-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଶୁଲିଆ ପୀଠ ରେ ନରସିଂହ, ଆଶିଷ କାମନା ସହ ଲୋକଙ୍କ ମଙ୍ଗଳ କାମନା କଲେ

07-Jan-2025



ବଲାଙ୍ଗୀର - ଆଦିବାସୀଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରା ର ପ୍ରସିଦ୍ଧ ଯାତ୍ରା ଶୁଲିଆ ଯାତ୍ରା ହଜାର ହଜାର ଶ୍ରଦ୍ଧାଲୁ ଙ୍କ ଉପସ୍ଥିତି ରେ ଅନୁଷ୍ଠିତ ହୋଇ ଯାଇଅଛି l ଏହି ଯାତ୍ରା ରେ ପୂର୍ବତନ ଆଇନ ମନ୍ତ୍ରୀ  ନରସିଂହ ମିଶ୍ର ଆଦିବାସୀ ଦେବତା ପ୍ରସିଦ୍ଧ ଶୁଲିଆ ବୁଢା ଙ୍କ  ଦର୍ଶନ କରିବ ସହ ଲୋକଙ୍କ ମଙ୍ଗଳ ପାଈଁ ପ୍ରାର୍ଥନା କରିଥିଲେ l ଦେଓଗାଁ ବ୍ଲକ କୁଲତାପଡା ପଂଚାୟତ ର ଖଇରଗୁଡା ରେ ଶୁଲିଆ ବାବାଙ୍କ ମୁଖ୍ୟ ପୀଠ ରେ

ଅଜସ୍ର ଜନଗହଳି ଭିତରେ ଅଦିବାସୀଙ୍କ ଙ୍କ ପ୍ରଥା ଓ ପରମ୍ପରା ଭିତରେ ରେ ଆଜି ନିଜ ର ମାନସିକ ପୂରଣ ପାଈଁ ଶ୍ରଦ୍ଧାଲୁ ମାନେ ବିଭିନ୍ନ ପ୍ରକାର ପାସ ପକ୍ଷୀ ବାଲି ଦେବାର ଦେଖାଯାଇ ଥିଲା l ପୂର୍ବତନ ମନ୍ତ୍ରୀ ଶ୍ରୀ ମିଶ୍ର ଏ ଅବସରରେ କହିଥିଲେ ଲୋକଙ୍କ ଆସ୍ଥା ମୁତାବକ ସୁଲୁଆ ଯାତ୍ରା ଶହ ଶହ ବର୍ଷ ପୂର୍ବରୁ ଆଦିବାସୀ ଲୋକେ ପାଳନ କରି ଆସୁଛନ୍ତି, ଶୁଲିଆ ଯାତ୍ରା ପ୍ରତି

କେବଳ ଆସିବାସୀ ନୁହନ୍ତି ଆଣ ଆଦିବାସୀ ମାନଙ୍କ ମଧ୍ୟ ଅଗାଧ ବିଶ୍ୱାସ ଓ ଆସ୍ଥା ଅଛି l ଏହି ଯାତ୍ରା ରେ ହେଉଥିବା ପଶୁ ବାଲି ରେ ଅଙ୍କୁଶ ଲଗାଇବା ପାଈଁ କିଛି କୁଚକ୍ରୀ ଅତିତ ରେ ପ୍ରୟାସ କରିଥିଲେ କିନ୍ତୁ ମାନ୍ୟବର ସୁପ୍ରିମ କୋର୍ଟ ଆସିବାସୀ ଙ୍କ ଏହି ପରମ୍ପରା କୁ ଆଇନ ମଧ୍ୟ ରୋକ ଲଗାଇ ପରିବା ନାହିଁ ବୋଲି ରାୟ ଦେବା ପରେ ଏହି ଯାତ୍ରା ପ୍ରତି ଲୋକଙ୍କ ଆହୁରି ଆସ୍ଥା ବଢିଯାଇଛି l ଏ ଅବସରରେ ଅଞ୍ଚଳ ର ସୁଖ ସମୃଦ୍ଧି କାମନା କରିଥିଲେ l ଆଜି ଶୁଲିଆ ପୀଠ ର ଆହୁରି ଵିକାଶ ପାଈଁ  ଶୁଲିଆ ଯାତ୍ରା କମିଟୀ କର୍ମକର୍ତ୍ତା ଓ ପୂଜକ ମାନଙ୍କ ସହ  ଶ୍ରୀ ମିଶ୍ର ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like