁ ଉର୍ଦ୍ଧ୍ବ ଶିଶୁ ଅଂଶ ଗ୍ରହଣ କରି ପ୍ରତିଭା ପ୍ରଦର୍ଶନ କରିଥିଲେ।ବିଦ୍ୟାଳୟର ଗୁରୁଜୀ ଗୁରୁମା ,ପରିଚାଳନା ସମିତି ତଥା ମାତୃଭାରତୀର ସମସ୍ତ ସଦସ୍ୟ ବିଭିନ୍ନ ଦାୟିତ୍ୱରେ ନିଜକୁ ନିୟୋଜିତ ରଖି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like