-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ବରପାଲି ଜଗବନ୍ଧୁ ଦାସ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ୍ ଶିବିର                     

07-Jan-2025



ବରପାଲି(ସୁଦାମ ଦୀପ) ବରପାଲି ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ  ଅଧ୍ୟକ୍ଷ ପ୍ରଦୀପ କୁମାର ମେହେରଙ୍କ ଅଧକ୍ଷତାରେ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର  ଆୟୋଜିତ ହୋଇଯାଇଛି। କ୍ରୀଡା ଶିକ୍ଷୟିତ୍ରୀ ବନ୍ଦିତା ପ୍ରଧାନଙ୍କ ତତ୍ତ୍ୱାବଧାନତାରେ ବାର୍ଷିକ ଆତ୍ମସୁରକ୍ଷା ତାଲିମ୍ ଶିବିର ପରିଚାଳିତ ହୋଇଥିଲା। ସୋମବାର ପୁର୍ବାହ୍ନରୁ ଆରମ୍ଭ ହୋଇଥିବା ଶିବିରଟି ଆଗାମି ଆଠ ଦିନ ପର୍ଯ୍ଯନ୍ତ ପରିଚାଳିତ ହେବ। ଶିବିରରେ ମାଷ୍ଟର ଟ୍ରେନର୍ ଭାବରେ ଜଗବନ୍ଧୁ ଦାସ ମହିଳା ସ୍ନାତକ ମହାବିଦ୍ୟାଳୟ ପୂର୍ବତନ ଛାତ୍ରୀ ରୂପାଲି ମେହେର, ସୁଭସ୍ମିତା ବୁଧିଆ, ରେଣୁକା ଗହୀର ଏବଂ ଝୁମି ସେଠ ପ୍ରମୁଖ ଯୋଗଦେଇ ଆତ୍ମସୁରକ୍ଷା ଭିତ୍ତିକ ରଣକୌଶଳ ସହ ଭିନ୍ନଭିନ୍ନ ଶୈଳୀ ଉପରେ ବୁଝାଇବା ସହ ତାଲିମ କାର୍ଯ୍ଯ ଆରମ୍ଭ କରିଥିଲେ।  ଏହି ଅବସରରେ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସୁଧାଂଶୁ କୁମାର ଦାଶ, ରବିନ୍ଦ୍ର ସାହୁ, ମିନତି ବାବୁ, ଅନ୍ତର୍ଯ୍ୟାମି ପଣ୍ଡା, ସୁରେନ୍ଦ୍ର ଦୀପ, ନିରଜ ସାହୁ, ପ୍ରଦୀପ ମିଶ୍ର, ପ୍ରକାଶ ନନ୍ଦ ଏବଂ ଆନନ୍ଦ ବେହେରା ପ୍ରମୁଖ  ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like