-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ବିଧାୟକଙ୍କ ପଥରଚେପା ଗାଁ ପରିଦର୍ଶନ-ପଥରଚେପାକୁ କରାହେବ ଏକ ଆଦର୍ଶ ଗ୍ରାମ - ନରସିଂହ

11-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) ଆଜି ବଲାଙ୍ଗିର ସଦର ବ୍ଲକ ସ୍ଥିତ ସଦାଇପାଲି ପଂଚାୟତର ପଥରଚେପା ଗାଁକୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପରିଦର୍ଶନରେ ଯାଇଥିଲେ । ବଲାଙ୍ଗିର ମ୍ୟୁନିସିପାଲିଟି ଅଂଚଳର ଠିକ୍ ପରେ ଏହି ଗାଁଟି ପ୍ରାୟତଃ ପ୍ରତ୍ୟେକ କ୍ଷେତ୍ରରେ ଅବହେଳିତ ଥିବା ଜଣାଯାଏ । ତେଣୁ ଆଜି ଅପରାହ୍ନରେ ଏହି ଗାଁକୁ ଶ୍ରୀ ମିଶ୍ର ପହଞ୍ôଚ ଏହି ଗାଁକୁ ବହୁତ ଶିଘ୍ର ଏକ ଆଦର୍ଶ ଗ୍ରାମରେ ପରିଣତ କରାଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶୃତି ଦେଇଥିଲେ । ଆଦିବାସୀ, ଦଳିତ ବହୁଳ ଏହି ଗାଁ ଜାତୀୟ ରାଜପଥ ପାଶ୍ୱର୍ରେ ଅବସ୍ଥିତ କିନ୍ତୁ ଏଠାକାର ଲୋକେ ଆର୍ଥିକ ସ୍ତରରେ ବହୁତ ଅନଗ୍ରସର । ସମସ୍ତ କ୍ଷେତ୍ରରେ ସେମାନଙ୍କୁ ସ୍ୱାବଲମ୍ବି କରିବାକୁ ଶ୍ରୀ ମିଶ୍ର ଆଜି ଗାଁକୁ ଅଚାନକ ଆସି ତାଙ୍କର ଅଭାବ ଅସୁବିଧା ବିଝିବା ପରେ ବଲାଙ୍ଗିର ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ସ୍ୱାଇଁଙ୍କୁ ଡାକି ଗାଁର ଲୋକେ କିଭଳି ସମସ୍ତ ପ୍ରକାର ସରକାରୀ ଯୋଜନା ଫଳ ପାଇପାରିବେ ସେ ଉପରେ ପଦକ୍ଷେପ ନେବାକୁ କହିଥିଲେ । ତତ୍‌କ୍ଷଣାତ ସେଠାରେ ଉପସ୍ଥିତ ଥିବା ବ୍ଲକ ଉନ୍ନୟନ ଅଧିକାରୀ ବାସୁଦେବ ମହାପାତ୍ରଙ୍କୁ ଗାଁରେ ରହୁଥିବା ଲୋକେ ଯେଉଁମାନଙ୍କ ବାସଗୃହ ନାହିଁ ସେମାନଙ୍କର ଏକ ତାଲିକା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ସରଜମିନ ତଦନ୍ତ ପରେ ଜଣା ପଡିଥିଲା ଗାଁର ସମସ୍ତ ଲୋକ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ଅଛନ୍ତି କିନ୍ତୁ ଅନେକ ଲୋକ ଆଜିବି ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା ପାଇବାରୁ ବଂଚିତ ଅଛନ୍ତି । ଉପସ୍ଥିତ ଥିବା ପଂଚାୟତ ନିର୍ବାହୀ ଅଧିକାରୀଙ୍କୁ ତୁରନ୍ତ ତାର ଏକ ତାଲିକା ପ୍ରସ୍ତୁତ କରିବା ପାଇଁ ଶ୍ରୀ ମିଶ୍ର କହିଥିଲେ । ବାବୁଲାଲ ମିର୍ଦ୍ଧା ନାମକ ଏକ ବିକଳାଙ୍ଗ ଙ୍କ ଅଭିଯୋଗ କ୍ରମେ ବିଧାୟକ ଶ୍ରୀ ମିଶ୍ର ତତ୍‌କ୍ଷଣାତ ସାମଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ ନିର୍‌ତାର ଡକ୍ତର ସୁରେନ୍ଦ୍ର ସାହୁଙ୍କୁ ଡକାଇ ବିକଳାଙ୍ଗ ବ୍ୟକ୍ତିଙ୍କୁ ସେହି ଜାଗାରେ ହିଁ ତାର ପାଇଁ ଭତ୍ତା କାର୍ଡ ଏବଂ ଭତ୍ତା ରାଶି ଏହି ମାସର ଟ.୫୦୦/ଙ୍କା ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ଉପସ୍ଥିତିରେ ପ୍ରଦାନ କରିଥିଲେ । ଗାଁର ଆଜିପର୍ଯ୍ୟନ୍ତ ଗୋଟିଏ ବି ପରିବାର ସରକାରଙ୍କ ଗୁହାଳ ଯୋଜନାରୁ ଫାଇଦା ପାଇ ନ ପାରିବା ଦୁଃଖର ବିଷୟ ବୋଲି ଶ୍ରୀ ମିଶ୍ର କହିଥିଲେ । ଉପସ୍ଥିତ ଥିବା ପ୍ରକଳ୍ପ ନିର୍ଦ୍ଦେଶକ ବହୁତ ଶିଘ୍ର ଗାଁରେ ଥିବା ପ୍ରତ୍ୟେକ ପଂଞ୍ଜିକୃତ ଗାଇ ଗୋରୁଙ୍କ ପାଇଁ ଗୁହାଳ ପାଇଁ ଅନୁଦାନ ପ୍ରଦାନ କରିବାକୁ ବିଡିଓ ତଥା ପଶୁ ଧନ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଯେମିତି ଏକ ବର୍ଷ ଭିତରେ ପଥରଚେପା ଗାଁ ଏକ ଆଦର୍ଶ ଗ୍ରାମ ହୋଇପାରିବ ଏଥି ପାଇଁ ଅଂଚଳର ବିଜୁଳି ବ୍ୟବସ୍ଥା, ପିଇବା ପାଣି ବ୍ୟବସ୍ଥା, ସମସ୍ତଙ୍କ ପାଇଁ ପକ୍କାଘର, ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡ, ବିକଳାଙ୍ଗ, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତାର ସୁନିଶ୍ଚିତ କରିବା ପାଇଁ ଉପସ୍ଥିତ ଥିବା ସମସ୍ତ ଅଧିକାରୀଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେବା ସହ ଆଜିର ଏହି ପରିଦର୍ଶନରେ ସକାରତ୍ମକ ମନୋଭାବ ନେଇ ବିଭାଗୀୟ ଅଧିକାରୀମାନେ ପଥରଚେପା ଗ୍ରାମକୁ ଏକ ଆଦର୍ଶ ଗ୍ରାମରେ ପରିଣତ କରିବାକୁ ନିଆଯାଇଥିବା ପଦକ୍ଷେପରେ ସହଯୋଗ କରିଥିବାରୁ ଧନ୍ୟବାଦ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷା ଯଶୋବନ୍ତୀ ବଘାର,  ଫକିର ମୋହନ ଥାଟି, ଏବିଡିଓ ରାମଦତ୍ତ ଭୋଇ, ପଂଚାୟତ ନିର୍ବାହୀ ଅଧିକାରୀ ସୈଳେନ୍ଦ୍ର ପଧାନ, କନିଷ୍ଠ ଯନ୍ତ୍ରୀ ରଶ୍ମିତା ମହାନ୍ତି, ଏଲ୍‌ଆଇ ମଧୁସୁଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like