-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରୁପ୍ରା ରୋଡ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ୨୮ ତମ ବାର୍ଷିକ ଉତ୍ସବ ପାଳିତ

07-Jan-2025



ନର୍ଲା (ଚିନ୍ତାମଣି ନାଏକ) 
ରୁପ୍ରା ରୋଡ ସ୍ଥିତ  ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୨୮ ତମ ବାର୍ଷିକ ଉତ୍ସବ ବହୁତ୍ ଧୁମ୍ ଧାମରେ ସ୍କୁଲ ପରିସରରେ  ସମସ୍ତ ଅଭିଭାବକ ଓ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଗହଣରେ ପାଳନ ହୋଇଛି ।ସରସ୍ବତୀ ଶିଶୁ ମନ୍ଦିର ର ସମ୍ପାଦକ ଶ୍ରୀ ସଞ୍ଜୀବ କୁମାର ଦାସ ପ୍ରଥମେ ଅତିଥି ପରିଚୟ ପ୍ରଦାନ କରି ଥିଲେ ।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ ମହୋଦୟ ଯୋଗଦାନ କରିଥିଲେ ମୁଖ୍ୟ ବକ୍ତା ଭାବରେ ତୁଳାପଡ଼ା କଲେଜର ଅଧ୍ୟାପକ ସମୀର ମହାପାତ୍ର , ସମ୍ମାନୀୟ ଅତିଥି ଭାବରେ ମ.ରାମପୁର କୋର୍ଟ ର ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ପ୍ରକାଶ ପଣ୍ଡା ଯୋଗଦେଇ ଥିଲେ ।ବିଦ୍ୟାଳୟର  କୁନି କୁନି ଛାତ୍ର ଛାତ୍ରୀମାନେ ବିଭିନ୍ନ ପ୍ରକାରର ନାଚ ,ଗୀତ , ନାଟକ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ର ମୂଗ୍ଧ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ହେମନ୍ତ ଭୋଇ ସ୍କୁଲର ବାର୍ଷିକ ବିବରଣୀ ପାଠ କରିଥିଲେ ।ମହା ଆଡମ୍ବର ରେ  ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ କରାଯାଇଥିଲା ।ସଙ୍କୁଳ ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ବିଦ୍ୟାଳୟର ଅନେକ ଛାତ୍ର ଛାତ୍ରୀ ମାନଂକୁ ମୁଖ୍ୟ ଅତିଥି ପୁରସ୍କାର ପ୍ରଦାନ କରିଥଲେ ।ଶିକ୍ଷା ବର୍ଷ ୨୩-୨୪ ରେ କୃତିତ୍ୱ ଅର୍ଜନ କରିଥିବା ଏବଂ ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମଞ୍ଚାସୀନ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ ପରିଶେଷରେ ସରସ୍ବତୀ ଶିଶୁ ମନ୍ଦିର ର ଛାତ୍ରଛାତ୍ରୀ ମାନେ ବିଭିନ୍ନ ସଂସ୍କୃତିକ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।ଆଜିର ଏହି ବାର୍ଷିକ ଉତ୍ସବ ରେ ଅଞ୍ଚଳର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦାନ କରିଥିଲେ ।ଆଜିର ବାର୍ଷିକ ଉତ୍ସବ ରେ ସରସ୍ବତୀ ଶିଶୁ ମନ୍ଦିର ରୂପ୍ରାରୋଡ ର ସଭାପତି ଘନଶ୍ୟାମ ଭୋଇ, ଉପ ସଭାପତି ପ୍ରଭାତ ସେଠି, ରାମପୁର ବାର ଆସୋସିଏସନ୍ ର ବରିଷ୍ଠ ଆଇନଜୀବୀ ଶ୍ରୀଯୁକ୍ତ ସନାତନ ପଣ୍ଡା ,ବରିଷ୍ଠ ଆଇନଜୀବି ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ , ନର୍ଲା ପ୍ରେସ ଆସୋଶେଶନ ସଭାପତି ଚିନ୍ତାମଣି ନାଏକ ,ସମ୍ପାଦକ ସନ୍ତୋଷ ପାତ୍ର ,ଉପ ସଭାପତି ଡୋଳାମଣି ସାହୁ ଙ୍କ  ସହିତ ବିଦ୍ୟାଳୟର ସମସ୍ତ ଗୁରୁଜୀ ,ଗୁରୁମା ଏବଂ ଅଭିଭାବକ ମାନେ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like