-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ସୁରକ୍ଷା ପାଇଁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଭା

07-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଡେନ ଗ୍ରାମପଞ୍ଚାୟତ ସ୍ତରୀୟ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ଆହ୍ୱାନ କ୍ରମେ ଏକ ବଡଧରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଗ୍ରାମ ପଞ୍ଚାୟତରେ ଯାଉଥିବା ୧୨ ଟି ଗ୍ରାମର ଲୋକେ ଏହି ସଭାରେ ସାମିଲ ହୋଇଥିଲେ। ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ, ପଦ୍ମପୁର ଶାଖାର ଆବାହକ ଶ୍ରୀ ଭାସ୍କର ମହାନନ୍ଦ ଙ୍କ ରଣ ହୁଙ୍କାରକୁ ଉପସ୍ଥିତ ସମସ୍ତ ଗ୍ରାମର ଅଧିବାସୀ ବିପୁଳ ମାତ୍ରରେ ସମର୍ଥକ ଜଣାଇଥିଲେ। ଏହି ସଭାରେ ବୁଡେନ ପଞ୍ଚାୟତର ୧୨ ଗୋଟି ଗ୍ରାମ ବ୍ୟତୀତ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼, ଖପ୍ରାଖୋଲରୁ ମଧ୍ୟ ଅନେକ ସଂଗ୍ରାମୀ ଆସି ଏହି ସଭାରେ ସାମିଲ ହେବା ଦେଖିବାକୁ ମିଳିଥିଲା। ଆସନ୍ତା ତା ୧୨.୦୧.୨୦୨୫ ରିଖ ରବିବାର ଦିନ ହେବାକୁ ଥିବା ମହା ସମାବେଶ ରେ ବିପୁଳ ସଂଖ୍ୟାରେ ଯୋଗଦାନ କରିବାକୁ ଏଠାରେ ସମର୍ଥନ ଦେଖିବାକୁ ମିଳିଛି।ଏହି ସଭାରେ ରାଜବୋଡାସମ୍ବର ବ୍ଲକ ଅଧ୍ୟକ୍ଷ ଶ୍ରୀ ରଣଜିତ ସିଂ ବରିହା, ପାଟଣାଗଡ଼ରୁ ସୁଶିଲ ନାୟକ,ମାଣ୍ଡୋସିଲିର ଗିରିଶ ଡନସନା, ଠାକୁର ପଣ୍ଡା, ଜଳନ୍ଧର ତାଣ୍ଡି, ଜୟନ୍ତ କୁମାର ପାଣିଗ୍ରାହୀ ପ୍ରମୁଖ ନେତୃସ୍ଥାନୀୟ ବ୍ୟକ୍ତିମାନେ ଯୋଗଦାନ କରି ଆଗାମୀ ଦିନର କାର୍ଯ୍ୟପନ୍ଥା ଉପରେ ବିଶଦ ଭାବରେ ଆଲୋଚନା କରିଥିଲେ। ଆଗାମୀ ଦିନରେ ଆଦାନୀ ହଟାଓ, ଗନ୍ଧମାର୍ଦ୍ଦନ ବଚାଓ ସ୍ଲୋଗାନରେ ସଭାସ୍ଥଳ ପ୍ରକମ୍ପିତ ହୋଇ ଉଠିଥିଲା।ଶେଷରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ପୂର୍ବତନ ଆବାହକ ରାଜକୁମାର ସେଠ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026

You Might Also Like