-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପତଞ୍ଜଳି ଯୋଗ ସମିତି ମେଣ୍ଡା ଆନୁକୁଲ୍ୟରେ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

07-Jan-2025



(ମନୋରଞ୍ଜନ ତ୍ରିପାଠୀ )
ପତଞ୍ଜଳି  ଯୋଗ ସମିତି ମେଣ୍ଡା ଓ ମହାନଦୀ ନେତ୍ର ଚିକିତ୍ସାଳୟ ପଣ୍ଡାପାଲିର ମିଳିତ ପ୍ରୟାସରେ ଭାରତୀ ପାଠାଗାର  ମେଣ୍ଡା ଠାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଓ ଚିକିତ୍ସା ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ମେଣ୍ଡା ଭାରପ୍ରାପ୍ତ ଫାଣ୍ଡି ଅଧିକାରୀ ରବୀନ୍ଦ୍ର ସାହୁ ଓ ଗ୍ରାମର ବରିଷ୍ଟ ନାଗରିକ ବାଲ ଗୋପାଳ ପଣ୍ଡା, ବିଦେଶୀ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଚକ୍ଷୁ ଏକ ପଞ୍ଚ ଇନ୍ଦ୍ରିୟ ର ମୁଖ୍ୟ ଅଂଶ ଓ ଏହାର ଉପଯୁକ୍ତ ଯତ୍ନ ବିଷୟ ରେ ଅତିଥି ମାନେ ଆଲୋଚନା କରିଥିଲେ । ସୁବର୍ଣ୍ଣପୁର ଜିଲ୍ଲାର ଭାରତ ସ୍ବାଭିମାନ ପ୍ରଭାରୀ ମନୋଜ ପଣ୍ଡା, ମେଣ୍ଡା ଯୋଗ ସମିତି ସଂଯୋଜକ କଳା କାହୁଁ ସାହୁ, ସହ ସଂଯୋଜକ ନିରଞ୍ଜନ ଟାଲି, ସଞ୍ଜୟ ଯୋଶୀ, ଚନ୍ଦ୍ର ଶେଖର ଫରିକାର, ରୋହିତ ସାହୁ, ଓ ମେଣ୍ଡା ଯୋଗ ସମିତି ର ଅନ୍ୟାନ୍ୟ କର୍ମକର୍ତ୍ତା ଏହି ଶିବିର ରେ ସହୟୋଗ କରି ଥିଲେ । ଏହି ଚକ୍ଷୁ ପରୀକ୍ଷା ଶିବିରରେ ୮୦ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ଥିଲା ଓ ସେଥି ମଧ୍ୟରୁ ୨୫ ଜଣ ଙ୍କୁ ପଣ୍ଡାପାଲି ମହାନଦୀ ନେତ୍ର ଚିକିତ୍ସାଳୟ କୁ ମୋତିଆ ବିନ୍ଦୁ ଅସ୍ତ୍ରୋପଚାର କରିବା ସକାଶେ ପଠା ଯାଇଥିଲା । ଏହି ଶିବିର କୁ ଆଖି ଟେକ୍ନିସିଏନ ଧର୍ମରାଜ ନାୟକ, ମାନସ ସାହୁ, ବିକାସ କୁମାର୍ ପଣ୍ଡା ଓ ଦୈତାରି ଅମାତ ରୋଗୀ ଙ୍କ ଚକ୍ଷୁ ପରୀକ୍ଷା କରିଥିଲେ । ଆଗାମୀ ଦିନରେ ସଂଗଠନ ପକ୍ଷରୁ ଯୋଗ ର ପ୍ରଚାର ପ୍ରସାର ନିମନ୍ତେ ଅନେକ କାର୍ଯକ୍ରମ କୁ ହାତକୁ ନେବା ସଂଗେସଂଗେ ରକ୍ତ ପରୀକ୍ଷା ଶିବିର ଆୟୋଜନ କରିବାର କାର୍ଯକ୍ରମ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like