-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ରାଇରଙ୍ଗପୁର ଓ ସାରସକଣା ନିର୍ବାଚନ ମଣ୍ଡଳୀ ର ନୂତନ ଚୂଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶନ।

07-Jan-2025



ବିଭିନ୍ନ ରାଜନୈତିକ ଦଳ ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ନେଇ ଅତିରିକ୍ତ ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳଙ୍କ ବୈଠକ

ରାଇରଙ୍ଗପୁର:  ଆଜି ବାମନଘାଟି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ  ସମ୍ମିଳନୀ କକ୍ଷ ରେ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଦୌଲତ ଚନ୍ଦ୍ରକାର ଓ ଉପ ଜିଲ୍ଲାପାଳ  ସୌମ୍ୟରଞ୍ଜନ ପ୍ରଧାନଙ୍କ ସଭାପତିତ୍ବରେ ରାଇରଙ୍ଗପୁର ଓ ସାରସକଣା ନିର୍ବାଚନ ମଣ୍ଡଳୀ ପାଇଁ ନୂତନ ଚୂଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶନ ସମ୍ପର୍କ ରେ ବିଭିନ୍ନ ରାଜନୈତିକ ଦଳ ଏବଂ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି l
 
ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ ନିର୍ବାଚନ କମିଶନ ଙ୍କ ନିର୍ଦେଶ କ୍ରମେ ଅକଟୋବର ୨୯ ତାରିଖ ରୁ ନଭେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ଅଭିଯାନ ପରେ ଆଜି ୨୦୨୫ ମସିହା ପାଇଁ ବୁଥ ୱାରୀ ଚୂଡାନ୍ତ ଭୋଟର ତାଲିକା ପ୍ରକାଶନ ହୋଇଛି ବୋଲି ପ୍ରକାଶ କରିବା ସହ ଏହାକୁ ସମସ୍ତ ରାଜନୈତିକ ଦଳ ମାନଙ୍କୁ ଅତିରିକ୍ତ ଜିଲ୍ଳାପାଳ ଓ ଉପ ଜିଲ୍ଲାପାଳ ପ୍ରଦାନ କରିଥିଲେ. ଏହି ସ୍ୱତନ୍ତ୍ର ସଂଶୋଧନ ପ୍ରକ୍ରିୟା ରେ ଜନସାଧାରଣ ଙ୍କ ଠାରୁ ବିଭିନ୍ନ ପ୍ରକାର ସଂଶୋଧନ ତଥା ଭୋଟର ତାଲିକା ରେ ନୂତନ ଭାବେ ଅନ୍ତର୍ଭୁକ୍ତ ହେବା ପାଇଁ ସାରସକଣା ନିର୍ବାଚନ ମଣ୍ଡଳୀ ରୁ ମୋଟ ୬୮୮୮ ଏବଂ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ରୁ ମୋଟ ୫୭୫୪ ଟି ଆବେଦନ ସଂଗୃହିତ ହୋଇଥିବା ବେଳେ ତଥ୍ୟ ଓ ଆବେଦନ ପତ୍ର ଆଧାର ରେ ଏହି ନୂତନ ଭୋଟର ତାଲିକା ପ୍ରକାଶିତ ହୋଇଛି.ଏହି ଆବେଦନ ପତ୍ର ମଧ୍ୟରୁ ନୂତନ ଭାବେ ଭୋଟର ତାଲିକା ରେ ଅନ୍ତର୍ଭୁକ୍ତ ହେବାପାଇଁ ସାରସକଣା ନିର୍ବାଚନ ମଣ୍ଡଳୀ ରୁ ୨୮୭୮ ଟି ଓ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ରୁ ୨୫୧୭ଟି ଆବେଦନ ପତ୍ର ଗ୍ରହଣ ହୋଇଥିଲା ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିବା ସହିତ ସ୍ୱତନ୍ତ୍ର ସଂଶୋଧନ ଅଭିଯାନ ବ୍ୟତୀତ ଭୋଟର ତାଲିକା ସଂଶୋଧନ

ପ୍ରକ୍ରିୟା ନିରନ୍ତର ଚାଲୁରହିବ ମାତ୍ର ଏହି ଚୂଡାନ୍ତ ତାଲିକା ପ୍ରକାଶନ ପରେ ସଂଶୋଧନ ପାଇଁ ଆବେଦନ ହୋଇଥିବା ମତଦାତାଙ୍କ ନାମ ଭୋଟର ତାଲିକା ଭୁକ୍ତ ନହୋଇ ଏକ ପରିଶିଷ୍ଠ ଭାବେ ଭୋଟର ତାଲିକା ରେ ସ୍ଥାନିତ ହେବ ଏବଂ ପରବର୍ତୀ ସମୟରେ  ଏହା ଭୋଟର ତାଲିକା ଅନ୍ତର୍ଭୁକ୍ତ ହେବ ବୋଲି ସ୍ପଷ୍ଟ କରିଥିଲେ. ଅନୁଷ୍ଠିତ ଉକ୍ତ ବୈଠକରେ ଡେପୁଟି କଲେକ୍ଟର ମନୋଜ କୁମାର ମହାନ୍ତ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିକାଶ ରଞ୍ଜନ ମହାନ୍ତି ବରିଷ୍ଠ ରାଜସ୍ବ ସହାୟକ ପ୍ରସାଦ ବେହେରା, କନିଷ୍ଟ ରାଜସ୍ବ ସହାୟକ  ଦୀପକ କୁମାର ମହାନ୍ତ ଏବଂ ଡି ଇ ଓ ଦୁର୍ଗା ପ୍ରାସାଦ ଦାଶ ପ୍ରମୁଖ ଙ୍କ ସମେତ ବିଭିନ୍ନ ରାଜନୈତିକ ଦଳରୁ  ଯଥାକ୍ରମେ କଂଗ୍ରେସ ଦଳ ତରଫରୁ ଅଶୋକ ଅଗ୍ରୱାଲ, ବିଜୁ ଜନତା ଦଳ ତରଫରୁ ଗୌରୀ ଶଙ୍କର ଦତ୍ତ, ଭାରତୀୟ ଜନତା ଦଳ ତରଫରୁ ସୁରଥ ପଟ୍ଟନାୟକ ଓ ଜେ ଏମ ଏମ ଦଳ ତରଫରୁ  ସାଲୁ କିସ୍କୁ ପ୍ରତିନିଧି ଭାବେ ଯୋଗ ଦେଇଥିବା ବେଳେ ବିଭିନ୍ନ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ I (ରାଇରଙ୍ଗପୁରରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like