-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

୧୨ ତମ ସୁଜନ ନାଗ ମେମୋରିଆଲ ରାଜ୍ୟ ସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ର ଦ୍ବିତୀୟ ମ୍ୟାଚ୍ ରେ ଶ୍ରିୟlନ୍ସ ସ୍ପୋଟିଂ ସୋନପୁର ବିଜୟୀ -

07-Jan-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ସ୍ଥାନୀୟ  ରୟାଲ ପଡିଆ ସୋନପୁର  ଠାରେ  ୧୨  ତମ ସୁଜନ ନାଗ ମେମୋରିଆଲ ରାଜ୍ୟସ୍ତରୀୟ ଫୂଟବଲ ଟୁର୍ନାମେଣ୍ଟ ର ଆଜି ଦ୍ବିତିୟ ଦିବସ ମ୍ୟାଚ ରେ  ଇଲେଭେନ ଷ୍ଟାର କଳାପଥର  ବନାମ ଶ୍ରୀୟାନ୍ସ ସ୍ପୋର୍ଟିଙ୍ଗ ସୋନପୁର ମଧ୍ୟରେ ଅନୁଷ୍ଠିତ ହୋଇ ଥିଲା l   ଏହି ମ୍ୟାଚ ରେ ମ୍ୟାଚ ର ଦ୍ୱିତିୟାର୍ଧ  ରେ ଶ୍ରୀୟାନ୍ସ ସ୍ପୋର୍ଟଙ୍ଗ ର ମୁନ୍ନା ସିଂ   63 ମିନଟ ରେ  ପ୍ରଥମ ଗୋଲ ଦେଇଥିଲେ  ଏବଂ 83 ତମ ମିନଟ ରେ ଆଉ ଏକ ଆତ୍ମାଘାତି ଗୋଲ ଦ୍ୱାରା କଳାପଥର  ଟିମ କୁ 2-0 ରେ ପରାସ୍ତ କରି ଆସନ୍ତା କାଲି ସେମିଫାଇନା ମ୍ୟାଚ ରେ   ଖେଳିବା ପାଇଁ ଶ୍ରୀୟlନ୍ସ ସ୍ପୋଟିଂ ଦଳ ଯୋଗ୍ୟତା ହାସଲ କରିଛନ୍ତି l ଆଜିର ମ୍ୟାଚ ରେ ବେଷ୍ଟ ଡିଫେନ୍ସ ରକି ଦଣ୍ଡସେନା ,ବେଷ୍ଟ ଗୋଲ କିପର ରାହୁଲ ଓରାମ ବେଷ୍ଟ ମିଡ଼ ଫିଲ୍ଡ ଭାବେ ସୁବ୍ରତ ପାତ୍ର ( କାଳିଆ )ଏବଂ ହିରୋ ଅଫଦି ମ୍ୟାଚ  ମୁନ୍ନା ସିଂ ,  ଏବଂ ବେଷ୍ଟ ୱିଙ୍ଗର ଭାବେ ଅଜୟ ବରୁଆ କଳାପଥର ଦଳ  ପ୍ରମୁଖଙ୍କୁ ପୁରସ୍କୃତ କରା ଯାଇ ଥିଲା  l 
ଆଜିର ମ୍ୟାଚ ରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ 
ଏବଂ ସମ୍ମାନିତ ଅତିଥି ଭାବରେ ଗୁଣ ନିଧି ମେହେର, ପଦ୍ମନାଭ ଧରୁଆ, ଶଙ୍କର୍ଷଣ ପଟ୍ଟନାୟକ, ବାବୁଲା ବେଵର୍ତା, ଅନିଲ ଭୋଇନା 
ଗୌତମ ପାତ୍ର, ସଂଜୀବ ମହାରଣା,ଭୁବନ ମେହେର, ପ୍ରମୁଖ ଯୋଗ ଦାନ କରିଥିଲେ l ଆଜିର ମ୍ୟାଚ କୁ ଦୀନେଶ ପ୍ରଧାନ ମୁଖ୍ୟ ରେଫ୍ରି ଏବଂ ସହଯୋଗୀ ରେଫ୍ରି ପ୍ରଶାନ୍ତ ସେଠି , ଜଗତ ଜଗଦଳା ଏବଂ ମ୍ୟାଚ  କମିସନର ଭାବରେ ଦାଇତ୍ୱ ତୁଲାଇ ଥିଲେ  ଦିନେଶ ପଧାନ l ପୁରସ୍କାର ବିତରଣି କାର୍ଯ୍ୟ କ୍ରମ କୁ ରାକେଶ ନାଗ ଏବଂ ସହଯୋଗ ରେ   ଲିପୁନ, ଜନ୍ମେ, ଖଗ, ନଟ, ଅନିଲ, ଟୁନୁ, ଭୁରସୁବ, ନିତ୍ୟା ନନ୍ଦ, ସନ୍ଦୀପ, ରମେଶ ବିବେକ  ପରିଚାଳନା କରିଥିଲେ l 
ଆସନ୍ତା କାଲି ତା 8.1.25 ରିଖ ରେ ପ୍ରଥମ ସେମି ଫାଇନାଲ   ରିଜୁଲ  ଏମ ଏଫ୍ ସି ତରଭା ଏବଂ  ଶ୍ରୀୟାନ୍ସ ସ୍ପୋର୍ଟିଙ୍ଗ ସୋନପୁର ମଧ୍ୟ ରେ ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି ମୁଖ୍ୟ ରାକେଶ ନାଗ ପ୍ରକାଶ କରିଛନ୍ତି l ପ୍ରକାଶ ଥାଉ କି ଯେ ଏହି  ଟର୍ଣ୍ଣlମେଣ୍ଟ ର ଉଦଘାଟନୀ ମ୍ୟାଚ୍ ରେ ତରଭା ରିଜୁଲ ଦଳ ବିଜୟୀ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like