-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଚାକିରୀ ପଛରେ ନଗୋଡାଇ ଆତ୍ମନିର୍ଭରଶୀଳ ହୁଅ,,,,,, ,,,, ବ୍ଲକ ସ୍ତରୀୟ ପରାମର୍ଶ ଶିବିର

07-Jan-2025



କୁଚିଣ୍ଡା,(ସିଲୁ ସୁନାନୀ)ଓଡିଶା ସରକାରଙ୍କ ଦକ୍ଷତା ବିକାଶ ପ୍ରାଧିକରଣ(ଓଏସଡିଏ)ତଥା ସମ୍ବଲପୁର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ମଙ୍ଗଳବାର କୁଚିଣ୍ଡା ଟାଉନହଲ ଠାରେ କୁଚିଣ୍ଡା ବ୍ଲକସ୍ତରୀୟ ବୃତ୍ତିଗତ ଓ ବୈଷୟିକ ଶିକ୍ଷା ସମ୍ବନ୍ଧୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି।ବିଡିଓ ଜୟନ୍ତ ସାହୁଙ୍କ ସଭାପତିତ୍ବରେ ହୋଇଥିବା କାର୍ଯ୍ୟକ୍ରମରେ କୁଚିଣ୍ଡା ଉପଜିଲ୍ଲାପାଳ ଗୌରବମୟ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ବଳନ କରି ଶିବିରକୁ ଉଦଘାଟନ କରିଥିଲେ।ଏହି ଅବସରରେ ସେ କହିଥିଲେ ଯେ, ବେକାର ଯୁବତୀଯୁବକ ମାନେ ସରକାରୀ ଚାକିରୀ ପଛରେ ଗୋଡାଣିଆ ନହୋଇ ନିଜ ଦକ୍ଷତା ପ୍ରତିପାଦିତ ପୂର୍ବକ ବିଭିନ୍ନ ତାଲିମ ଗ୍ରହଣ କରି ଆତ୍ମନିଭରଶୀଳ ହେବାକୁ ପରାମର୍ଶ ଦେଇଥିଲେ।ଏଥିରେ କୁଚିଣ୍ଡା ବ୍ଲକ ଜୋନ-୨ ଜିଲ୍ଲାପରିଷଦ ସଭ୍ୟ ଦିବ୍ୟରାଜ କିଷାନ,ଏମପି ପ୍ରତିନିଧି ରୁଦ୍ରପ୍ରତାପ ଦେଓ,ଦକ୍ଷତା ବିକାଶ ତଥା ଜିଲ୍ଲା ନିୟୋଜନ ସଂସ୍ଥା ଉପନିର୍ଦ୍ଦେଶକ ଶଙ୍କର ଚରଣ ମୁର୍ମୁ, ଭାରତୀୟ ଷ୍ଟେଟ ବ୍ୟାଙ୍କ୍ (ଆରଇସିଟିଆଇ) ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ତ୍ରିପାଠୀ,ବ୍ଲାକ ପାନ୍ଥର ଜିଲ୍ଲା ସଂଯୋଜକ ସାଧନା ପୂରୋହିତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସରକାରଙ୍କ ଦ୍ବାରା ଉଦ୍ଦିଷ୍ଟ ସ୍ୱଳ୍ପ ସମୟ ମଧ୍ୟରେ ବିଭିନ୍ନ ତାଲିମ ଗ୍ରହଣ କରି ସରକାରୀ ଚାକିରୀଠାରୁ ଅଧିକ ରୋଜଗାର କରି ନିଜ ଭବିଷ୍ୟତ ଗଠନ କରିବାକୁ କହିଥିଲେ।ଏହି ଶିବିରରେ ଗୋଶାଳା ଓ ଅର୍ଡାବାହାଲର ସାହି ଏକ୍ସପୋର୍ଟ ପ୍ରାଇଭେଟ ଲିଃ, ରାଉରକେଲାର ସିଆଇପିଇଟି,ଗ୍ରାମ ତରଙ୍ଗ,ଷ୍ଟେଟ ଇନଷ୍ଟିଚ୍ୟୁସନ ଅଫ୍ ହୋଟେଲ ମେନେଜମେଣ୍ଟ,ବ୍ଲାକ ପାନ୍ଥର ଗାର୍ଡସ୍ ଆଣ୍ଡ ସର୍ଭିସ୍,ଏସବିଆରଏସଇଟିଆଇ,ସ୍କିଲ କୋନେକ୍ଟ ସର୍ଭସ ଏଲଏଲପି,ରେଙ୍ଗାଲି ସରକାରୀ ପଲିଟେକନିକ୍,ହୀରାକୁଦ ଓ ରାସନପୁରର ସରକାରୀ ଆଇଟିଆଇ ଏଭଳି ୧୦ଗୋଟି ପ୍ରମୁଖ ନିଜ ନିଃଶୁଳ୍କ ତାଲିମ ପ୍ରଦାନକାରୀ ସଂସ୍ଥା ସାମିଲ ହୋଇଥିଲେ।୧୮ରୁ ୩୫ବର୍ଷ ମଧ୍ୟରେ କୁଚିଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ମୋଟ ୨୨୩ଜଣ ଆଶାୟୀ ମହିଳାପୁରୁଷଙ୍କ ନାମ ପଞ୍ଜିକୃତ ହୋଇଥିବା ବେଳେ ଆସିଥିବା ପ୍ରମୁଖ ସଂସ୍ଥା ସେମାନଙ୍କ ନାମ ଟ୍ୟାଗ କରିଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ବିପିଏମ ବିଳାସୀ ଖାଲକୋ, ସେକ୍ସନ ଅଫିସର ତରୁଣପ୍ରସାଦ ବିଶ୍ବାଳ,ସିପି ସୁଦୀପ ଲାକ୍ରା,ବିଏଲସି ସୁବାସ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like