-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||     

HOME   ଜିଲ୍ଲା

ଶିକେରପାଟ ମହୋତ୍ସବ ଉଦଯାପିତ

07-Jan-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଘୁନା ବିଜୁପଟ୍ଟନାୟକ ଖେଲ ପଡିଆ ଠାରେ ଚାଲିଥିବା ୫ ଦିବସୟ ଶିକେରପାଟ ମହୋତ୍ସବ ଉଦଯାପିତ ହୋଇଯାଇଛି। ମହୋତ୍ସବ କମିଟି ସଭାପତି ରୋହିତ ମାଝୀଙ୍କ ସଭାପତିତ୍ବ ଉଦଯାପନୀ ସଭା ଅନୁଷ୍ଠିତ ହୋଇଥିବା ବେଳେ  ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗଦେଇ ଥିଲେ । ବିଜେପି ନେତା ତଥା ସମାଜସେବୀ ପ୍ରମୋଦ ପ୍ରଧାନ, ଗମ୍ଭାରୀଗୁଡା ସରପଞ୍ଚ ପିଙ୍କି ବେସ୍ରା ସମ୍ମାନିତ ଅତିଥି ଭାବେ ଯୋଗଦେଇ ମଞ୍ଚାସୀନ ଥିଲେ। ମୁଖ୍ୟ ବକ୍ତା ଭାବେ ଡ଼ ଗୁରୁ ଶ୍ରୀ ଘାସିରାମ ମିଶ୍ର ଯୋଗ ଦେଇ ଅଞ୍ଚଲ ର ପଞ୍ଚ ବାଦ୍ୟ ଲୋକ କଲା ସଂସ୍କୃତି ର ବିକାଶ ଲାଗି ଲୋକ କଲାପାଣି ବି ଯାଇଛନ୍ତି। ୪୮ ପାଟ ଭିତରୁ ଶିକେରପାଟ ଅନ୍ୟତମ । ଏଠିକାର ସଂସ୍କୃତି କୁ ଏହି ମହୋତ୍ସବ ବଞ୍ଚାଇ ରଖିବ ବୋଳି ମତପ୍ରକାଶ କରିଥିଲେ। ଲମ୍ବାଦର ମନହୀରା ସ୍ବାଗତ ଭାଷଣ ଦେଇଥିବା ବେଳେ ଅରୁଣ ହରପାଲ ମଞ୍ଚ ପରିଚାଳନା କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଆଞ୍ଚଲିକ କଲାକାର ଙ୍କ ନୃତ୍ୟ ରେ ମଞ୍ଚ ଦୁଲକିଥିଲା। ଓଡ଼ିଶା ସରକାରଙ୍କ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତିକ ବିଭାଗ ର ସହଯୋଗ ରେ କେସିଙ୍ଗା ର ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ, ଲୋଇସିଂହା ର ଆଦିବାସୀ ସାଂସ୍କୃତିକ ସଂଘ, ଯାଜପୁର ର ଅନ୍ୱେଷଣ ଥିଏଟର ଗୃପ, ବଲାଂଗୀର ର ଭବାନୀ ଶଙ୍କର କଲାପରିସଦ ଏବଂ ଶାଶ୍ଵତ ତ୍ରିପାଠୀ ଙ୍କ ଜି ଥିଲେ ଜିବକା ମେଲୋଡି କାର୍ଯ୍ୟ କ୍ରମ ପରିବେଶଣ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026

You Might Also Like