-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଲୋକ ମହୋତ୍ସବ ର ଦ୍ବିତୀୟ ସନ୍ଧ୍ୟା ରେ ଦର୍ଶକ ଙ୍କ ମନ ମୋହିଲେ ସୋନପୁର ର ଓଡ଼ିଶୀ ନୃତ୍ୟ ଶିଳ୍ପୀ*-

07-Jan-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ର ଦ୍ବିତୀୟ ସାଂସ୍କୃତିକ ସନ୍ଧ୍ୟା କାର୍ଯକ୍ରମ କୁ ବୌଦ୍ଧ ଜିଲ୍ଲାପାଳ ଶ୍ରୀ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭ ଉଦ୍ଘାଟନ କରି ସୁବର୍ଣ୍ଣପୁର ର କଳା ସଂସ୍କୃତି ପର୍ଯ୍ୟଟନ , ନୌ ବାଣିଜ୍ୟ ଗାଥା ଓ ପାଟ ଶିଳ୍ପ ଦେଶ ବିଦେଶ ରେ ଖ୍ୟାତି ଲାଭ କରିଛି ବୋଲି କହିଥିଲେ l  ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରସାଦ ସାହୂ ଯୋଗ ଦେଈ ମନ୍ଦୀର ମାଳିନୀ ସୁବର୍ଣ୍ଣପୁର ଜିଲ୍ଲା ରେ ଯୋଗ ଦେବା ପରେ ମୁଁ ଏ ତନ୍ତ୍ର ମନ୍ତ୍ର ଯନ୍ତ୍ର ପୀଠ  ଓ ଲୋକ ଙ୍କ ଆଚାର ବ୍ୟବହାର ରେ  ଅଭିଭୂତ ହୋଇଛି ବୋଲି କହିଥିଲେ l ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଲୋକ ମହୋତ୍ସବ ର  ଦ୍ବିତୀୟ ସନ୍ଧ୍ୟା ସାଂସ୍କୃତିକ ସଭା କୁ କବି ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା ଆମେ କରିଥିଲେ l  ଏ ଡି ଏମ୍ ଅଞ୍ଜଳିନl ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ l ଆଜି ଦ୍ବିତୀୟ ସନ୍ଧ୍ୟା ରେ ସୋନପୁର ସଂଗୀତ ମହା ବିଦ୍ୟାଳୟ ର ଓଡ଼ିଶୀ ନୃତ୍ୟ ,, ମଥୁରା , କୋରାପୁଟ, ରାଜସ୍ଥାନ , କଳାକାର ଙ୍କ ନାଚ ଗୀତ କୁ ହଜାର ଦର୍ଶକ ବିଳମ୍ବିତ ରାତି ଯାଏ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like