-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ : ବାଇକ ସହ ଟଙ୍କା ଲୁଟ

07-Jan-2025



ବାଲିଗୁଡା,(ସୁଶୀଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ କୁମ୍ଭାରମୁଣ୍ଡା ନିକଟରେ ମଙ୍ଗଳବାର ଦିନ ଏକ ବଡ ଧରଣର ଲୁଟ୍‌ ହୋଇଛି। ଜଣେ ଫାଇନାନ୍ସ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା ସମୟରେ ଏହି ଲୁଟ୍‌ ହୋଇଛି। ଗୋଟିଏ ବାଇକ ସମେତ ନଗଦ ପ୍ରାୟ ୪୦ ହଜାର ଟଙ୍କା ଲୁଟିନେଇଛନ୍ତି ଦୃର୍ବୁତ୍ତ। ଲୁଟ୍‌ର ଶିକାର କର୍ମଚାରୀ ହେଲେ ମିଥେଲ ଦିଗାଲ। ତାଙ୍କୁ ଦୃର୍ବୁତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ପିଟି ଆଘାତ କରି ଗୁରୁତର କରିଦେଇ ଲୁଟ୍‌ କରିଛନ୍ତି। ଗୁରୁତର ଅବସ୍ଥାରେ ମିଥେଲଙ୍କୁ ସ୍ଥାନୀୟ ଲୋକ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ପ୍ରକାଶ ଯେ, ମିଥେଲ ଏକ ବାଇକ ବାଇକ ନଂ (ଓଡି ୧୨ ଇ-୭୪୮୫ )ରେ ସକାଳୁ ଦାରିଙ୍ଗବାଡି ଫାଇନାନ୍ସ କାର୍ଯ୍ୟାଳୟରୁ ବାହାରି କିରିକୁଟି ପଞ୍ଚାୟତର କୁମ୍ଭାରମୁଣ୍ଡା ଗ୍ରାମ ଦେଇ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ, କାଡିପାଙ୍ଗା ଅଞ୍ଚଳକୁ ଋଣ ବାବଦକୁ ଅର୍ଥ ସଂଗ୍ରହ ପାଇଁ ଯାଇଥିଲେ। କାମ ସାରି ମଧ୍ୟାହ୍ନରେ ଦାରିଙ୍ଗବାଡି ଫେରୁଥିଲେ। ଏହି ସମୟରେ ୩ଜଣ ଦୃର୍ବୁତ୍ତ ମିଥେଲଙ୍କୁ ଅଟକାଇ ବନ୍ଧୁକ ଦେଖାଇବା ସହ ମିଥଲଙ୍କୁ ଗାଡିରେ ବସାଇ କିଛିବାଟ ନେଇଥିଲେ। ତେବେ ଜଙ୍ଗଲରେ କିଛି ଲୋକ ହଳଦୀ ଖୋଲୁଥିବା ଦେଖି ମିଥେଲ ବାଇକରୁ ଡେଇଁବା ପାଇଁ ଉଦ୍ୟମ କରିଥିଲେ ଓ ଦୃର୍ବୁତ୍ତଙ୍କ ସହ ମିଥଲ ବାଇକରୁ ଖସିପଡ଼ିଥିଲେ ଓ ରାଗରେ ଦୁର୍ବୁତ୍ତ ମାନେ ମିଥେଲଙ୍କୁ ପ୍ରବଳ ପିଟିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ଆଘାତ ଦେଇଥିଲେ। ତେବେ ଘଟଣାସ୍ଥଳରୁ ସମସ୍ତ ଦୃର୍ବୁତ୍ତ ଫେରାର ହୋଇଯାଇଥିଲେ ବୋଲି ଆହତ ମିଥେଲ ପ୍ରକାଶ  କରିଛନ୍ତି। ଏ ନେଇ ମିଥେଲ ଦାରିଙ୍ଗବାଡି ଥାନାରେ ଏତଲା ଦାଏର କରିଛନ୍ତି l ଏତଲା କୁ ଭିର୍ତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like