-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ମଠଖାଇ ମହୋତ୍ସବ ର ଦ୍ଵିତୀୟ ସନ୍ଧ୍ୟା: ମନ ମୋହିଲା ହିନ୍ଦୀ ନାଟକ ଚାନ୍ଦ ଔର ଚକୋର

06-Jan-2025



ବଲାଙ୍ଗୀର (ପ୍ରେରଣା ଖବର): ରାଜନୀତି ଶିଖିବାକୁ ହେଲେ ନରସିଂହ ମିଶ୍ର ଏକ ବଡ ମାର୍ଗ | ଆୟୋଜକଙ୍କୁ ବହୁତ ଧନ୍ୟବାଦ ଏହିଭଳି ଏକ ଭବ୍ୟ ଆୟୋଜନ କରୁଥିବାରୁ | ଏହି ଆୟୋଜନ ନିଶ୍ଚୟ ଭାବେ ନାଟକକୁ ଏକ ଭିନ୍ନ ରୂପରେଖ ପ୍ରଦାନ କରୁଛି | ଡିଜିଟାଲ ଦୁନିଆରୁ ବାହାରି ପ୍ରତ୍ୟକ୍ଷ ଭାବେ ନାଟକ ଦେଖିବାର ରୁଚି ଦେଖି ମୋତେ ବହୁତ ଖୁସି ଲାଗୁଛି | ମଠଖାଇ ପାହାଡ ଭଳି ଏହି ମହୋତ୍ସବ ମଧ୍ୟ ଦୀର୍ଘାୟୁ ହେଉ ବୋଲି ମୋର କାମନା |

  ଅଗ୍ରଣୀ ସମାଜିକ ଓ ନାଟ୍ଯ ଅନୁଷ୍ଠାନ ଭୂମିକା  ତରଫରୁ ଆଜି ସନ୍ଧ୍ୟାରେ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ଆୟୋଜିତ ସର୍ବଭାରତୀୟ ବହୁଭାଷୀ ନାଟ୍ୟ ସମାରୋହ ମଠଖାଇ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାର ଉତ୍ସବରେ  ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି କଟକ ବାରବାଟୀ ବିଧାୟିକା ସୋଫିଆ ଫିରଦୋସ l ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ତଥା ନାଟ୍ୟକାର ସନାତନ ଠାକୁର ଯୋଗଦେଇ ନିଜ ଅଭିଭାଷଣରେ ନାଟକ  ବୌଦ୍ଧିକଯୁକ୍ତ ମନୋରଞ୍ଜନ ଧର୍ମୀ ହେବା ଉଚିତ ଆଉ ଏହି ପରିପ୍ରେକ୍ଷୀରେ ମଠଖାଇ ମହୋତ୍ସବ ଏକ ଆନ୍ଦୋଳନ କହିଲେ ଭୁଲ ହେବ ନାହିଁ  ବୋଲି କହିଥିଲେ | ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ବଲାଙ୍ଗୀରର ପୂର୍ବତନ ବିଧାୟକ ନରସିଂହ ମିଶ୍ର ମଞ୍ଚାସୀନ ରହି  ସମାଜକୁ ଏକ କରିବାକୁ ହେଲେ ନାଟ୍ୟ ଆନ୍ଦୋଳନକୁ ଆଗକୁ ନେବାକୁ ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ  l  ସମାଜିକ ଆନ୍ଦୋଳନର ନାଟକ ଏକ ମାଧ୍ୟମ ବୋଲି ଶ୍ରୀ ମିଶ୍ର କହିଥିଲେ l ଭୂମିକାର ସଭ୍ୟ ତଥା ଅଶୋକ ଦାସ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଦିବସରେ ଭୂମିକାର ସମ୍ପାଦକ ବ୍ୟାସଦେବ ନନ୍ଦ ପ୍ରାରମ୍ଭିକ ଭାଷଣ ଦେଇଥିଲେ  l ଦ୍ଵିତୀୟ ଦିନରେ ମଞ୍ଚକୁ ମନୋଜ ମିତ୍ର ଙ୍କ ନାମରେ ସମର୍ପିତ କରାଯାଇଥିଲା l ଏହି ଅବସରରେ ପ୍ରଫେସର ଦତ୍ତେଶ୍ୱର ହୋତାଙ୍କୁ ମାନପାତ୍ର  ଓ

ଉପଢୌକନ ପ୍ରଦାନ ପୂର୍ବକ ମଠଖାଇ ସମ୍ମାନ ପ୍ରଦାନ କରାଯାଇଥିଲା l ମାନପତ୍ର ପଠନ କରିଥିଲେ ସାମ୍ବାଦିକ ମୁକେଶ ବହିଦାର l 
 ନାଟ୍ୟକଳାକାର ବିଜୟ କୁମାର ତ୍ରିପାଠୀ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ| l ନଟରାଜ କଳା ପରିଷଦ ତରଫରୁ 'ଚୁରା ଫଗୁନ' ପରିବେଷିତ ହୋଇ ଦର୍ଶକଙ୍କର କରତାଳି ସାଉଁଟି ଥିଲା  l ପରେ  ରାୟପୁର ର ରଙ୍ଗ ଶୃଙ୍ଖଳା ନାଟ୍ୟ ମଂଚ ପକ୍ଷରୁ ହିନ୍ଦୀ ନାଟକ 'ଚାନ୍ଦ ଔର  ଚକୋର'  ପରିବେଷିତ ହୋଇଥିଲା l ପୂର୍ବାହ୍ନରେ 'ନାଟକ ଯୋଗାଯୋଗର ସଶକ୍ତ ମାଧ୍ୟମ' ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା l 


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like