-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକଟରେଟ ଡ଼ିଗ୍ରୀ ପାଇଲେ : ସ୍କୁଲ ତରଫରୁ ସମ୍ବର୍ଦ୍ଧନା

07-Jan-2025



ଡୁଙ୍ଗୁରିପାଲି, ତା.୦୬/୦୧ ( ପ୍ରେରଣା ଖବର ) : ସ୍ଥାନୀୟ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ ଅବସ୍ଥାପିତ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଡକଟରେଟ ଲାଭ କରିଥିବାରୁ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ବୃନ୍ଦ ସମ୍ବର୍ଦ୍ଧନା ଦେଇଛନ୍ତି। ଶ୍ରୀ ପଶାୟତ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ଦାୟିତ୍ୱ ତୁଲାଇବା ସହିତ ବିନିକା ବ୍ଲକ ଆଞ୍ଚଳିକ ହାଇସ୍କୁଲ, ସିଂହିଯୁବାର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଦାୟିତ୍ୱ ନିର୍ବାହ କରୁଛନ୍ତି। ଶିକ୍ଷକତା ବୃତ୍ତିକୁ ସୁଚାରୁରୂପେ ସମ୍ପାଦନ କରିବା ସହିତ ଭାରତୀୟ ରେଡକ୍ରସର ଆଜୀବନ ସଦସ୍ୟ, ସେଣ୍ଟ ଜନ ଆମ୍ବୁଲାନ୍ସର ପ୍ରାଥମିକ ଚିକିତ୍ସା ଅଧ୍ୟାପକ, ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ଭାବେ  ଦାୟିତ୍ଵ ନିର୍ବାହ କରି  ଉତ୍କୃଷ୍ଟ ସେବା ପ୍ରଦାନ କରିଥିବା ଯୋଗୁଁ  ମହାମହିମ ଓଡ଼ିଶା ରାଜ୍ୟପାଳ ଠାରୁ  ରେଡ଼କ୍ରସ କର୍ମୀ ଭାବରେ ତଥା ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଦର୍ଶ ଶିକ୍ଷକ ଭାବରେ ପୂର୍ବରୁ ପୁରସ୍କୃତ ହୋଇସାରିଛନ୍ତି। ପୁରୀ ସହରର ଟାଉନ ହଲ ଠାରେ ବର୍ଣ୍ଣଡ଼ କାର୍ଯ୍ୟକ୍ରମରେ  ୱାର୍ଲ୍ଡ ଚାରିଟେବଲ୍ ଟ୍ରଷ୍ଟ ଓ  ଆମେରିକାନ ମେରିଟ କାଉନସିଲ ତରଫରୁ ଶ୍ରୀପଶାୟତଙ୍କୁ  ଉପଲବ୍ଧି ଓ ସାହିତ୍ୟରେ ମାନବୀୟ ମୁଲ୍ୟବୋଧର ଗତିଶୀଳତା ସନ୍ଦର୍ଭ ପ୍ରସ୍ତୁତି ନିମନ୍ତେ ଡକଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି। ଉତ୍ସବରେ ନୂଆଦିଲ୍ଲୀ ସ୍ଥିତ ଚେରିଟି ୱେଲଫାୟାର ତରଫରୁ ଆଲିଗଡ ବିଶ୍ୱବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଜାକିର ହୁସେନ, ଭୁବନେଶ୍ବର ଜେପି କରାଉନ୍ସର ସିଇଓ ତଥା କି ନୋଟ୍ ସ୍ପିକର ମିସ ଡ.ଜ୍ୟୋତିର୍ମୟୀ ପଣ୍ଡା ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଏକ  ବର୍ଣ୍ଣାଢ଼୍ୟ ଉତ୍ସବରେ ଉପସ୍ଥିତ ରହି ଶ୍ରୀପଶାୟତଙ୍କୁ ଡକ୍ଟରେଟ ଡିଗ୍ରୀ ସାର୍ଟିଫିକେଟ, ମାନପତ୍ର, ଉପଢୌକନ ଦେଇ  ସମ୍ବର୍ଦ୍ଧିତ କରିଥିଲେ। ଏହି ଉପଲବଧିକୁ ଦୃଷ୍ଟିରେ ରଖି ମାୟାବର୍ହା ହାଇସ୍କୁଲ ତରଫରୁ ଶ୍ରୀ ପଶାୟଙ୍କୁ ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ସମ୍ବର୍ଦ୍ଧନା ଦିଆଯାଇଛି। କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ନରେନ୍ଦ୍ର ସାହୁ, ନନ୍ଦୀ ଘୋଷ ବାରିକ, ସଞ୍ଜୀବ ପୂଜାରୀ,  ସ୍ନିଗ୍ଧା ପ୍ରଧାନ, ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ, ସମୀର କଠାର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଶେଷରେ ଆଲୁମିନି କିରଣ କୁମାର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like