-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ସିନ୍ଧେକେଲା କୁ ବ୍ଲକ ମାନ୍ୟତା ଦାବି ନେଇ ବୈଠକ ଅନୁଷ୍ଠିତ

07-Jan-2025



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ବସଷ୍ଟାଣ୍ଡ ସ୍ଥିତ ପ୍ରଭୁ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସିନ୍ଧେକେଲା ବଣିକ ସଂଘ ସଭାପତି ସୁବାଷ ଜୈନ ଓ ସମାଜସେବୀ ଅନିଲ କୁମାର ତ୍ରିପାଠୀ ଙ୍କ ଆବାହକତ୍ବ ରେ ସିନ୍ଧେକେଲା କୁ ବ୍ଲକ ମାନ୍ୟତା ଦାବି ନେଇ ଏକ ସର୍ବ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ବୈଠକ ରେ ଆଗାମୀ ଦିନରେ ସିନ୍ଧେକେଲା ଅଞ୍ଚଳର ସମସ୍ତ ଜନପ୍ରତିନିଧି , ବିଭିନ୍ନ ସଂଗଠନ, ଅନୁଷ୍ଠାନ ମାନଙ୍କୁ ନେଇ ବୈଠକ ହୋଇ ଆଲୋଚନା ପରେ ସିନ୍ଧେକେଲା ଅଞ୍ଚଳ ବିକାଶ ମଞ୍ଚ ଗଠନ କରିବା ପାଇଁ ନିଷ୍ପତ୍ତି ହେଇଥିଲା। ଏବଂ ଆଗାମୀ ଦିନରେ ବିକାଶ ମଞ୍ଚ ତରଫରୁ ହିଁ ବ୍ଲକ ଦାବି କୁ ଆହୁରି ଶାଣିତ କରିବା ପାଇଁ ନିଷ୍ପତ୍ତି ହେଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା,
, ନରେଶ ବର୍ମା, ଉମାଶଙ୍କର ତ୍ରିପାଠୀ , ବାବୁଲାଲ ସାହୁ, ଫକିର ଚନ୍ଦ୍ର ତ୍ରିପାଠୀ , ହେମନ୍ତ ସାହୁ,ଦୀନେଶ ଜୈନ , ପ୍ରଶ୍ନ ଜୈନ, କୈଳାସ ଜୈନ,ନରେଶ ରଣା, ପପୁ ସାହୁ, ଦେବେନ୍ଦ୍ର ଖମାରୀ, ସୁଶାନ୍ତ ଥନାପତୀ, ବିନୋଦ ସରାଫ, ମୁନା ସାହୁ, ବଳରାମ ସାହୁ, ଆର୍ତ୍ତତ୍ରାଣ ସାହୁ, ମୁକେଶ ସାହୁ,ଦୁର୍ଗା ସିଂ ଦେଓ , ପର୍ମା ସାହୁ ଅନିଲ ଜୈନ,
ଙ୍କ ସମେତ ବିଭିନ୍ନ ସଂଗଠନ ଓ ଅନୁଷ୍ଠାନ ମାନଙ୍କ ମଧ୍ୟରେ ଗରିବ ସେନା ସଭାପତି ଦିନେଶ ତାଣ୍ଡି , ସିନ୍ଧେକେଲା ମୋଟର ଚାଳକ ସଂଘ ରୁ ରଞ୍ଜନ ଷଡ଼ଙ୍ଗୀ, ତ୍ରିନାଥ ସାହୁ , ବାବୁଲି ପୃଷ୍ଟି , ବ୍ରାହ୍ମଣ ଯୁବକ ସଂଘ ରୁ ପ୍ରଦୀପ ଷଡ଼ଙ୍ଗୀ, ତରୁଣ ରଥ , ବିପିନ ପଣ୍ଡା , ସାହୁ ସମାଜ ସଭାପତି ଓମ ପ୍ରକାଶ ସାହୁ, ସାହୁ ଯୁବ ସଂଗଠନର ସମ୍ପାଦକ ସୁରଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ଏବଂ ଆଗାମୀ ଦିନରେ ସମସ୍ତ ପ୍ରକାର ସହଯୋଗ ତଥା ଦାବି ପାଇଁ ସର୍ବସମ୍ମତିକ୍ରମେ ସବୁବେଳେ ସ୍ୱର ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ହେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like