-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଉପମୁଖ୍ୟମନ୍ତ୍ରୀଙ୍କ ଶିବତୁଳା ଜଳ ବିଶୋଧନାଗାର ପରିଦର୍ଶନ

07-Jan-2025



ତରଭା(କପିଳାସ ସେଠ) ତରଭା ବ୍ଲକ ଶିବତୁଳା ସ୍ଥିତ ୧୮ଏମ ଏଲ ଡ଼ିଜଳବିଶୋଧନାଗାରକୁପରିଦର୍ଶନ ରେ  ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ  I ଉପ ମୁଖ୍ୟମନ୍ତ୍ରୀ ଶିବତୁଳା ସନ୍ଧ୍ୟା ୫ ରେ ପହଞ୍ଚିଲା ପରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପାଳ ଓ ଅନ୍ୟ ଅଧିକାରୀ ମାନେ ଫୁଳତୋଡ଼ା ଦେଇ ସ୍ୱାଗତ କରିଥିଲେ I ଜଳ ବିଶୋଧନା ଗାର ଓ ବ୍ଲକ ବିଭିନ୍ନ ମେଗା ଉଠା ଜଳ ସୋଚନ ପ୍ରକଳ୍ପ ସହ ଅଞ୍ଚଳ ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିବା ସହ ଅଞ୍ଚଳ ବିଭିନ୍ନ ବ୍ୟକ୍ତି ଙ୍କ ସମସ୍ୟା ଓ ଦାବୀ ଉପରେ ଆଲୋଚନା କରିଥିଲେ I  ଏହିପରିଦର୍ଶନଓ ଆଲୋଚନା ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା  ଦାସ,ଉପଜିଲ୍ଲାପାଳ ଡ.ସୋମ୍ୟ ରୁପା ରଥ, ତରଭା ବିଡ଼ିଓ ଗଙ୍ଗାରାମ ବୁଡ଼େକ, ତହସିଲଦାର ତୁଳା ମୁଦୁଲି, ଭୁବନେଶ୍ୱର  ମୁଖ୍ୟ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ରତ୍ନା କର ଶିଆଳ, ସୋନପୁର ଆର ଡବ୍ଲୁ ଏସ ଏସ ସହ କାରି ଯନ୍ତ୍ରୀ ଶ୍ରୀକାନ୍ତ ସାହୁ,  ଏସ ଇ ତପନ କୁମାର ପଧାନ, ଏସ ଡିଓ ଏ.କେ ମିଶ୍ର ବଲାଙ୍ଗୀର ପି ଏଚ.ଏସ ଇ ଇନ୍ଦ୍ରଜିତ ସାହୁ, ଏସ ଡିଓ ରାଜେଶ ବେହେରା ଏବଂ ସହକାରୀ ଯନ୍ତ୍ରୀ ତରଭା ପି ଏଚ ଦୀପକ କୁମାର ମେହେର, ଆର ଡବ୍ଲୁ ଏସ ଏସ ସହକାରୀ ଯନ୍ତ୍ରୀ ରବୀନ୍ଦ୍ର ସାହୁ ଙ୍କ ସହ ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାର  ବିଭୀଗୀୟ ଅଧିକାର ଉପସ୍ଥିତ ଥିଲେ  I  ଶିବତୁଳା ପିଇଓ ସଚିକାନ୍ତ ମହାକୁର ଉପସ୍ଥିତ ଥିଲେ  I ଏହି ସମୟରେ ତରଭା ବ୍ଲକ ଭାରତୀୟ ଜନତା ଦଳ ପକ୍ଷରୁ  ରାମନାରାୟଣ ବେଜ, ସୁରେଶ ମହଲା, ରାଜକିଶୋର ମେଣ୍ଡଳୀ,କୃପା ନିଧି ମିଶ୍ର, କଲ୍ୟାଣ ନାଏକ,ପବିତ୍ର ମିଶ୍ର, ସାନନ୍ଦ ମେହେର,  ପଙ୍କଜ ଅଗ୍ରୱାଲ,  ସାଂସଦ ଙ୍କ ପ୍ରତିନିଧି ନରେଶ ଷାଣ୍ଢ   ପ୍ରମୁଖ ଉପସ୍ଥିତ ରହି ଉପ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ I 
 


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like