-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ମନୋରଞ୍ଜନ

ସପ୍ତରଙ୍ଗ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ନାଟକ ସଂପର୍କିତ ସେମିନାର

11-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- 'ରାଷ୍ଟ୍ରଭାଷା ହିନ୍ଦୀ ନାଟକ ଓ ପଶ୍ଚିମ ଓଡିଶା' - ଶୀର୍ଷକ ପ୍ରସଙ୍ଗ ଉପରେ ଏକ ସେମିନାର ସପ୍ତରଙ୍ଗ ସାଂସ୍କୃତିକ ଅନୁଷ୍ଠାନର ୪୦ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ କୋଶଳ କଳା ମଣ୍ଡଳର ନୂତନ ମଂଚରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାମ ଚନ୍ଦ୍ର ସାହୁ (ଏନ୍‌ଏସ୍‌ଡି) ମୁଖ୍ୟବକ୍ତା ଭାବେ ଯୋଗଦେଇ ପଶ୍ଚିମ ଓଡିଶାରେ ହିନ୍ଦୀ ନାଟକର ଗ୍ରହଣୀୟତା ରହିଛି ବୋଲି ମତ ବାଢିଥିଲେ l ସେ ଆହୁରି କହିଥିଲେ ଯେ ହିନ୍ଦୀ ରାଷ୍ଟ୍ର ଭାଷା ହୋଇଥିବାରୁ ଏହି ଭାଷାର ନାଟକ କରାଗଲେ ଏହି ଅଂଚଳର ସଂସ୍କୃତି ମଧ୍ୟ ଲୋକପ୍ରିୟ ହେବା ସହ ସୁଦୁର ପ୍ରସାରି ହୋଇ ପାରିବ । ଏହି ସେମିନାରରେ ଅଶୋକ କୁମାର ମିଶ୍ର ସଭାପତିତ୍ୱ କରିଥିବା ବେଳେ ସତ୍ୟନାରାୟଣ ସିଂଦେଓ ମଂଚ ପରିଚାଳନା କରିଥିଲେ  l ଅନ୍ୟମାନଙ୍କ ମଧ୍ୟରେ  ପୀତବାସ ପଣ୍ଡା, ହିମାଂଶୁ ଖମାରୀ, ଗୋବର୍ଦ୍ଧନ ଭୋଇ, ଚନ୍ଦ୍ରମା ହୋତା, ଆର୍ତ୍ତତ୍ରାଣ ପାଢି, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ସାହିଲ ପାଣିଗ୍ରାହି, ସୁରେଶ ରଥ ଓ ଅନୁପ ମିଶ୍ର ପ୍ରମୁଖ କଳାକାର ନିଜ ନିଜ ମନ୍ତବ୍ୟ ରଖିଥିଲେ l ଶେଷରେ ଆଶୁତୋଷ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm