-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ରାଜ୍ୟ

୧୨ରେ କେନ୍ଦ୍ର ସାହିତ୍ୟ ଅକାଦେମିର ଯୁବ ପୁରସ୍କାର ସମାରୋହ, ପୁରସ୍କାର ପ୍ରାପକ ସମ୍ମିଳନୀ ୧୩ରେ ପୁରସ୍କୃତ ହେବେ ୨୪ଟି ଭାରତୀୟ ଭାଷାର ଯୁବ ଲେଖକ

06-Jan-2025



ଭୁବନେଶ୍ବର;  ଜାନୁଆରି ୧୨ ଓ ୧୩ ତାରିଖରେ ଭୁବନେଶ୍ବରରେ ସାହିତ୍ୟ ଅକାଦେମିର ଯୁବ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ୧୨ ତାରିଖ ସନ୍ଧ୍ୟା ୫ଟାରେ ଉତ୍କଳ ବିଶ୍ବବିଦ୍ୟାଳୟର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ଆୟୋଜିତ ସମାରୋହରେ ସାହିତ୍ୟ ଅକାଦେମି ଦ୍ବାରା ସ୍ବୀକୃତ ୨୪ଟି ଭାରତୀୟ ଭାଷାର ଯୁବ ଲେଖକଙ୍କୁ ୨୦୨୪ ବର୍ଷର ଯୁବ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ଅଧ୍ୟକ୍ଷତା କରିବେ ସାହିତ୍ୟ ଅକାଦେମିର ସଭାପତି ତଥା ବିଶିଷ୍ଟ କବି ଡକ୍ଟର ମାଧବ କୌଶିକ। ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ ସୁପରିଚିତ ଇଂରାଜୀ କବି ଜେରି ପିଣ୍ଟୋ। ସଭାରେ ଅକାଦେମିର ଉପସଭାପତି ପ୍ରଫେସର କୁମୁଦ ଶର୍ମା ସମାପନୀ ବକ୍ତବ୍ୟ  ଏବଂ ସଚିବ ଡକ୍ଟର କେ. ଶ୍ରୀନିବାସରାଓ ସ୍ବାଗତ ଭାଷଣ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଉତ୍ସବରେ ଯୁବ ପୁରସ୍କାର ଗ୍ରହଣ କରିବେ ନୟନଜ୍ୟୋତି ଶର୍ମା (ଅହମିଆ), ସୁତପା ଚକ୍ରବର୍ତ୍ତୀ (ବଙ୍ଗଳା), ସେଲ୍ଫ ମେଡ୍ ରାଣୀ ବୋଡ଼ୋ (ବୋଡ଼ୋ), ହୀନା ଚୌଧୁରୀ (ଡୋଗ୍ରୀ), କେ. ବୈଶାଳୀ (ଇଂରାଜୀ), ରିଙ୍କୁ ଭଜେସିଂହ ରାଠୋଡ଼ (ଗୁଜୁରାଟୀ), ଗୌରବ ପାଣ୍ଡେ (ହିନ୍ଦୀ), ଶ୍ରୁତି ବି.ଆର. (କନ୍ନଡ଼), ମୋହମ୍ମଦ ଆଶ୍ରଫ ଭଟ (କଶ୍ମିରୀ), ଅଦ୍ୱୈତ ସାଲଗାଓଁକର (କୋଙ୍କଣୀ), ରିଙ୍କି ଝା ରିଷିକା (ମୈଥିଳି), ଶ୍ୟାମକ୍ରିଷ୍ଣନ ଆର୍ (ମାଲୟାଲମ), ୱାଇଖୋମ ଚିଙ୍ଗଖେଙ୍ଗନବା (ମଣିପୁରୀ), ଦେବୀଦାସ ସୌଦାଗର (ମରାଠୀ), ସୁରଜ ଚାପାଗାଇଁ (ନେପାଳୀ), ସଞ୍ଜୟ କୁମାର ପଣ୍ଡା (ଓଡ଼ିଆ), ରଣଧୀର (ପଞ୍ଜାବୀ), ସୋନାଲି ସୁଥର (ରାଜସ୍ଥାନୀ, ମୁନି ପାଶ୍ୱର୍ସୁନ୍ଦର ବିଜୟଜୀ (ସଂସ୍କୃତ), ଅଞ୍ଜନ କର୍ମକାର (ସାନ୍ତାଳୀ), ଗୀତା  ପ୍ରଦୀପ ରୁପାନି (ସିନ୍ଧି), ଲୋକେଶ ରଘୁରମଣ (ତାମିଲ), ରମେଶ କାର୍ତ୍ତିକ ନାୟକ (ତେଲୁଗୁ) ଏବଂ ମୋହମ୍ମଦ ଜାଭେଦ ଅହମଦ (ଉର୍ଦ୍ଦୁ) । ସେହିପରି ୧୩ ତାରିଖ ପୂର୍ବାହ୍ନ ୧୦ଟା ୩୦ରେ ଭୁବନେଶ୍ବରର ବୁଦ୍ଧ ମନ୍ଦିର ସ୍ଥିତ ସଭାଗୃହରେ ଯୁବ ପୁରସ୍କାର ପ୍ରାପକ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ପୁରସ୍କାର ଗ୍ରହଣ କରିଥିବା ଯୁବ ଲେଖକ ଲେଖିକାମାନେ ନିଜ ସାରସ୍ବତ ଅନୂଭୂତି ବାଣ୍ଟିବେ । ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ସାହିତ୍ୟ ଅକାଦେମିର ଉପସଭାପତି ପ୍ରଫେସର କୁମୁଦ ଶର୍ମା।
ସୂଚନୋଯାଗ୍ୟ ଯେ, ଓଡିଆ ଗଳ୍ପ ପୁସ୍ତକ ‘ହୁ ବାଇଆ’ ପାଇଁ ବାଲେଶ୍ବର ଜିଲ୍ଲାର ଯୁବ ଲେଖକ ସଞ୍ଜୟ କୁମାର ପଣ୍ଡା (ଓଡ଼ିଆ) ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଯୁବ ଲେଖକଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ୨୦୧୧ ମସିହାରୁ ଯୁବ ପୁରସ୍କାର ଆରମ୍ଭ କରାଯାଇଥିଲା। ପ୍ରତି ବର୍ଷ ୨୪ଟି ଭାରତୀୟ ଭାଷାରେ ୩୫ ବର୍ଷ ବୟସରୁ କମ୍ ବୟସର ଜଣେ ଯୁବ ଲେଖକଙ୍କୁ ଏହି ପୁରସ୍କାର ପାଇଁ ଚୟନ କରାଯାଇଥାଏ। ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ସ୍ଵରୂପ ୫୦ ହଜାର ଟଙ୍କାର ଅର୍ଥ ରାଶି ସହିତ ତାମ୍ର ଫଳକ ପ୍ରଦାନ କରାଯାଇଥାଏ। ଭୁବନେଶ୍ବରରେ ଦ୍ବିତୀୟ ଥର ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମିର ଯୁବ ପୁରସ୍କାର ସମୋରାହ ଆୟୋଜିତ ହେଉଛି। ଏହି ଉତ୍ସବରେ ଯୋଗ ଦେବା ପାଇଁ ଲେଖକ ଲେଖିକା ତଥା ସାହିତ୍ୟପ୍ରେମୀମାନଙ୍କୁ ସାହିତ୍ୟ ଅକାଦେମି ପକ୍ଷରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like