-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||     

HOME   ଜିଲ୍ଲା

ପରମ୍ପରା ଆଗରେ ହାର ମାନିଲା ପ୍ରାଶାସନିକ କଟକଣା: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ

07-Jan-2025



ବଲାଙ୍ଗୀର: ଆଜି ପ୍ରସିଦ୍ଧ ଶୁଲିଆଯାତ୍ରା । ଏନେଇ ଉତ୍ସବମୁଖର ବଲାଙ୍ଗୀର ଜିଲ୍ଲାର ଶୁଲିଆ ପୀଠ, ଖଇରଗୁଡ଼ା ଓ କୁମୁରିଆ ଶୁଲିଆ ପୀଠ। ହଜାର ହଜାର ପଶୁପକ୍ଷୀଙ୍କ ରକ୍ତରେ ରକ୍ତ ରଞ୍ଜିତ ହୋଇଛି ଶୁଲିଆ ପୀଠ । ଆଦିବାସୀମାନେ ଆଜି ପାରମ୍ପରିକ ବଳି ଦେଇ ବିଧି ପାଳନ କରିଛନ୍ତି । ଆଜି ସକାଳୁ ମୁଖ୍ୟ ପୂଜକ ଓ ଦେହୁରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୀଠରେ ପହଞ୍ଚିଥିଲେ। ଶୁଲିଆ ଗୁଡିରୁ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୂଜକ ଓ ଦେହୁରୀମାନେ ଶୋଭାଯାତ୍ରାରେ ବାହାରି ଶୁଲିଆ ପୀଠରେ ପହଞ୍ଚିଥିଲେ। ଏଠାରେ ପୂଜାର୍ଚ୍ଚନା ପରେ ପ୍ରଥମେ କୁକୁଡ଼ା ବଳି ଦେଇ ଶୁଳିଆ ବୁଢାକୁ ଭୋଗ ଅର୍ପଣ କରାଯାଇଥିଲା । ପରେ ମାନସିକଧାରୀମାନେ ଆଣିଥିବା ମେଣ୍ଢା, କୁକୁଡ଼ା, ବତକକୁ ଶହ ଶହ ସଂଖ୍ୟାରେ ବଳି ଦିଆଯାଇ ଥିଲା । ସେପଟେ ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶୁଲିଆ ପୀଠରେ ଏକାଧିକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026

You Might Also Like