-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିନିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସ୍କାଉଟ୍ ଓ ଗାଇଡ ରଜ୍ୟପୁରସ୍କାର ପରୀକ୍ଷା ଅନୁଷ୍ଠିତ

07-Jan-2025



ବିନିକା, ତା ୭/୧(ପ୍ରେରଣା ଖବର):ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍ ଅନ୍ତର୍ଗତ ବିନିକା ବାଳକ ବିଦ୍ୟାଳୟ ଠାରେ ଗତ ତା ୦୫-୦୧-୨୦୨୫ ଓ ୦୬-୦୧-୨୫ ଦୁଇ ଦିନ ଧରି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସ୍କାଉଟ୍ ଓ ଗାଇଡର ରଜ୍ୟପୁରସ୍କ।ର ପରୀକ୍ଷା ୨୪-୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ଜିଲ୍ଲା ତାଲିମ କମିଶନର ଶ୍ରୀ ଦୀନବନ୍ଧୁ ପ୍ରଧାନ ସଭାପତି ଭାବରେ ଯୋଗଦାନ କରିଥିଲେ । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସ୍କାଉଟ ସମ୍ପାଦକ ଶ୍ରୀ ସତ୍ୟନାରାୟଣ ତ୍ରିପାଠୀ ଯୋଗ ଦେଇ ସ୍କାଉଟ୍ ଓ ଗାଇଡ ମାନେ ସମାଜ ର ମାର୍ଗଦର୍ଶକ ଭାବରେ କାମ କରିବାକୁ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମହାକୁର ସ୍କାଉଟ ଓ ଗାଇଡ ସଂସ୍ଥା ର ସେବା କାର୍ଯ ର  ପ୍ରଶଂସା କରିଥିଲେ। ରାଜ୍ୟ ସ୍କାଉଟ୍ ସଂସ୍ଥା ର ମୁଖ୍ୟ କମିସନର ଶ୍ରୀ କଳିପ୍ରସ।ଦ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପରୀକ୍ଷକ ଭାବରେ ରାଜ୍ୟ ମୁଖ୍ୟାଳୟ ର କାର୍ଯ୍ୟକାରୀ ସହାୟକ ଅବିନାଶ ଗଡ଼ନାୟକ ଯୋଗଦାନ କରି ଲଗ ବୁକ୍, ରେକର୍ଡ ବୁକ୍, ପ୍ରାଥମିକ ଚିକିତ୍ସା, ଗଣ୍ଠ ପରୀକ୍ଷା,ଲିଖିତ ପରୀକ୍ଷା, ସଡ଼କ ସୁରକ୍ଷା ଶୋଭାଯାତ୍ରା ପରି କାର୍ଯ୍ୟକ୍ରମ  କରାଇଥିଲେ। ଏଥିରେ ଜିଲ୍ଲା ସଂଗଠନ କମିସନର ଅନନ୍ତରମ ମେଣ୍ଡେଳି, ଜିଲ୍ଲା ସ୍କାଉଟ୍ ମାଷ୍ଟର ସଞ୍ଜୀବ ସାହୁ, ସାଧନ କର୍ମୀ ଗଙ୍ଗାଧର ପ୍ରଧାନ, ହରିଶ୍ଚନ୍ଦ୍ର ମଝି,ଗଙ୍ଗାଧର ପଟେଲ, ଯଶୋବନ୍ତ ପଟେଲ,ବଳଦେବ ସାହୁ, ଶେଷଦେବ ହୋତା, ଦେବାଶିଷ ମହାରଣା,କାହୁଁ ଚରଣ ପୂଜାରୀ, ସ୍ୱର୍ଣକାନ୍ତା ମହାରଣା, ନିତୁ ପ୍ରଧାନ, ସ୍ମିତା ନାୟକ,ଶୁଭଶ୍ରୀ ବିଶ୍ଵାଳ,ପ୍ରଭୁତି ପରୀକ୍ଷା ପରିଚାଳନାରେ ସହଯୋଗ କରିଥିଲେ ।

ଏହି ଶିବିରକୁ ବିଭିନ୍ନ ବିଦ୍ୟାଳୟରୁ ୨୮୧ ଜଣ ପରୀକ୍ଷାର୍ଥୀ ଙ୍କ ସହ ୩୦ ଜଣ ସ୍କାଉଟ୍ ମାଷ୍ଟର ଓ ଗାଇଡ କ୍ୟାପଟେନ ଯୋଗଦେଇ ଥିଲେ। କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁ,ମିଟେନ୍ଦ୍ର ନାୟକ, ହରି ପଟେଲ,ସୋମୋତ୍ରୀ ପ।ଢ଼ି ପ୍ରଭୁତି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like