-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ବଡଟିକା ସ୍ଥିତ ଧରଣୀଧର ହାଇସ୍କୁଲ ଖେଳପଡିଆ ଠାରେ ପ୍ରଥମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

07-Jan-2025



ଆଗଲପୁର, (ପ୍ରେରଣା ଖବର)ଆଗଲପୁର ବ୍ଲକ ଅଧିନସ୍ଥ ବଡଟିକା ସ୍ଥିତ ଧରଣୀଧର ହାଇସ୍କୁଲ ଖେଳପଡିଆ ଠାରେ ସ୍ଥାନୀୟ କ୍ରୀଡ଼ାସଂଘ ଆନୁକୁଲ୍ୟରେ ଆଜି ଠାରୁ ପ୍ରଥମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି l ବଲାଙ୍ଗିର ସ୍ପୋର୍ଟସ ହଷ୍ଟେଲ ଓ ଝାରସୁଗୁଡ଼ା ଶାନ୍ତି ନଗର ମଧ୍ୟରେ ଅନୁଷ୍ଠିତ ଉଦ୍‌ଘାଟନୀ ମ୍ୟାଚ୍ ନିର୍ଦ୍ଧାରିତ ସମୟ ମଧ୍ୟରେ ଅମିମାଂସିତ ରହିବାରୁ ଟ୍ରାଇବେକରର ସହାୟତା ନିଆଯାଇଥିଲା । ଏଥିରେ ବଲାଙ୍ଗିର ସ୍ପୋର୍ଟସ ହଷ୍ଟେଲ ବିଜୟୀ ହୋଇଥିଲା । ଚଳିତ 6 ଜାନୁଆରୀ ରୁ 12 ଜାନୁଆରୀ ମ୍ୟାଚ ର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଯୁବନେତା ଆକାଶ ମିଶ୍ର ଏବଂ ସମ୍ମାନିତ ଅତିଥିଭାବେ ଜିଲ୍ଲା କ୍ରୀଡ଼ା ସଂସଦର ଫୁଟବଲ ସମ୍ପାଦକ ଶରତ ନନ୍ଦ, ବଡଟିକା ସରପଞ୍ଚ ଉଦେଲାଲ ନାଏକ, ପୂର୍ବତନ ସରପଞ୍ଚ ଅଶୋକ ପଟେଲ, କଲାର ସିଂ ବାଗ, ନଅଗାଁ (ଖ) ସରପଞ୍ଚ ବୃନ୍ଦାବନ ସେଟ୍ ପ୍ରମୁଖ ଯୋଗଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ମ୍ୟାଚ୍ କମିଶନର ସୁଦୟ ବାରିକଙ୍କ ତତ୍ତ୍ଵାବଧାନରେ ରେଫରୀ ଭାବେ ଦେବାଶିଷ ବାଗ, ହିମାଂଶୁ ଶେଖର ସେଟ୍, ସଞ୍ଜୀବ ମହାରଣା, କରୁଣାକର ପଧାନ ପ୍ରମୁଖ ଖେଳ ପରିଚାଳନା କରିଥିଲେ । ବଲାଙ୍ଗିର ଦଳର ଖେଳାଳୀ ପ୍ରମୋଦ ଆଜିର ଶ୍ରେଷ୍ଠ ଖେଳାଳୀ ଭାବେ ପୁରସ୍କୃତ ହୋଇଥିଲେ । ବଡଟିକା କ୍ରୀଡ଼ା ସଂଘର ସଭାପତି ଭୁବନେଶ୍ୱର ଧରୁଆ, ଉପ ସଭାପତି ଗୋପାଳ ବିଶ୍ଵାଳ, ସମ୍ପାଦକ ଅନିରୁଦ୍ଧ ଭୋଇ, ସହ ସମ୍ପାଦକ ମନୋରଞ୍ଜନ ବିଶ୍ଵାଳ, ସଂଯୋଜକ ପ୍ରସନ୍ନ ସାହୁ, କୋଷାଧ୍ୟକ୍ଷ ରାଜୁ ପଧାନଙ୍କ ସମେତ ସମସ୍ତ କର୍ମକର୍ତ୍ତା କ୍ରୀଡ଼ା ପରିଚାଳନାରେ ସହଯୋଗ କରିଥିଲେ । ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାର ଫାଇନାଲ ଖେଳ ଆସନ୍ତା ୧୨ରେ ଅନୁଷ୍ଠିତ ହେବ । ମଙ୍ଗଳବାର ଦିନର ଖେଳ ରାଉରକେଲା ଓ କୁଚିଣ୍ଡା ଏକାଦଶ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ତରଫରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like