-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||     

HOME   ଜିଲ୍ଲା

ଡାବୁଗାଁରେ ଭୀମଭୋଇ ଭିନ୍ନକ୍ଷମ ଶିବିରେ ସାମ୍ବାଦିକ ଙ୍କୁ ଅଣଦେଖା

07-Jan-2025



ନବରଙ୍ଗପୁର:( ମିହିର ଶଙ୍କର ପାତ୍ର,) ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ ହେବା ପାଇଁ 
ଡାକ ବାଜି ଯନ୍ତ୍ର ରେ ଗ୍ରାମାଞ୍ଚଳରେ ପ୍ରଚାର କରାଯାଇ ଥିଲା ! ବ୍ଳକ ପରିସରରେ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ ହୋଇଯାଇଛି l କିନ୍ତୁ ଯେଉ ଭଳି ଭାବରେ ପ୍ରଚାର କରା ଯାଇ ଥିଲା, ସେଥିରେ  ଗ୍ରାମାଞ୍ଚଳ ମାନଙ୍କରେ କିଛି ପ୍ରଭାବ ପଡି ନଥିଲା  ବହୁ ଭିନ୍ନକ୍ଷମ ପରୀକ୍ଷା କରାଇବାକୁ ଆସି ସକା ଳ ୧୦ ଘଣ୍ଟା ସମୟରୁ ବ୍ଳକ ପରିସରରେ ଉପସ୍ଥିତ ହୋଇଥିଲେ l କିନ୍ତୁ ମଧ୍ୟାହ୍ନ ୧୨ ଘଣ୍ଟା ପର୍ଯ୍ୟନ୍ତ ଉକ୍ତ ଶିବିର ଆରମ୍ଭ ହୋଇନ ଥିଲା ପରେ ଉକ୍ତ ଶିବିର ଆରମ୍ଭ ହୋଇ
ବସିବା ପାଇଁ  ଚେୟାର ଅଳ୍ପ ଥିବାରୁ ଭିନ୍ନକ୍ଷମ ମାନେ ତଳେ ବସିବା ଓ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା l ଉକ୍ତ ଭିନ୍ନକ୍ଷମ ଶିବିର କୁ ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ ଉଦଘାଟନ କରିଥିବା ବେଳେ ଅନେକ ଜନ ପ୍ରତିନିଧି ଓ ବ୍ଲକ କର୍ମଚାରି ମାନେ ଉପସ୍ଥିତି ଥିଲେ।ଏହି କାର୍ଯ୍ୟକ୍ରମ ରେ ଦାଇତ୍ୱ ରେ ଥିବା ଅଧିକାରୀମାନେ ସାମ୍ବାଦିକ ମାନଙ୍କୁ ସମ୍ପୂର୍ଣ ଅଣଦେଖା କରିଥିଲେ। ଭିନ୍ନକ୍ଷମ ମାନେ ତଳେ ବସିବା ଓ ତଳେ ଠିଆ ହୋଇ ଥିବା ବେଳେ ଅଧିକାରୀ ମାନଙ୍କ ନଜର ସାମ୍ବାଦିକ ମାନଙ୍କ ଆଡ଼େ ପଡିଥିଲେ ସୁଦ୍ଧା ବସିବାର ବ୍ୟବସ୍ଥା ନ ଥିବାରୁ ସାମ୍ବାଦିକ ମାନେ ଖବର ସଂଗ୍ରହ ଅଧାରୁ ସେହି ସ୍ଥାନ ପରିତ୍ୟାଗ କରି ପଳାଇ ଆସିଥିଲେ l ଏଭଳି ଅବ୍ୟବସ୍ଥା ନେଇ ପୂର୍ବରୁ ବିଡିଓଙ୍କ ଦୃଷ୍ଟି ଗୋଚର କରିଥିଲେ ବରିଷ୍ଠ ସାମ୍ବାଦିକ ରବି ନାରାୟଣ ମହାନ୍ତି ଏବଂ ସାମ୍ବାଦିକ ସଙ୍ଘ ସମ୍ପାଦକ ମିହିର ଶଙ୍କର ପାତ୍ର ତଥାପି ବ୍ଲକ କର୍ମଚାରୀ ଏଥିପ୍ରତି ଦୃଷ୍ଟି ନ ଦେଇ ଚୁପ ରହିଗଲେ l ସରକାରଙ୍କ ଯୋଜନା କୁ ସଫଳ ରୂପାୟନ କରିବା ବଦଳରେ ବାଟ ମାରଣା କରୁଛନ୍ତି ଏଭଳି ଅଧିକାରୀବୃନ୍ଦ l ଏପରି ଅବ୍ୟବସ୍ଥା ନେଇ ସମସ୍ତ ସାମ୍ବାଦିକ କ୍ଷୋଭ ପ୍ରକାଶ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି l ଏଣୁ ଜିଲ୍ଲା ପ୍ରଶାସନ ଏ ଦିଗରେ ଦୃଢ଼ ପଦକ୍ଷେପ ନେବାକୁ ଡାବୁଗାଁ ସାମ୍ବାଦିକ ସଙ୍ଘ ଦାବୀ କରିଛନ୍ତି


News Comment




Photo in News

Advertisment
Lastest News
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026

You Might Also Like